Browsing Category

ଆଜିର ଖବର

ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା

ଭୁବନେଶ୍ୱର (ରାଜ୍ୟକାହାଣୀ )ସରିଲା ମାଟ୍ରିକ ପରୀକ୍ଷା । ଆସନ୍ତା ୧୯ରୁ ଆରମ୍ଭ ହେବ ଖାତାଦେଖା । ଆଜି ଅନ୍ତିମ ଦିନରେ ଗଣିତ ପରୀକ୍ଷା ସୁରୁଖୁରୁରେ ସରିଛି। ଶେଷ ପର୍ଯ୍ୟନ୍ତ କୌଣସି ବି ସେଣ୍ଟରରେ କପି ଧରାପଡ଼ିବା କିମ୍ବା ପ୍ରଶ୍ନପତ୍ର ଭାଇରାଲ ଭଳି ପରିସ୍ଥିତି ଉପୁଜିନାହିଁ । ସାରା ରାଜ୍ୟରେ

ମାର୍ଚ୍ଚ ୫ରେ ବିଜୁ ଜୟନ୍ତୀ; ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ ଆୟୋଜନ କରିବ ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ୫ ତାରିଖରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ । ରାଜ୍ୟବ୍ୟାପୀ ୧୧୦ତମ ବିଜୁ ଜୟନ୍ତୀ ଧୁମଧାମରେ ପାଳନ କରିବ ବିଜେଡି । ସବୁ ନେତା, ନିର୍ବାଚିତ ପ୍ରତିନିଧି, ଛାମୁଆ ସଂଗଠନ, ସେଲ ଯାଏଁ ଅବଗତ କରାଯାଇଛି ବୋଲି କହିଛି

ଭୁବନେଶ୍ୱରରେ ବେଆଇନ ସିମ୍ ବକ୍ସ, ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଇନାରୁ ହାର୍ଡୱେୟାର.. ବଂଲାଦେଶ ରୁ ସପ୍ଟୱେୟାର.. ଭାରତରୁ ସିମ.. ଓଡିଶାରୁ ଅପରେଟ |ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ ହୋଇଛି ସିମ୍ ବକ୍ସ । ୧୨ଟି ସିମ୍ ବକ୍ସ ଜବତ କରିବା ସହ ୨ଜଣ କେରଳ ଯୁବକଙ୍କୁ ଅଟକ ରଖାଯାଇଛି । ଆସାମର ସିମ ଆଣି ଚଳାଉଥିଲେ ଯୁବକ ।

ଉଚ୍ଚଶିକ୍ଷା ବିଭାଗର SOP : ସକାଳେ ପରୀକ୍ଷା କର

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆଗାମୀ ଦିନର ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କ ପାଇଁ ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି।ଉଚ୍ଚ ଶିକ୍ଷା ବିଭାଗ ଜାରି କରିଥିବା ଏସ୍‌ଓପି ଅନୁସାରେ, ଆଗାମୀ ଦିନରେ

ବଢିଲା ରାଜ୍ୟସଭା କସରତ । ୪ ସେଟ ଫର୍ମ କିଣିଲା ବିଜେପି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ରାଜନୀତି ନେଇ ରାଜ୍ୟ ଉଠୁଛି ପଡୁଛି । ବିଜେଡି-ବିଜେପି-କଂଗ୍ରେସ ଟଣାଓଟରା । ବୟାନ ବି ଜବରଦସ୍ତ । ୪ ସେଟ ଫର୍ମ କିଣିଲା ବିଜେପି । ମୁଖ୍ୟ ସଚେତକ ସରୋଜ ପ୍ରଧାନ ଓ ୪ ବିଧାୟକ ଯାଇ ଫର୍ମ କିଣିଲେ । ବିଜେପି ୧୬ ସେଟ ଫର୍ମ କିଣିବାକୁ ନେଇ ବଢିଲା

