Browsing Category

ଆଜିର ଖବର

ଶେଷ ମୁହୂର୍ତ୍ତରେ ସହଯୋଗ ମାଗିଲେ ମୁଁ କିଛି କରିପାରିବିନି- ଭକ୍ତ ଦାସ

ଭୁବନେଶ୍ୱର (ରାଜ୍ୟକାହାଣୀ )ପିସିସି ସଭାପତି ଭକ୍ତ ଦାସଙ୍କ ସହ କଥା ହେଲେ ଦିଲ୍ଲୀପ ରାୟ । ଫୋନରେ କଥା ହୋଇଛନ୍ତି କହିଲେ ଭକ୍ତ ଦାସ । ସେ ପ୍ରତିକ୍ରିୟା ରଖି କହିଛନ୍ତି, ସେ ମୋର ବନ୍ଧୁ, ଶେଷ ମୂହୂର୍ତ୍ତରେ କାହିଁକି ସ୍ୱାଧୀନ ପାର୍ଥି ହେଲେ ଜାଣିନି । ମୁଁ ପୂର୍ବରୁ ତାଙ୍କୁ କହିଥିଲି

ଆସନ୍ତା ମାର୍ଚ୍ଚ ୭ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା

ଆସୁଛି କାଳବୈଶାଖୀ ବର୍ଷା । ଆସନ୍ତା ମାର୍ଚ୍ଚ ୭ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ବିଶେଷ କରି ଉପକୂଳ ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାମାନଙ୍କରେ ଏହାର ପ୍ରଭାବ ଦେଖାଦେଇପାରେ । ଏବେ କିଛି ଦିନ

ପୁରୀରେ ହୋଲି ଖେଳିଲେ ଜାପାନୀ ପର୍ଯ୍ୟଟକ

ଶ୍ରଦ୍ଧା ଆଉ ଭକ୍ତିର ସହର ପୁରୀ ଜଗନ୍ନାଥ ଧାମ ।ଏ ମାଟିରେ ଖୁସିର ପର୍ବ ହୋଲିକୁ ବିଦେଶୀ ପର୍ଯ୍ୟଟକ ବି ବେଶ ଧୁମଧାମରେ ପାଳିଛନ୍ତି । ବିଶେଷ କରି ସୁଦୂର ଜାପାନରୁ ଆସିଥିବା ପର୍ଯ୍ୟଟକମାନେ ଆଜି ଏହି ହୋଲି ପର୍ବକୁ ପାଳନ କଲାବେଳେ ବିଭୋର ହୋଇ ପଡିଥି୍ଲେ । ବିଦେଶ ମାଟିରେ ବିଦେଶୀ ମଣିଷଙ୍କ

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର ବଜାର ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଏହା ତରଳୀକୃତ ପ୍ରାକୃତିକ ଗ୍ୟାସ (LNG) ର ମୂଲ୍ୟ ଉପରେ ମଧ୍ୟ ପ୍ରଭାବ ପକାଉଛି। ଏହାର ଅର୍ଥ ହେଉଛି

ହୋଲିରେ କମିଛି ସୁନା ଏବଂ ରୁପା ଦର

ହୋଲିରେ କମିଛି ସୁନା ଏବଂ ରୁପା ଦର | ଆଜି ୨୪କ୍ୟାରେଟ ସୁନା ୧୦ଗ୍ରାମ ପ୍ରତି ୩ ହଜାର ୧୧୦ ଟଙ୍କା ହ୍ରାସ ଘଟି ୧ ଲକ୍ଷ ୬୪ ହଜାର ୫୧୦ ହୋଇଛି। ଗତକାଲି ଦର ୧ ଲକ୍ଷ ୬୭ ହଜାର ୬୨୦ ଟଙ୍କା ଥିଲା। ସେହିପରି ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ୨୮୫୦ ଟଙ୍କା କମି ୧ ଲକ୍ଷ ୫୦ ହଜାର ୮୦୦ ଟଙ୍କା

