Browsing Category
ଆଜିର ଖବର
୭୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସଲଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ
ପାରାଦୀପରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। IFFCO ପରିସରରେ ଏକ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟ ଉଦଘାଟନ କରିଛନ୍ତି। ଏଥି ସହ ଉପସ୍ଥିତ ଜନତାଙ୍କୁ ମଧ୍ୟ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସମବାୟ ମନ୍ତ୍ରୀ,!-->…
କର୍ଣ୍ଣାଟକରେ ପିଲାଙ୍କୁ ସୋସିଆଲ ମିଡିଆ ମନା
କର୍ଣ୍ଣାଟକରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍। ପିଲାଙ୍କ ପାଇଁ ଫେସବୁକ୍, ଇନଷ୍ଟାଗ୍ରାମ ବନ୍ଦ । ଭାରତର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ଏହି ନିୟମ ଲାଗୁ କରିଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟ ବଜେଟରେ ଏହି ବଡ଼ ଘୋଷଣା କରିଛନ୍ତି । ୧୬ ବର୍ଷରୁ!-->…
ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ
ଭୁବନେଶ୍ୱର (ରାଜ୍ୟକାହାଣୀ )ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ନିର୍ମାଣ ସାମଗ୍ରୀର ମୂଲ୍ୟ ନିର୍ଦ୍ଧାରଣ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ!-->…
ଏସାଇଆର ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ବଡ଼ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ!-->…
UPSC ସିଭିଲ ସର୍ଭିସ ରଜେଲ୍ଚ ପ୍ରକାଶ; ଅନୁଜ ଅଗ୍ନିହୋତ୍ରୀ ଟପ୍ପର
ୟୁପିଏସସି ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି । ଅନୁଜ ଅଗ୍ନିହୋତ୍ରୀ ଅଲ୍ ଇଣ୍ଡିଆ ଟପ୍ପର ହୋଇଛନ୍ତି । ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍, ତୃତୀୟରେ ଆକାଂଶ ଧୂଲ, ଚତୁର୍ଥରେ ରାଘବ ଝୁନଝୁନୱାଲା ରହିଥିବା ବେଳେ ପଞ୍ଚମରେ ଇସାନ ଭଟ୍ଟନାଗର ରହିଛନ୍ତି । ଚଳିତ!-->…
କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା ! ଦେବବ୍ରତଙ୍କୁ ରିମାଣ୍ଡରେ ନେଲା ଭିଜିଲାନ୍ସ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କୋଟିପତି ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଅଡୁଆ ବଢ଼ିଲା। ଭିଜିଲାନ୍ସ ହାତରେ ଧରାପଡ଼ିଥିବା ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କୁ ନେଇ ଫୁଲବାଣୀରେ ପହଞ୍ଚିଛି ଭିଜିଲାନ୍ସ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଓ ଲାଞ୍ଚ ନେବା!-->…
କଂଗ୍ରେସ ସହ ସାମୟିକ ଡିଲ: ସଂତୃପ୍ତ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡିର ରାଜ୍ୟସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ବଡ ବୟାନ । ରାଜ୍ୟସଭା ନିର୍ବାଚନକୁ ନେଇ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ବଡ଼ ବୟାନ ।ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ସହ ସାମୟିକ ଡିଲ ହୋଇଛି କହିଲେ ସଂତୃପ୍ତ ମିଶ୍ର । କଂଗ୍ରେସ ଏକାକୀ ପ୍ରାର୍ଥୀ ଦେଇ!-->…
ଷ୍ଟେସନରେ ଅପେକ୍ଷା କରିଥିଲେ ସ୍ବାମୀ, ଚଳନ୍ତା ଟ୍ରେନ୍ ଭିତରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
ମଧ୍ୟପ୍ରଦେଶର ରତଲାମରେ ଚଳନ୍ତା ଟ୍ରେନ୍ରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଟ୍ରେନର ବାଥରୁମରେ ଜଣେ ବିଚାରପତିଙ୍କ ପତ୍ନୀ ପ୍ରାଣ ହରାଇଛନ୍ତି ।ଷ୍ଟେସନରେ ମହିଳାଙ୍କ ପତି ତଥା ବିଚାରପତି ଅପେକ୍ଷା କରିଥିଲେ । ହେଲେ ତାଙ୍କୁ ପତ୍ନୀଙ୍କ ମୃତ୍ୟୁ ଖବର ମିଳିଥିଲା । ଦୀର୍ଘ ସମୟ ଧରି!-->…
CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଅମିତ ଶାହ
ଭୁବନେଶ୍ୱର (ରାଜ୍ୟକାହାଣୀ )ନକ୍ସଲ ମୁକ୍ତରେ CISFର ବଡ଼ ଅବଦାନ । ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇ CISFର ଭୂମିକାକୁ ପ୍ରଶଂସା କଲେ ଅମିତ ଶାହ । ସମୟ ସହିତ ନିଜକୁ ଗଢ଼ିଛି CISF । ଦେଶର ସୁରକ୍ଷାରେ CISFର ଭୂମିକା ଗୁରୁତ୍ବପୂର୍ଣ୍ଣ । ବୀରତ୍ବ ଓ ତ୍ୟାଗର ଅନନ୍ୟ!-->…
ରାଜ୍ୟସଭା ଚତୁର୍ଥ ଆସନ ପାଇଁ ନବୀନଙ୍କୁ ପୁଣି ଚକମା ଦେବେକି ଦିଲ୍ଳୀପ?
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ପାଇଁ ଗୁରୁବାର ଚତୁର୍ଥ ଆସନରେ ଦିଲୀପ ରାୟ ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଭାବେ ମନୋନୟନପତ୍ର ଦାଖଲ କରିବା ପରେ ରାଉରକେଲାରେ ରାଜନୀତି ସରଗରମ ହୋଇଛି। ଗତ ୨୦୦୨ରେ ଶ୍ରୀ ରାୟ ରାଜ୍ୟସଭା ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ଛିଡ଼ା ରାଜନୈତିକ!-->…