ଶାନ୍ତି ଶୃଙ୍ଖଳାର ସହ ହୋଲି ପାଳନ ନେଇ ପୋଲିସର ପ୍ରସ୍ତୁତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଦିନକ ପରେ ଫଗୁ ଓ ଫଗୁଣର ପର୍ବ ହୋଲି। ଏହାକୁ ଧୁମ୍‌ଧାମ୍‌ରେ ପାଳନ ପାଇଁ ଚାରିଆଡେ ପ୍ରସ୍ତୁତି ଚାଲିଛି। ସବୁ ଦୋଳ ମେଲଣ ପଡ଼ିଆ ଏବଂ ସାହି ବସ୍ତିରେ ଆଧ୍ୟାତ୍ମିକ ପରିବେଶ। ସାହି, ବସ୍ତି ଓ କଲୋନୀରେ ଠାକୁର ବିମାନରେ ଘର ଘର ବୁଲୁଥିବା ବେଳେ ବଜାରରେ ରଙ୍ଗର ପସରା

ଦୁବାଇକୁ ବାତିଲ ହେଲା ବିମାନ ସେବା, ଏୟାର ସ୍ପେସ୍ ନଥିବାରୁ ନିଷ୍ପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ୱର- ଦୁବାଇ ବିମାନ ବାତିଲ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ବିମାନ ବନ୍ଦର ନିର୍ଦ୍ଦେଶକ । ଆଜି ଦୁବାଇକୁ ବିମାନ ଯିବାର ସିଡ୍ୟୁଲ ଥିଲା କିନ୍ତୁ ଗତକାଲି ଏହାକୁ କ୍ୟାନସେଲ କରାଯାଇଛି । ଏୟାର ସ୍ପେସ ନ ଥିବାରୁ ମଧ୍ୟ ପୂର୍ବ

ଓଟିଏସ୍ ସ୍କିମ୍ ଲାଗୁ ହେବା ପରେ ୧୩୦୦କୋଟି ଫାଇନ୍, ଆଦାୟ ମାତ୍ର ଶହେ କୋଟି

ଭୁବନେଶ୍ୱର (ରାଜ୍ୟକାହାଣୀ )ଗତ ୫ମାସ ତଳେ ଓଟିଏସ୍ ସ୍କିମ୍ ଲାଗୁ କରିଥିଲେ ରାଜ୍ୟ ସରକାର | ଇତିମଧ୍ୟରେ ମାତ୍ର ୧୦% ଜରିମାନା ଅର୍ଥ ଆଦାୟ ହୋଇଛି । ପରିବହନ ବିଭାଗ ପକ୍ଷରୁ ଗତ ସେପ୍ଟେମ୍ବର ୧୭ରେ ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ୧୭ଟି ଏମ୍‌ଭି ଆକ୍ଟରେ କଟାଯାଇଥିବା ଚାଲାଣ

ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ବଢିଲା ସୁନା ଏବଂ ରୂପାର ଦର

ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ବଢିଲା ସୁନା ଏବଂ ରୂପାର ଦର। ୩ ପ୍ରତିଶତ ଲେଖାଏଁ ସୁନା ଏବଂ ରୂପା ଦର ବୃଦ୍ଧି ଘଟିଛି। ୨୪ କ୍ୟାରେଟ୍ ସୁନା ପାଖାପାଖି ୫ ହଜାର ଟଙ୍କା ବଢିଛି। ୧୦ ଗ୍ରାମ୍ ସୁନାର ଦର ୧ ଲକ୍ଷ ୭୦ ହଜାର ୩୦୯ ଟଙ୍କା ରହିଛି। ସେହିପରି ରୂପା ଦର ମଧ୍ୟ ବୃଦ୍ଧି ଘଟିଛି। କେଜି ୩

ସମ୍ବଲପୁର କୋର୍ଟ ବୋମା ଧମକ , ଆକ୍ସନମୋଡ଼ର ପୋଲିସ

ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ପୁଣି ଥରେ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍‌ ଏବଂ ବମ୍ ସ୍କ୍ଵାଡ୍ ପହଞ୍ଚି ଯାଞକରୁଛି। ଛି। କିଏ ଧମକ ଦେଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।ଖବର ଅନୁଯାୟୀ,ରବିବାର ବିଳମ୍ବିତ ରାତିରେ ସମ୍ବଲପୁର କୋର୍ଟକୁ