Browsing Category
ଆଜିର ଖବର
ରାଜ୍ୟସଭା ନିର୍ବାଚନ ପାଇଁ ମନମୋହନ ସାମଲ , ସୁଜିତ କୁମାର ବିଜେପି ପ୍ରାର୍ଥୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ରାଜ୍ୟସଭା ପାଇଁ ୨ ଜଣ ପ୍ରାର୍ଥୀ ଘୋଷଣା କଲା ବିଜେପି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାର ବିଜେପିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି । ତେବେ ବଡ କଥା ଚତୁର୍ଥ ଆସନକୁ ନେଇ!-->…
ସରକାରଙ୍କ ନୀରବତା ବିଚଳିତ କରୁଛି: ଖେମିନିଙ୍କ ମୃତ୍ୟୁ ନେଇ ସୋନିଆଙ୍କ କଡ଼ା ସମାଲୋଚନା
ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ କରାଯାଉଥିବା ଆକ୍ରମଣ ଏବଂ ସର୍ବୋଚ୍ଚ ନେତା ଆୟାତୋଲ୍ଲା ସୟଦ ଅଲି ହୋସେନି ଖେମିନିଙ୍କ ହତ୍ୟା ପରେ ମଧ୍ୟପ୍ରାଚ୍ୟରେ ପରିସ୍ଥିତି ଭୟଙ୍କର ରହିଛି। ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଇରାନ ଉପରେ ମିଳିତ ଆକ୍ରମଣ ଓ ଭାରତ ସରକାରଙ୍କ ନୀରବତାକୁ!-->…
ରାଜଧାନୀରେ ହୋଲି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ହୋଲି ପାଳନ ବେଳେ ଆଇନଶୃଙ୍ଖଳା ବିଗିଡି଼ବାର ଆଶଙ୍କା ରହିଛି । ସାଙ୍ଗସାଥୀଙ୍କ ସହ ଭୋଜିଭାତ ଓ ସେଲିବ୍ରେସନରୁ ଗଣ୍ଡଗୋଳ, ଗୋଷ୍ଠୀ ସଂଘର୍ଷର ନଜିର୍ ରହିଛି । ଏକ ଆନନ୍ଦ ଓ ଉହ୍ଲାସର ପର୍ବରେ ଯେକୌଣସି ଅଘଟଣକୁ ଏଡ଼ାଇବା ପାଇଁ ରାଜଧାନୀରେ ପୁଲିସ ସୁରକ୍ଷାକୁ କଡ଼ାକଡ଼ି!-->…
ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତର ପ୍ରଦେଶର ଜଣେ ମହିଳାଙ୍କ ଘାଗରା ଲାଗିଯିବାରୁ ସେ ପଡ଼ି ଯାଇଥିଲେ। ଆହୁରି ୨-୩ ଜଣ ମହିଳା ମଧ୍ୟ ପଡ଼ି ସାମାନ୍ୟ ଆହତ ଥିବା ସୂଚନା ମିଳିଛି। ଠାକୁରଙ୍କ ସହ ଫଗୁ ଓ ଅବିର!-->…
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି
ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି । ଜରୁରୀକାଳୀନ ନିର୍ଦ୍ଦେଶ ଜାରି କଲା ଆମେରିକା ବୈଦେଶିକ ବିଭାଗ । ମଧ୍ୟ-ପ୍ରାଚ୍ୟର ୧୪ଟି ଦେଶରେ ଥିବା ଆମେରିକୀୟ ନାଗରିକମାନଙ୍କୁ “ଗମ୍ଭୀର ସୁରକ୍ଷା ବିପଦ” ଦର୍ଶାଇ ତୁରନ୍ତ ସେହି ସ୍ଥାନ ଛାଡ଼ିବାକୁ କୁହାଯାଇଛି ।ଷ୍ଟେଟ୍!-->…
