Browsing Category

ଆଜିର ଖବର

ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା, ଶୁକ୍ରବାରଠୁ କମିବ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବ୍ୟାପକ ବର୍ଷା ହେଊଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଏବଂ କେତେକ ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପବନର

ବନ୍ୟା ପ୍ରଭାବିତ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ: ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଭୟଙ୍କର ରୂପ ନେଇଛି ବନ୍ୟାସ୍ଥିତି । ବନ୍ୟାର କରାଳ ରୂପ ରାଜ୍ୟର 6ଟି ଜିଲ୍ଲାରେ ଦେଖିବାକୁ ମିଳିଛି । ବିଶେଷ କରି ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକ ବେଶି ପ୍ରଭାବିତ ହୋଇଛନ୍ତି । ବନ୍ୟା ଯୋଗୁ ବାଲେଶ୍ଵର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, ଢେଙ୍କାନାଳ ଓ

ପୂର୍ଣ୍ଣିମା ଯୋଗୁଁ ନଦୀଗୁଡ଼ିକରୁ ଜଳ ନିଷ୍କାସନ ସ୍ବାଭାବିକ ହୋଇପାରୁ ନାହିଁ: ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ବନ୍ୟା ବିପଦକୁ ବଢ଼ାଉଛି ପୂର୍ଣ୍ଣିମା । ପୂର୍ଣ୍ଣିମା ଯୋଗୁଁ ସମୁଦ୍ରରେ ଜୁଆର ଆସୁଥିବାରୁ ନଦୀଗୁଡ଼ିକରୁ ଜଳ ନିଷ୍କାସନ ସ୍ବାଭାବିକ ହୋଇପାରୁ ନାହିଁ, ଯାହା ବନ୍ୟା ବିପଦକୁ ଅଧିକ ବଢ଼ାଇ ଦେଇଛି । ଏ ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

କୋଇଲା ବ୍ଲକ ଆବଣ୍ଟନ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କ୍ଲିନ୍ ଚିଟ୍ ଦେଲେ ସୁପ୍ରିମକୋର୍ଟ

ବହୁଚର୍ଚ୍ଚିତ କୋଇଲା ବ୍ଲକ୍ ଆବଣ୍ଟନ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଆଶ୍ବସ୍ତି ମିଳିଛି । ତାଙ୍କ ବିରୋଧରେ ଚାଲୁଥିବା ଆପରାଧିକ ମାମଲାକୁ ବୁଧବାର ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି । ସିବିଆଇ ଦାଖଲ କରିଥିବା କ୍ଲୋଜର ରିପୋର୍ଟକୁ ଗ୍ରହଣ କରି ସୁପ୍ରିମକୋର୍ଟ ମନମୋହନ

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଭିତରେ ଲୋକ ସଭାରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ

ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଭିତରେ ଆଣ୍ଟି ପେପର ଲିକ୍ ବିଲ୍ ପାରିତ । ଆସନ୍ତା କାଲି ଦିନ ୧୧ଟା ଯାଏଁ ଗୃହ ମୁଲତବି । ଚଳିତ ମୌସୁମୀ ଅଧିବେଶନରେ ଦୀର୍ଘ ସମୟ ଧରି ଚାଲିଥିବା ଆଲୋଚନା ଏବଂ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଶେଷରେ ଏହି ବିଲ୍‌କୁ ମଞ୍ଜୁରୀ ମିଳିଛି ।ଏହା ପୂର୍ବରୁ ମଙ୍ଗଳବାର ବିଲ୍‌

ବନ୍ୟାକୁ ନେଇ ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍ସିଂରେ ସମୀକ୍ଷା କଲେ ଅନୁ ଗର୍ଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଜରୁରୀ ଭିଡିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି । ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ଏବଂ ଏହା ବିପଦ

ରାହୁଲଙ୍କ ‘ଇଡିଅଟ୍‌’ ଶବ୍ଦକୁ ନେଇ ଲୋକସଭାରେ ହୋହଲ୍ଲା

ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଶ୍ନପତ୍ର ଲିକ୍ ସମ୍ପର୍କିତ ସାର୍ବଜନୀନ ପରୀକ୍ଷା (ଅସାଧୁ ଉପାୟ ନିବାରଣ) ସଂଶୋଧନ ବିଲ୍, ୨୦୨୬ ଉପରେ କହିବା ସମୟରେ

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, 4 ଜଣଙ୍କୁ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଓଡ଼ିଶା ସ୍କୁଲର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତର ସମ୍ମୁଖୀନ ହେଉଥିବା 4 ଜଣଙ୍କୁ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି । ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ

ବନ୍ୟା ସ୍ଥିତି ନେଇ CDMOଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ବନ୍ୟା ସ୍ଥିତି ନେଇ ଆକ୍ସନରେ ସରକାର ।ସମସ୍ତ ସିଡିଏମଓ ମାନଙ୍କୁ ଅଲର୍ଟ ରହିବାକୁ ନିର୍ଦେଶ ଜାରି କରିଛି ସ୍ବାସ୍ଥ୍ୟ ବିଭାଗ । ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର କରାଯିବ । ପାଣି ଘେରରେ ଥିବା ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା ପହଞ୍ଚାଯିବ। ସାପ

ଚୀନ୍‌ର ହ୍ୟୁମାନଏଡ୍ ରୋବଟ୍ ଉପରେ ଆମେରିକାର କଡ଼ା କଟକଣା

ଆମେରିକା ଓ ଚୀନ୍‌ ମଧ୍ୟରେ ପ୍ରଯୁକ୍ତି ଯୁଦ୍ଧ ଆଉ ଏକ ପଦକ୍ଷେପ ଆଗକୁ ବଢ଼ିଛି । ଜାତୀୟ ସୁରକ୍ଷା ଓ ସାଇବର ବିପଦକୁ ଦୃଷ୍ଟିରେ ରଖି ଆମେରିକା ସରକାର ଚୀନ୍‌ରେ ନିର୍ମିତ ନୂତନ ହ୍ୟୁମାନଏଡ୍ ରୋବଟ୍, ରୋବଟ୍ ଡଗ୍ ଏବଂ କିଛି ନେଟୱର୍କ-ସଂଯୁକ୍ତ ପାୱାର ଇନଭର୍ଟର ଉପରେ କଡ଼ା କଟକଣା ଲାଗୁ କରିଛି