Browsing Category
ଆଜିର ଖବର
ସମ୍ବଲପୁର କୋର୍ଟ ବୋମା ଧମକ , ଆକ୍ସନମୋଡ଼ର ପୋଲିସ
ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ପୁଣି ଥରେ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପୁଲିସ୍ ଏବଂ ବମ୍ ସ୍କ୍ଵାଡ୍ ପହଞ୍ଚି ଯାଞକରୁଛି। ଛି। କିଏ ଧମକ ଦେଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।ଖବର ଅନୁଯାୟୀ,ରବିବାର ବିଳମ୍ବିତ ରାତିରେ ସମ୍ବଲପୁର କୋର୍ଟକୁ!-->…
ଆଜି ଶ୍ରୀମନ୍ଦିରରେ ଅଗ୍ନି ଉତ୍ସବ ତଥା ମେଣ୍ଢା ପୋଡ଼ି ନୀତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଶ୍ରୀମନ୍ଦିରରେ ଅଗ୍ନି ଉତ୍ସବ ତଥା ମେଣ୍ଢା ପୋଡ଼ି ନୀତି ହେବ । ସନ୍ଧ୍ୟାରେ ଦୋଳୋତ୍ସବର ବିଶେଷ ପର୍ବ ମେଣ୍ଢାପୋଡ଼ି ନୀତି ହେବ । ଠାକୁରେ ଦୋଳବେଦିକୁ ବିଜେ ହେବା ପରେ ଏହି ବିଶେଷ ନୀତି ପାଳନ ହେବ । ମଧ୍ୟାହ୍ନ ଧୂପ ଶେଷ ପରେ ଠାକୁରଙ୍କ ଚଳନ୍ତି ପ୍ରତିମା!-->…
ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ
ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ । ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍ ଓ୍ବେଭ୍) ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ବର୍ତ୍ତମାନ ଇରାନ-ଇସ୍ରାଏଲ ଯୁଦ୍ଧ!-->…
୫ ଯାଏଁ ରାଜଧାନୀ ନ ଛାଡିବାକୁ ନିର୍ଦେଶ! ଭୋଟଦାନରୁ ବିରତ ରହିବେ ସନାତନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ ଏବେ ଦଳର ବିଧାୟକଙ୍କ ଭୋଟ୍ ଉପରେ ନଜର ରଖାଯାଇଛି। କ୍ରସ୍ ଭୋଟିଂ ରୋକିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅଘୋଷିତ ହ୍ବିପ୍ ଜାରି କରିଥିବା କୁହାଯାଉଛି। ଦଳର ବିଧାୟକମାନଙ୍କୁ ଆସନ୍ତା!-->…
ପ୍ରଭାତ ବିଶ୍ଵାଳ ବିଜେଡିରୁ ବହିଷ୍କୃତ
ରାଜ୍ୟ କାହାଣୀ ( ଭୁବନେଶ୍ଵର)ଦଳ ବିରୋଧୀ ବକ୍ତବ୍ୟ ଏବଂ ବିଶୃଙ୍ଖଳା ଆଚରଣ ପଡ଼ିଲା ମହଙ୍ଗା। ପାର୍ଟିରୁ ନିଲମ୍ବନ ନୁହେଁ ଏକା ଥରକେ ବିଜେଡିରୁ ବହିଷ୍କାର ହେଲେ ବରିଷ୍ଠ ନେତା ପ୍ରଭାତ ବିଶ୍ଵାଳ। ବିଶୃଙ୍ଖଳା ଓ ଦଳବିରୋଧୀ କାର୍ଯ୍ୟ ପାଇଁ ବିଦା ହେଲେ । ତେବେ ସେ ଆଜି ନବୀନଙ୍କ ରାଜ୍ୟସଭା!-->…
ସହରୀକରଣ ରାଜ୍ଯ ଜିଡିପିର ଏକ ତୃତୀୟାଂଶ ଅଭିବୃଦ୍ଧି କରିବ: ଶ୍ରୀମତୀ ଉଷା ପାଢୀ
ଭୁବନେଶ୍ୱର, (ରାଜ୍ୟ କାହାଣୀ) ‘ବିକାଶ ମନ୍ଥନ ୧.୦ – ଗଭର୍ଣ୍ଣାନ୍ସ ଇନ୍ ଆକ୍ସନ’ର ଚତୁର୍ଥ ପ୍ଲେନାରୀ ଅଧିବେଶନ ‘ସମୃଦ୍ଧ ଓଡ଼ିଶା’ରେ ରାଜ୍ୟକୁ ଏକ ଉଚ୍ଚ-ଅଭିବୃଦ୍ଧିଶୀଳ ଓ ଭବିଷ୍ୟତ-ପ୍ରସ୍ତୁତ ଅର୍ଥନୀତି ଦିଗରେ ଆଗେଇ ନେବା ପାଇଁ ଏକ ମହତ୍ୱାକାଂକ୍ଷୀ ତଥା ସମନ୍ୱିତ ରୋଡମ୍ୟାପ୍ ପ୍ରଦର୍ଶିତ!-->…
ଜଣେ ମାନସିକ ଅନଗ୍ରସର ନାବାଳିକାଙ୍କୁ ଦୁଷ୍କର୍ମ ସହ ଗର୍ଭବତୀ କରିଥିବା ଅଭିଯୋଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଅନ୍ତର୍ଗତ ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ମାନସିକ ଅନଗ୍ରସର ନାବାଳିକା ଦୁଷ୍କର୍ମର ଶିକାର ହୋଇ ଗର୍ଭବତୀ ହୋଇଥିବା ଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବା ଜଣାପଡିଛି l ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ 14 ବର୍ଷୀୟ ମାନସିକ ଅନଗ୍ରସର!-->…
ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଭାରତର ବଡ଼ କ୍ଷତି!
ଇରାନ ଉପରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପୁଜିଥିବା ପରିସ୍ଥିତିରେ ଏବେ ଭାରତୀୟ ଲୋକେ ସିଧାସଳଖ ପ୍ରଭାବିତ ହେବେ। ଇରାନରୁ ଭାରତର ସର୍ୱାଧିକ ଆମଦାନୀ ହେଉଛି ଅଶୋଧିତ ତେଲ। ଭାରତ ଇରାନରୁ ପିସ୍ତା ଏବଂ ଖଜୁର ଭଳି ଶୁଖିଲା ଫଳ, କିଛି ରାସାୟନିକ ପଦାର୍ଥ,!-->…
୨୮ଟି ନୂଆ ୧୦୮ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ଆମ୍ବୁଲାନ୍ସ ସେବା କ୍ଷେତ୍ରରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ରାଜ୍ୟ ସରକାର ସ୍ଥିର କରିଥିଲେ । ସେଥିମଧ୍ୟରୁ ୨ଟି ପର୍ଯ୍ୟାୟରେ ୪୦୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇସାରି ଥିବା ବେଳେ ଆଜି (ଶନିବାର) ଆଉ ୨୮ଟି ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ!-->…
ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ିଛୁଆଁ ଉତ୍ସବ
ଭୁବନେଶ୍ୱର (ରାଜ୍ୟକାହାଣୀ )ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ । ପ୍ରସ୍ତୁତି ଅନୁଯାୟୀ, ସ୍କୁଲରେ ପିଲାଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯିବ । ଏଥିସହ ପିଲାଙ୍କୁ ଶିକ୍ଷା କିଟ୍ ବଣ୍ଟନ ହେବ ।ଆସନ୍ତା!-->…