Browsing Category

ଆଜିର ଖବର

ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ । ବିଜେଡି ପ୍ରାର୍ଥୀ ସହ ସଂତୃପ୍ତ ମିଶ୍ର ଭରିଲେ ନାମାଙ୍କନ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଏକାଠି ବସିଛନ୍ତି ।କକ୍ଷରେ କଂଗ୍ରେସ ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ

ଦିଲ୍ଲୀ ଏମ୍‌ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ତାଙ୍କର ହୃଦ୍‌ରୋଗ ସମସ୍ୟା ଥିବାରୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନେ ତାଙ୍କର ଆଞ୍ଜିଓଗ୍ରାଫି କରିଥିବାବେଳେ ଅନ୍ୟ ଚିକିତ୍ସା ବି କରିଥିଲେ।ହୃଦରୋଗ ସମସ୍ୟା ପାଇଁ ସେ

ରାଜ୍ୟ ସଭା ଯିବେ ନୀତୀଶ କୁମାର: ନିଜେ କଲେ ଘୋଷଣା

ଗତ ୨୪ ଘଣ୍ଟା ଧରି ବିହାର ମୁଖ୍ୟମନ୍ତ୍ରୀ ନୀତଶ କୁମାରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଜାରି ରହିଛି । କୁହାଯାଉଥିଲା ଯେ ସେ ତାଙ୍କ ପଦରୁ ଇସ୍ତଫା ଦେବେ ଓ ରାଜ୍ୟସଭା ଯିବେ । ଏହି କଳ୍ପନାଜଳ୍ପନାରେ ପୂର୍ଣ୍ଣଛେଦ ପକାଇ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଏକ ବିବୃତ୍ତି ଏବେ ପ୍ରକାଶ ପାଇଛି ।ସେ

ହୋଲିରେ ରାଜଧାନୀବାସୀ ଖାଇଲେ ୮ କୋଟିର ଆମିଷ

ଭୁବନେଶ୍ୱର (ରାଜ୍ୟକାହାଣୀ )ହୋଲିରେ ଭୁବନେଶ୍ବରରେ ଜମିଲା ଆମିଷ ବେପାର । ହୋଲିରେ ରାଜଧାନୀବାସୀ ଖାଇଲେ ୮ କୋଟିର ଆମିଷ ।ସୂଚନାମୁତାବକ ହୋଲିରେ ୬୦ ଟନ୍‌ରୁ ଅଧିକ ଖାସି ମାଂସ ବିକ୍ରି ହୋଇଛି। ଖାସି ମାଂସ କେଜି ପିଛା ୮୫୦ରୁ ୯ଶହ ଟଙ୍କାରେ ବିକ୍ରି ହୋଇଥିବାବେଳେ ମୋଟ୍‌ ୩ କୋଟି ୨ ଲକ୍ଷ ୪୦

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଜନ୍ମ ଜୟନ୍ତୀ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ହେଉଛି ସେହି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ(Birth Anniversary of Biju Patnaik)ଙ୍କର ଜନ୍ମ ଜୟନ୍ତୀ । ବିଜୁ ବାବୁ ୧୯୧୬, ମାର୍ଚ୍ଚ ୫ ରେ କଟକରେ ଜନ୍ମ ଗ୍ରହଣ କରିଥିଲେ । । ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ । ଦୀର୍ଘ ୮୧ ବର୍ଷର ଜୀବନ

ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ ଯିବେ।ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି

ଯୁଦ୍ଧ ଭିତରେ ବଦଳିଲା ଇରାନର  ଶାସନ ଭାର,ଇରାନର ନୂଆ ‘ସୁପ୍ରିମ୍ ଲିଡର’ ହେଲେ ମୋଜତାବା

ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣରେ ଆୟାତୁଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ପରେ ଇରାନର ରାଜନୀତିରେ ଏକ ବଡ଼ ଧରଣର ବିସ୍ଫୋରକ ପରିସ୍ଥିତି ସୃଷ୍ଟି ହୋଇଛି । ଖାମେନେଇଙ୍କ ପୁଅ ମୋଜତାବାଙ୍କ ହାତକୁ ଗଲା ଦେଶର ଶାସନ ଡୋରି । ବାପାଙ୍କ ପରେ ଏବେ ପୁଅ । ଇରାନର ନୂଆ ‘ସୁପ୍ରିମ୍ ଲିଡର’ ହେଲେ

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ୟୁଏଇରେ କଣ୍ଟ୍ରୋଲ ରୁମ୍ ଖୋଲିଲା ଭାରତ

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଫସି ରହିଥିବା ଭାରତୀୟମାନଙ୍କୁ ଉଦ୍ଧାର କରିବା ପାଇଁ ଭାରତ ସରକାର ଏକ ନିୟନ୍ତ୍ରଣ କକ୍ଷ ସ୍ଥାପନ କରିଛନ୍ତି ଏବଂ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି। ପଶ୍ଚିମ ଏସିଆ ଏବଂ ଉପସାଗରୀୟ କ୍ଷେତ୍ରର ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବୈଦେଶିକ

ଇରାନୀୟ ଜାହାଜକୁ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

ଶ୍ରୀଲଙ୍କା ସମୁଦ୍ରରେ ଇରାନ ଯୁଦ୍ଧ ଜାହାଜ ଉପରେ ସବ୍ ମେରିନ୍ ଆକ୍ରମଣରେ ୧୦୧ ନୌସୈନିକ ନିଖୋଜ ଓ ୭୮ ଆହତ । ସବ୍ ମେରିନ୍ ମାଡ଼ରେ ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ ‘ଇରିସ୍ ଦେନା ‘। ଯାହା ଭାରତର ବିଶାଖାପାଟନମରେ ମିଲାନ୍ ୨୦୨୬ ବହୁରାଷ୍ଟ୍ରୀୟ ନୌସେନା ଅଭ୍ୟାସରେ ଅଂଶଗ୍ରହଣ କରି ଇରାନ

ବିହାରର ମୁଖ୍ୟମନ୍ତ୍ରୀ ପଦ ଛାଡ଼ି ପାରନ୍ତି ନୀତିଶ କୁମାର ! କିଏ ହେବେ ବିହାର ମୁଖ୍ୟମନ୍ତ୍ରୀ ?

ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦ ଛାଡିବାକୁ ପଡିବ।ଆଜି ପାଟନାରେ ଏନଡିଏ ବିଧାୟକଙ୍କ ବୈଠକ ଏହି ସମୀକରଣ ଉପରେ ଚୂଡ଼ାନ୍ତ ମୋହର ବାଜିପାରେ। ଜେଡିୟୁର