ଆଜି ରଙ୍ଗର ପର୍ବ ହୋଲି

ଆଜି ରଙ୍ଗର ଉତ୍ସବ ହୋଲି। ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥାଆନ୍ତି। ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ପରସ୍ପର ପରସ୍ପରକୁ ଅବିର ଲଗାଇ ହୋଲିର ଶୁଭେଛା ଜଣାଉଛନ୍ତି ସମସ୍ତେ। ସାରା ଦେଶ ପାଳନ କରୁଛି ରଙ୍ଗର ପର୍ବ।

ଇରାନ-ଇସ୍ରାଏଲ ସଂଘର୍ଷ ମଧ୍ୟରେ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ବଡ଼ ପଦକ୍ଷେପ

ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆଉ ତିନୋଟି ରାଷ୍ଟ୍ର ମଧ୍ୟରେ ସୀମିତ ନାହିଁ। ଏହା ସମଗ୍ର ମଧ୍ୟପ୍ରାଚ୍ୟରେ ବ୍ୟାପିଛି। ତେବେ ଏହା ଭିତରେ ଭାରତ ରୁଷ୍ ଠାରୁ ଆଉ ୫ଟି ନୂଆ S-400 ସୁଦର୍ଶନ ଏୟାର ଡିଫେନ୍ସ ମିସାଇଲ ସ୍କ୍ୱାଡ୍ରନ କିଣିବାକୁ ଯାଉଛି। ଗତ ବର୍ଷ 'ଅପରେସନ ସିନ୍ଦୂର'

କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାମାଡ଼ ଧମକ

କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାମାଡ଼ ଧମକ ମିଳିଛି। ଭୟଙ୍କର ‌ବୋମାମାଡ଼ ଆକ୍ରମଣରେ ଉଡ଼ାଇ ଦେବାକୁ ଏକ ସାଙ୍ଘାତିକ ଧମକ ଆସିଛି। କୋର୍ଟଙ୍କ ଅଫିସିଆଲ୍ ଇ-ମେଲ୍‌କୁ ଏହି ଧମକପୂର୍ଣ୍ଣ ଚିଠି ଆସିବା ପରେ ଜିଲ୍ଲା ପ୍ରଶାସନ ଓ ପୁଲିସ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି। କେନ୍ଦୁଝର

ବିହାରରୁ ରାଜ୍ୟସଭା ପାଇଁ ନିତିନ ନବୀନ ହେଲେ ବିଜେପି ପ୍ରାର୍ଥୀ

୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘଷଣା କଲା ବିଜେପି । ଏହି କ୍ରମରେ ବିହାରରୁ ନିତିନ ନବୀନ (ବିଜେପି ରାଷ୍ଟ୍ରୀୟ ସଭାପତି) ଓ ଶିବେଶ କୁମାରଙ୍କ ନାମ ଦଳ ଘୋଷଣା କରିଛି । ସେହିଭଳି ଆସାମରୁ ତେରାଶ ଗୋବାଲ ଓ ଜୋଗେନ ମୋହନଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଛତିଶଗଡ଼ରୁ ବିଜେପି ତରଫରୁ

ରାଜ୍ୟସଭା ପାଇଁ ମୁଁ ସ୍ୱାଧୀନ ପ୍ରାର୍ଥୀ : ଦିଲ୍ଲୀପ ରାୟ

ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କ ନାମ ମଧ୍ୟ ଘୋଷଣା କରିଛି । ଏସବୁ ଭିତରେ ଦିଲୀପ ରାୟ ବଡ଼ ଘୋଷଣା କରିଛନ୍ତି।ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ବରିଷ୍ଠ ନେତା ଦିଲୀପ ରାୟ ଘୋଷଣା କରିଛନ୍ତି। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ଏନେଇ ଦିଲୀପ କହିଛନ୍ତି,