Browsing Category

ଆଜିର ଖବର

ମହାନଦୀ ସମସ୍ୟାର ସମାଧାନ ହେବ: ଏଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଟିମର ୫ ଦିନିଆ ଓଡ଼ିଶା ଗସ୍ତ । ହୀରାକୁଦ ଡ୍ୟାମ ଅଶୋକ ନିବାସରେ ଚାଲିଥିବା ଟ୍ରିବ୍ୟୁନାଲର ବୈଠକ ଶେଷ ହୋଇଛି ।ମହାନଦୀ ସମସ୍ୟାର ସମାଧାନ ହେବ କହିଲେ ଏଜି ପୀତାମ୍ବର ଆଚାର୍ଯ୍ୟ । ସମ୍ବଲପୁରରେ ମହାନଦୀ ଟ୍ରିବ୍ୟୁନାଲର ବୈଠକ ପରେ

‘ରାହତବୀର’ଙ୍କ ସହାୟତା ରାଶି ୫ ହଜାରରୁ ୨୫ ହଜାର ଟଙ୍କା ବୃଦ୍ଧି

ଦୁର୍ଘଟଣାରେ ଆହତଙ୍କୁ ହସ୍ପିଟାଲ ନେବାରେ ସହଯୋଗ କରୁଥିବା ‘ରାହତବୀର’ ଙ୍କ ସହାୟତା ରାଶି ବୃଦ୍ଧି । ରାଜ୍ୟ ସରକାର ସେମାନଙ୍କ ସହାୟତା ରାଶି ୫ ହଜାରରୁ ୨୫ ହଜାର ଟଙ୍କା କରିଛନ୍ତି । ରାହତବୀରଙ୍କୁ ଯଥାଶୀଘ୍ର ସହୟତା ରାଶି ପ୍ରଦାନ ଲାଗି ପ୍ରତି ଜିଲ୍ଲାରେ ‘ପ୍ରତିକାର ଅଧିକାରୀ’ ନିଯୁକ୍ତ

ଖ୍ବାଜା ଆସିଫ୍‌ଙ୍କ ଯୁଦ୍ଧ ଘୋଷଣା , ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ଭୀଷଣ ସଂଘର୍ଷ

ଆଫଗାନସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ପୁନର୍ବାର ସଂଘର୍ଷ ପରେ ଆଫଗାନ ତାଲିବାନ ସରକାରଙ୍କ ବିରୁଦ୍ଧରେ “ଖୋଲା ଯୁଦ୍ଧ” ଘୋଷଣା କରିଛି ପାକିସ୍ତାନ।ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ସୀମା ବିବାଦରୁ ଆରମ୍ଭ ହୋଇଥିବା ସଂଘର୍ଷ ତୀବ୍ର ହୋଇ ଯୁଦ୍ଧ ରୂପ ନେଇଛି । ଆଫଗାନିସ୍ତାନ ପାକିସ୍ତାନର

ରଥଯାତ୍ରା ପରିଚାଳନା ପାଇଁ ଏବେ ନୂଆ ରୂପରେ ଆସିବ ‘ରଥ କୋଡ୍’

ରଥଯାତ୍ରା ପରିଚାଳନା ପାଇଁ ଏବେ ନୂଆ ରୂପରେ ଆସିବ ‘ରଥ କୋଡ୍’ | ୪୨ ବର୍ଷ ପରେ ସଂଶୋଧିତ ହେବାକୁ ଯାଉଛି ‘ରଥ କୋଡ୍-୧୯୮୩’ । ଭିଡ଼ ନିୟନ୍ତ୍ରଣଠାରୁ ଆରମ୍ଭ କରି AI ବ୍ୟବହାର ଓ ସେବାୟତଙ୍କ ଶୃଙ୍ଖଳା ପର୍ଯ୍ୟନ୍ତ, ସବୁଥିରେ ହେବ ବ୍ୟାପକ ସଂସ୍କାର । ଏନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ

ଆସନ୍ତା ୩ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ବଢିପାରେ ପାରଦ

ଫେବ୍ରୁଆରୀ ୨୭ରୁ ମାର୍ଚ୍ଚ ୫ ଭିତରେ ତାପମାତ୍ରା ୩୪ ଡିଗ୍ରୀ ଭିତରେ ରହିପାରେ। ସ୍ୱାଭାବିକ ଠାରୁ ୨-୩ ଡିଗ୍ରୀ ଅଧିକ ରହିବା ସମ୍ଭାବନା ଅଛି । ମାର୍ଚ୍ଚ ୬ରୁ ୧୨ ପର୍ଯ୍ୟନ୍ତ ତାତି ବେଶି ବଢ଼ିବ। ଏପରିକି ୩୬ ଡିଗ୍ରୀ ଡେଇଁଯିବ ପ୍ରାୟତଃ ଅଞ୍ଚଳରେ । କେତେକ ସ୍ଥାନରେ ୩୮ ଡିଗ୍ରୀ ପହଞ୍ଚିପାରେ।

ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ

ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅମିତ୍ ଶାହ ମାର୍ଚ୍ଚ

ବୁକିଂର ୪୮ ଘଣ୍ଟା ମଧ୍ୟରେ ଟିକେଟ୍ ବାତିଲ କଲେ ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ

ବିମାନ ଯାତ୍ରୀଙ୍କୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛି । ଯଦି ୪୮ ଘଣ୍ଟା ମଧ୍ୟରେ ବୁକ୍ ହୋଇଥିବା ବିମାନ ଟିକେଟ୍ ବାତିଲ କରାଯାଏ, ତେବେ କୌଣସି ଅତିରିକ୍ତ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ନୂତନ ସଂଶୋଧିତ DGCA ନିୟମ ଅନୁଯାୟୀ, ଯଦି

ଦେବବ୍ରତ ମହାନ୍ତିଙ୍କୁ ରିମାଣ୍ଡରେ ଆଣିବ ଭିଜିଲାନ୍ସ, ଇଡି ମାଗିଲା ତଥ୍ୟ

ଲାଞ୍ଚ ନେଇ ଧରାପଡ଼ିଥିବା କଟକ ସର୍କଲର ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବ ଭିଜିଲାନ୍ସ । ଭିଜିଲାନ୍ସକୁ ସମସ୍ତ ତଥ୍ୟ ମାଗିଲା ଇଡି । ଗତକାଲି ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରେ ଚଢ଼ାଉ ବେଳେ

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି !ଏପ୍ରିଲ୍ ୧ରୁ ପେଟ୍ରୋଲରେ ମିଶିବ ଇଥାନଲ୍

ତୈଳ ଓ ଗ୍ୟାସ୍‌କୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ସରକାର ତେଲ ଏବଂ ଗ୍ୟାସ କମ୍ପାନୀଗୁଡ଼ିକୁ ୧ ଏପ୍ରିଲରୁ ଦେଶର ବିଭିନ୍ନ ପେଟ୍ରୋଲ ପମ୍ପରେ ୨୦ ପ୍ରତିଶତ ଇଥାନଲ୍ ମିଶ୍ରିତ ପେଟ୍ରୋଲ ବିକ୍ରୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ତେଲ ଆମଦାନୀ ଏବଂ ପ୍ରଦୂଷଣ ହ୍ରାସ

ବିଜେଡି ନେଲା ରାଜ୍ୟସଭା ଫର୍ମ । ସରପ୍ରାଇଜ ଦେବେ ନବୀନ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନାମାଙ୍କନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତତ୍ପର ହୋଇପଡିଛନ୍ତି ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ । ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିବ କହିଛି ବିଜେପି । ଅନ୍ୟପଟେ ରାଜ୍ୟସଭା ନିର୍ବାଚନ ପାଇଁ ଫର୍ମ ନେଲା ବିଜେଡି । ରାଜ୍ୟସଭା ସାଂସଦ ସସ୍ମିତ