Browsing Category
ଆଜିର ଖବର
ଆସନ୍ତା ଏପ୍ରିଲ୍ ୨ରୁ ୫ ତାରିଖ ମଧ୍ୟରେ ଖଡ଼ିଛୁଆଁ ଉତ୍ସବ
ଭୁବନେଶ୍ୱର (ରାଜ୍ୟକାହାଣୀ )ପିଲାମାନେ ଖଡ଼ି ଛୁଇଁ ଆରମ୍ଭ କରିବେ ପାଠପଢ଼ା । ପାରମ୍ପରିକ ରୀତିନୀତିରେ ପିଲାଙ୍କର ହେବ ବିଦ୍ୟାଳୟ ପ୍ରବେଶ ଉତ୍ସବ । ପ୍ରସ୍ତୁତି ଅନୁଯାୟୀ, ସ୍କୁଲରେ ପିଲାଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ କରାଯିବ । ଏଥିସହ ପିଲାଙ୍କୁ ଶିକ୍ଷା କିଟ୍ ବଣ୍ଟନ ହେବ ।ଆସନ୍ତା!-->…
ରାଜ୍ୟ ସଭା ପାଇଁ ଡାକ୍ତର ଦତ୍ତେଶ୍ବର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ରାଜ୍ୟସଭା ଟିକେଟ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ପୁଣି ଚମକେଇଲେ ନବୀନ । ସବୁ ଚର୍ଚ୍ଚା ଏବଂ ଆଲୋଚନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ବିଜେଡି ସୁପ୍ରିମୋ ।ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛନ୍ତି!-->…
ଆରମ୍ଭ ହେଲା ଯୁଦ୍ଧ: ଇରାନ ଉପରେ ଆକ୍ରମଣ କଲା ଇସ୍ରାଏଲ
ଇସ୍ରାଏଲ ଇରାନ ଉପରେ ପ୍ରଚଣ୍ଡ ହମ୍ଲା । ଇସ୍ରାଏଲ ଇରାନ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଇଛି । ଏନେଇ ସୂଚନା ଦେଇଛନ୍ତି ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ । ଆଇଡିଏଫ୍ ଲୋକଙ୍କୁ ଘର ଭିତରେ ରହିବାକୁ ନିବେଦନ କରିଛି । ସେପଟେ ଇସ୍ରାଏଲୀ ଆକ୍ରମଣ ପରେ ସାଇରନ୍ ବାଜିବା ଆରମ୍ଭ ହୋଇଛି । ଏହି!-->…
ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା: ରାଜ୍ୟ ସଭା ନିର୍ବାଚନ ପ୍ରାର୍ଥୀ ହେବେ କି ?
ଭୁବନେଶ୍ୱର (ରାଜ୍ୟକାହାଣୀ )ନବୀନ ନିବାସରେ ଡାକ୍ତର ଦତ୍ତେଶ୍ୱର ହୋତା । ଆଜି ପୁଣି ଥରେ ବିଜେଡି ବିଧାୟକମାନଙ୍କୁ ନବୀନ ନିବାସକୁ ଡକାଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେଡି । ରାଜ୍ୟସଭା ରେସ ଭିତରେ ଡାକ୍ତର ଦତ୍ତେଶ୍ୱର ହୋତା ନବୀନ ନିବାସରେ ପହଞ୍ଚିବା!-->…
୧ ମାର୍ଚ୍ଚ, ୨୦୨୬ରୁ ପହିଲାରୁ ବଦଳିଯିବ ଏହି ନିୟମ
୧ ମାର୍ଚ୍ଚ, ୨୦୨୬ରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବ। ସାଧାରଣ ଏବଂ ପ୍ଲାଟଫର୍ମ ଟିକେଟ ବୁକିଂ ପାଇଁ ନିୟମ ୧ ମାର୍ଚ୍ଚ, ୨୦୨୬ରୁ ପରିବର୍ତ୍ତନ ହେବାକୁ ଯାଉଛି। ପୁରୁଣା ଭାରତୀୟ ରେଳବାଇ UTS ଆପ୍ ୧ ମାର୍ଚ୍ଚରୁ ବନ୍ଦ ହୋଇଯିବ, ଏହାକୁ ନୂତନ RailOne ଆପ୍ ସହିତ ବଦଳାଇ ଦିଆଯିବ।!-->…
