Browsing Category
ଆଜିର ଖବର
ରାଜ୍ୟସଭା ଚତୁର୍ଥ ଆସନ ପାଇଁ ନବୀନଙ୍କୁ ପୁଣି ଚକମା ଦେବେକି ଦିଲ୍ଳୀପ?
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ପାଇଁ ଗୁରୁବାର ଚତୁର୍ଥ ଆସନରେ ଦିଲୀପ ରାୟ ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଭାବେ ମନୋନୟନପତ୍ର ଦାଖଲ କରିବା ପରେ ରାଉରକେଲାରେ ରାଜନୀତି ସରଗରମ ହୋଇଛି। ଗତ ୨୦୦୨ରେ ଶ୍ରୀ ରାୟ ରାଜ୍ୟସଭା ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ଛିଡ଼ା ରାଜନୈତିକ!-->…
ରୁଷିଆରୁ ତେଲ କିଣିପାରିବ ଭାରତ, ଆମେରିକା ଦେଲା ୩୦ ଦିନର ଅନୁମତି
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଥମିବାର ନାଁ ନେଉନି । ଇସ୍ରାଏଲ ଏବଂ ଆମେରିକା ମିଳିତ ଭାବେ ଇରାନ ଉପରେ ଆକ୍ରମଣ କରୁଛନ୍ତି । ଇରାନ ମଧ୍ୟ କଡା ଜବାବ ଦେଉଛି । ତେବେ ଯୁଦ୍ଧର ପ୍ରଭାବ ବୈଶ୍ୱିକ ଅର୍ଥନୀତି ଉପରେ ପଡିଛି । ଏହା ଭିତରେ ଭାରତକୁ ରୁଷିଆରୁ ତେଲ କିଣିବା ପାଇଁ ଆମେରିକାର ଅନୁମତି । ତେବେ!-->…
ପୁରୀରେ ଜୀବନ ସହ ଖେଳ! ସମୁଦ୍ରରେ ବିପଦପୂର୍ଣ୍ଣ ବୋଟିଂ
ଭୁବନେଶ୍ୱର (ରାଜ୍ୟକାହାଣୀ )ବଢ଼ି ଚାଲିଛି ଯୁବପିଢିଙ୍କ ରିଲ୍ସ ନିଶା । ଗତକାଲି ପୁରୀ ବେଳାଭୂମିରେ ତିନୋଟି ଡଙ୍ଗା ବିପଦପୂର୍ଣ୍ଣ ଭାବେ ବିନା ଲାଇଫ୍ ଜାକେଟରେ କିଛି ଲୋକଙ୍କୁ ନେଇ ଜଳକ୍ରୀଡା କରିବା ପରେ ଏବେ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ଉଠିଛି ପ୍ରଶ୍ନ। ଏଭଳି ବିପଦପୂର୍ଣ୍ନ ଷ୍ଟଣ୍ଟକୁ!-->…
ସୁଖୋଇ-୩୦ ଯୁଦ୍ଧବିମାନ କ୍ରାଶ୍: ୨ଜଣଙ୍କ ମୃତ୍ୟୁ
ଗୁରୁବାର ଭାରତୀୟ ସେନାର Su-30 MKI ଲଢ଼ୁଆ ବିମାନ ନିଖୋଜ ହୋଇଯାଇଥିଲା । ଯାହାପରେ ସନ୍ଧାନକାର୍ଯ୍ୟ ଆରମ୍ଭ କରିଦେଇଥିଲା । ତେବେ ବିମାନଟି କ୍ରାଶ୍ କରିଯାଇଥିବା ସୂଚନା ମିଳିଛି । ଏନେଇ ଏକ୍ସ ଯୋଗେ ବାୟୁସେନା ପକ୍ଷରୁ ଅପଡେଟ୍ ଦିଆଯାଇଛି ।ସୁଖୋଇ-୩୦ ବିମାନ ଦୁର୍ଘଟଣାରେ ସ୍କ୍ୱାଡ୍ରନ୍!-->…
ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ ଟପିଥିଲା।ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ!-->…
ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଲାଗିଛି । ଅମିତ ଶାହଙ୍କ ସ୍ଵାଗତ ସହ ଉଦ୍ଘାଟିତ ଓ ଶିଳାନ୍ୟାସ ସମ୍ପର୍କିତ ବଡ଼ ବଡ଼ ହୋର୍ଡିଂ । ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । କଟକ, ଭୁବନେଶ୍ଵର ଓ!-->…
ଭୁବନେଶ୍ବରରେ ଆୟୋଜିତ ହେବ ଭାରତର ନୂତନ ନ୍ୟାୟିକ ବ୍ୟବସ୍ଥାର ରୂପରେଖ ସମ୍ପର୍କୀତ ପ୍ରଦର୍ଶନୀ
ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା ୬ ତାରିଖରେ କେନ୍ଦ୍ର!-->…
ଖାମେନିଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲା ଭାରତ
ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୮ ଫେବ୍ରୁଆରୀ!-->…
ଇରାନ ଯୁଦ୍ଧ ନେଇ ଏହି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ୟୁକ୍ରେନ ଏବଂ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧର ଶୀଘ୍ର ଶେଷ ପାଇଁ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି ଯେ ଯେକୌଣସି ବିବାଦର ସମାଧାନ ଯୁଦ୍ଧ ନୁହେଁ, କେବଳ ଆଲୋଚନା ଏବଂ କୂଟନୀତି ମାଧ୍ୟମରେ ହୋଇପାରିବ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବିବୃତ୍ତି!-->…
କୋର୍ଟ ସମ୍ମୁଖରେ ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା ଅଭିଯୋଗ
ଗଂଜାମ ଜିଲ୍ଲା ଭଂଜନଗର ଥାନା ଠାରୁ କିଛି ଦୂରରେ ଥିବା କୋର୍ଟ ସମୁଖରେ ଗୁରୁବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଆଜି ଅପରାହ୍ନ ସାଢେ ୨ଟା ସମୟରେ ଭଞ୍ଜନଗର ଥାନା ଅନ୍ତର୍ଗତ ବୁଦୁଲି ଗ୍ରାମର!-->…