ଷ୍ଟ୍ରେଟ ଅଫ ହରମୋଜକୁ ବନ୍ଦ କଲା ଇରାନ, ବୃଦ୍ଧି ହୋଇପାରେ ପେଟ୍ରୋଲ ଓ ଡିଜେଲ ଦାମ
ଇରାନ୍ ଉପରେ ଆହୁରି ଜୋରଦାର ହେବ ଆକ୍ରମଣ । ଆକାଶ ମାର୍ଗରୁ ଇରାନର ସବୁ ଯୁଦ୍ଧ କ୍ଷେପଣାସ୍ତ୍ର ଉପରେ ଆକ୍ରମଣ ହେବ ବୋଲି କହିଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପାଖାପାଖି ୪୭ ବର୍ଷ ହେବ ଇରାନ ଆତଙ୍କବାଦ ମାଧ୍ୟମରେ ଆମେରିକାର ନାଗରିକଙ୍କୁ ହତ୍ୟା କରିଛି। ହଜାର ହଜାର ଆମେରିକୀଙ୍କ!-->…
ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ରାତିରେ ମହାପ୍ରଭୁଙ୍କ ସୁନାବେଶ
ଚନ୍ଦ୍ରଗ୍ରହଣ ପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀ ଜୀଉଙ୍କ ସୁନା ବେଶ ଅନୁଷ୍ଠିତ ସହ ଦୋଳ ବେଦୀ ଠାରେ ସ୍ୱତନ୍ତ୍ର ଦୋଳ ନୀତି ହେବ । ଚଳିତ ବର୍ଷ ଦିନ ବଦଳରେ ରାତିରେ ମହାପ୍ରଭୁଙ୍କ ସୁନା!-->…
ହୋଲିରେ ୩୯ ଡିଗ୍ରୀ ଛୁଇଁପାରେ ପାରଦ
ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି। ହୋଲିରେ ତାତି ଦେଖାଇବ ତାଉ, ଆହୁରି ବଢ଼ିବ ଖରା। ଏବେଠୁ ଡରେଇଲାଣି ଖରା ।ମଙ୍ଗଳବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ରହିବ। ୪ ତାରିଖ ବା ହୋଲିରେ ଝାରସୁଗୁଡ଼ାରେ ୩୯ ଡିଗ୍ରୀ ଛୁଇଁ ଯାଇପାରେ। ପାଣିପାଗ ବିଭାଗ!-->…
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି
ଭୁବନେଶ୍ୱର (ରାଜ୍ୟକାହାଣୀ )ମଧ୍ୟପ୍ରାଚ୍ୟ ସଙ୍କଟ ଯୋଗୁଁ ଫସିଥିବା ଭାରତୀୟଙ୍କ ପାଇଁ ଖୁସି ଖବର। ଜେଦ୍ଦାହରୁ ରିଲିଫ୍ ବିମାନ ଚଳାଚଳ ଯୋଜନା କରିଛି ଇଣ୍ଡିଗୋ। ସେହିଭଳି ମସ୍କଟ୍ ରୁ ସେବା ପୁନର୍ବାର ଆରମ୍ଭ କରିଛି ଏୟାର ଇଣ୍ଡିଆ ଏକ୍ସପ୍ରେସ। ସୋମବାର ଭାରତ ସରକାର କହିଛନ୍ତି ଯେ,!-->…
ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା
ଭୁବନେଶ୍ୱର (ରାଜ୍ୟକାହାଣୀ )ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା । ଆଜି ଅନ୍ତିମ ଦିନରେ ଗଣିତ ପରୀକ୍ଷା ସୁରୁଖୁରୁରେ ସରିଛି। ଶେଷ ପର୍ଯ୍ୟନ୍ତ କୌଣସି ବି ସେଣ୍ଟରରେ କପି ଧରାପଡ଼ିବା କିମ୍ବା ପ୍ରଶ୍ନପତ୍ର ଭାଇରାଲ ଭଳି ପରିସ୍ଥିତି ଉପୁଜିନାହିଁ । ସାରା ରାଜ୍ୟରେ!-->…