ଆଜିଠୁ ସର୍ଭିକାଲ କ୍ୟାନ୍ସର ଟିକାକରଣ ଅଭିଯାନ ଆରମ୍ଭ
ଦେଶରେ ମହିଳାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି କେନ୍ଦ୍ର ସରକାର । ଆଜିଠାରୁ ସାରା ଦେଶରେ ଆରମ୍ଭ ହେବାକୁ ଯାଉଛି ସର୍ଭିକାଲ କ୍ୟାନ୍ସର ବା ଜରାୟୁ କର୍କଟ ଟିକାକରଣ ଅଭିଯାନ । ୧୪ ବର୍ଷ ଯାଏଁ ଝିଅଙ୍କୁ ଦିଆଯିବ ସିଙ୍ଗଲ ଡୋଜ୍। ୧୪ ବର୍ଷରୁ!-->…
ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଅପଭ୍ରଂଶ ଇଂରାଜୀ ନାମ
ଭୁବନେଶ୍ୱର (ରାଜ୍ୟକାହାଣୀ )ବଦଳିବ ଓଡ଼ିଶାର ବିଭିନ୍ନ ସ୍ଥାନର ଇଂରାଜୀ ନାମ । ବ୍ରିଟିଶ୍ ଶାସନ କାଳରୁ ପ୍ରଚଳିତ ଭୁଲ୍ ନାମକରଣର ହେବ ସଂଶୋଧନ। ମୂଳ ଓଡ଼ିଆ ନାମର ହେବ ପୁନରୁଦ୍ଧାର। ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପଠାଇବା ନିମନ୍ତେ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ!-->…
ହଷ୍ଟେଲରେ ତଳ ଶ୍ରେଣୀର ଛାତ୍ରଙ୍କୁ ରାଗିଂ କଲେ ବଡ଼ ଶ୍ରେଣୀର ଛାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ମୟୂରଭଞ୍ଜ ଖୁଣ୍ଟା ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ।ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ!-->…
ଏଣିକି ହୋଡିଂ ଲଗାଇଲେ ବିଏମସି ଠାରୁ ନେବାକୁ ହେବ ଅନୁମତି
ଭୁବନେଶ୍ୱର (ରାଜ୍ୟକାହାଣୀ )ହୋର୍ଡିଂ ଟ୍ରାଜେଡି ପରେ ବିଏମ୍ସିର ପଶିଲା ଚେତା ।ଏଣିକି ମନଇଛା ଲଗାଇ ପାରିବେନି ହୋର୍ଡିଂ । ଏଥିପାଇଁ ବିଏମସି ଅଞ୍ଚଳରେ ନେବାକୁ ପଡିବ ଅନୁମତି । ପ୍ରତି ହୋର୍ଡିଂର ହେବ ତୃତୀୟ ପକ୍ଷ ଇନ୍ସ୍ୟୁରାନ୍ସ ।ସ୍ଥାୟୀ ପ୍ରମାଣପତ୍ର ଦେବା ପାଇଁ ବାଧ୍ୟତାମୂଳକା!-->…
ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ
ଭୁବନେଶ୍ୱର (ରାଜ୍ୟକାହାଣୀ )ଦିଲ୍ଲୀ ଗଲେ ପିସିସି ସଭାପତି ଭକ୍ତ ଦାସ । ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି,ପ୍ରାର୍ଥୀ ଫାଇନାଲ୍ ହେବ କହିଲେ ପିସିସି ସଭାପତି ଭକ୍ତ ଦାସ । ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ । ୫ଟି ନାଁକୁ ନେଇ ଆଲୋଚନା!-->…