Browsing Category

ଆଜିର ଖବର

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦିଲ୍ଲୀ ଗଲେ ପିସିସି ସଭାପତି ଭକ୍ତ ଦାସ । ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି,ପ୍ରାର୍ଥୀ ଫାଇନାଲ୍ ହେବ କହିଲେ ପିସିସି ସଭାପତି ଭକ୍ତ ଦାସ । ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିବ କଂଗ୍ରେସ । ୫ଟି ନାଁକୁ ନେଇ ଆଲୋଚନା

ପାରାଦ୍ୱୀପରେ ହେବ ଗ୍ରୀନ ହାଇଡ୍ରୋଜେନ ଜେଟି

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ଆଖି ଆଗରେ ରଖି ଓଡିଶାକୁ ମୋଦି ସରକାରଙ୍କ ବଡ଼ ଭେଟି । ବିକଶିତ ଓଡିଶା ବିକଶିତ ଭାରତ ସ୍ୱପ୍ନକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରାଳୟ ପକ୍ଷରୁ ବନ୍ଦର ସହର ପାରାଦ୍ୱୀପ ଠାରେ ଏକ 'ଗ୍ରୀନ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍‌ଆଇ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରାଜନଗର କେରେଡ଼ାଗଡ଼ ଆର୍‌ଆଇ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତହସିଲ ଅନ୍ତର୍ଗତ କେରେଡ଼ାଗଡ଼ ସର୍କଲର ରାଜସ୍ୱ ନିରୀକ୍ଷକ (RI) ଶ୍ରୀ ପ୍ରଦ୍ୟୁମ୍ନ କେଶରୀ ବେହୁରା । ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା

ଭୁବନେଶ୍ୱର (ରାଜ୍ୟକାହାଣୀ )ନିଜ ବାଡିରୁ ଶାଗ ତୋଳିବାକୁ ଯାଇଥିବା ବେଳେ ଦୁଷ୍କର୍ମ କରି ଜୀବନରୁ ମାରିଦେଲେ । ମାତ୍ର ଏଗାର ବର୍ଷର ନାବାଳିକାଙ୍କ ସହ ଏଭଳି ଅମାନବୀୟ ଘଟଣା ଘଟାଛନ୍ତି ଦୁଷ୍କର୍ମକାରୀ । । ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଏନଟିପିସି ଥାନା

କୋଲକାତାରେ ଭୂମିକମ୍ପର ଝଟକା !ଭୂକମ୍ପରେ ଥରିଲା କଟକ ଓ ବାଲେଶ୍ୱର

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୂମିକମ୍ପରେ ଥରିଲା କୋଲକାତା…ଆଜି ହଠାତ୍ କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂମିକମ୍ପର ଝଟକା ଲାଗିଛି। ଅପରାହ୍ନ ପ୍ରାୟ ୧ଟା୨୦ ସମୟରେ ଭୂମିକମ୍ପ ହୋଇଥିଲା। କୋଲକାତା ସମେତ ରାଜ୍ୟର ବିଭିନ୍ନ ଜିଲାରେ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର

ମଣ୍ଡିରେ ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇନି: ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକର ଚାଷୀ ମୃତ୍ୟୁକୁ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳବନ୍ତ ସାମନ୍ତରାୟ ପ୍ରତିକ୍ରିୟା ରଖି କହିଛନ୍ତି । ମଣ୍ଡିରେ ଦିନ ଦିନ ଧରି ଅପେକ୍ଷା କରି ଚାଷୀଙ୍କ ମୃତ୍ୟୁ ହୋଇନି କହିଲେ । ଅନ୍ୟ ରୋଗ ଯୋଗୁଁ ଚାଷୀ ତ୍ରିଲୋଚନ ନାୟକଙ୍କ

ଅବକାରୀ ଦୁର୍ନୀତି ମାମଲାରେ କେଜରିୱାଲ ଓ ସିସୋଦିଆ ମୁକ୍ତ

ଦିଲ୍ଲୀର ଏକ ଅଦାଲତ ଶୁକ୍ରବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବଂ ତେଲେଙ୍ଗାନା ଜାଗୃତି ଅଧ୍ୟକ୍ଷ କେ କବିତାଙ୍କ ସମେତ ଦିଲ୍ଲୀ ଅବକାରୀ ନୀତି ମାମଲାରେ ସମସ୍ତ ୨୩ ଅଭିଯୁକ୍ତଙ୍କୁ ମୁକ୍ତ କରିଛି।ସ୍ବତନ୍ତ୍ର ବିଚାରପତି ଜିତେନ୍ଦ୍ର

ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ମାଟ୍ରିକ ଖାତା ଦେଖା । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ଫେବ୍ରୁଆରୀ ୧୯ ତାରିଖରୁ ଆରମ୍ଭ ହୋଇଛି

ଡ୍ରାଇଭିଂ ଲାଇସେନ୍ସରେ ଦିଆଯିବ ନମ୍ବର : ନିୟମ ନମାନିଲେ କଟିଯିବ ପଏଣ୍ଟ୍

ଦେଶରେ ରାସ୍ତା ଦୁର୍ଘଟଣା ହ୍ରାସ କରିବା ଏବଂ ଦାୟିତ୍ୱସମ୍ପନ୍ନ ଗାଡି ଚାଳନାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ନମ୍ବର ଆଧାରିତ ଡିଏଲ୍ (ଡ୍ରାଇଭିଂ ଲାଇସେନ୍ସ) ବ୍ୟବସ୍ଥା ଆରମ୍ଭ କରିବାକୁ ଯୋଜନା କରିଛନ୍ତି । ଏଥିରେ ଟ୍ରାଫିକ ଆଇନ ଉଲ୍ଲଂଘନ କଲେ ଡିଏଲ୍ ରଦ୍ଦ କିମ୍ବା

ମହାନଦୀ ସମସ୍ୟାର ସମାଧାନ ହେବ: ଏଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଟିମର ୫ ଦିନିଆ ଓଡ଼ିଶା ଗସ୍ତ । ହୀରାକୁଦ ଡ୍ୟାମ ଅଶୋକ ନିବାସରେ ଚାଲିଥିବା ଟ୍ରିବ୍ୟୁନାଲର ବୈଠକ ଶେଷ ହୋଇଛି ।ମହାନଦୀ ସମସ୍ୟାର ସମାଧାନ ହେବ କହିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ସମ୍ବଲପୁରରେ ମହାନଦୀ ଟ୍ରିବ୍ୟୁନାଲର ବୈଠକ ପରେ