Browsing Category
ଆଜିର ଖବର
ଏକକ ପିଜି ପ୍ରବେଶିକା ପରୀକ୍ଷା ବା ସିପିଇଟି ପାଇଁ କାଲିଠୁ ଫର୍ମ ପୂରଣ ଆରମ୍ଭ
ଏକକ ପିଜି ପ୍ରବେଶିକା ପରୀକ୍ଷା ବା ସିପିଇଟି ପାଇଁ କାଲିଠୁ ଫର୍ମ ପୂରଣ ଆରମ୍ଭ । ଆସନ୍ତାକାଲିଠୁ ମାର୍ଚ୍ଚ ୧୫ ଯାଏଁ ସାମସ ପୋର୍ଟାଲରେ ଫର୍ମ ପୂରଣ କରିପାରିବେ ଇଚ୍ଛୁକ ଛାତ୍ରଛାତ୍ରୀ । ସିପିଇଟି ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଇଁ ଚୟନ ହେବେ ଛାତ୍ରଛାତ୍ରୀ । ପିଜିରେ ନାମ ଲେଖାଇବାକୁ!-->…
ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀ ଭୁବନେଶ୍ୱରରେ ନିର୍ମାଣ ହେବ ଜନ ଆଶ୍ରୟ ଭବନ । ମାଷ୍ଟର କ୍ୟାଣ୍ଟିନ ଛକରେ ୫ ଏକର ଜମିରେ ନିର୍ମାଣ ହେବ । ଏନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଭିନ୍ନ ଜିଲ୍ଲାରୁ ରାଜଧାନୀ ଆସୁଥିବା ଲୋକେ ଏଠାରେ ରହିପାରିବେ । ସ୍ୱଳ୍ପ ମଲ୍ୟରେ ଜନ ଆଶ୍ରୟ!-->…
ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ଓଡ଼ିଶା ଭବନର ଶିଳାନ୍ୟାସ । ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଚାଣକ୍ୟପୁରୀ କୌଟିଲ୍ୟ ମାର୍ଗରେ ୭ ମହଲା ବିଶିଷ୍ଟ ହେବ ନୂଆ ଓଡ଼ିଶା ଭବନ । ୪୫ଟି କୋଠରୀ ସହ ଆଧୁନିକ ସମ୍ମିଳନୀ କକ୍ଷ ରହିବ । ଓଡ଼ିଶାର ସାଂସ୍କୃତିକ ଓ!-->…
ଦିଲ୍ଲୀ ଏନ୍ସିଆରର ଗୁରୁଗ୍ରାମରେ ଡ୍ରୋନ୍ ଓ ଏଆଇ ରୋବୋ ସାହାଯ୍ୟରେ ଡେଲିଭରୀ ସେବା ଆରମ୍ଭ
ଦିଲ୍ଲୀ ଏନ୍ସିଆରର ଗୁରୁଗ୍ରାମରେ ଡ୍ରୋନ୍ ଓ ଏଆଇ ରୋବୋ ସାହାଯ୍ୟରେ ଡେଲିଭରୀ ସେବା ଆରମ୍ଭ ହୋଇଛି । ସ୍କାଇ ଏୟାର ମୋବିଲିଟି ଏହାର ଶୁଭାରମ୍ଭ କରିଛି। ଲଞ୍ଚ୍ ସମୟରେ କମ୍ପାନି ନିଜ ସିଷ୍ଟମର ଡେମୋ ଦେଖାଇଛି । ଏଥିରେ ଡ୍ରୋନ୍ ପ୍ରଥମେ ପାର୍ସଲ ବକ୍ସ ନେଇ ଆସୁଛି, ଯାହାକୁ ମେଲ୍ ବକ୍ସରେ!-->…
ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୨୮ ତାରିଖରେ କଂଗ୍ରେସ ନେବ ରାଜ୍ୟସଭା ନିଷ୍ପତ୍ତି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ଏଥିପାଇଁ ଦିଲ୍ଲୀ ଯାଇ ହାଇକମାଣ୍ଡଙ୍କ ସହ ଆଲୋଚନା କରିବେ କହିଛନ୍ତି । ନବୀନଙ୍କୁ ସମୟ ମାଗିଥିଲେ ବି ଏଯାଏଁ ନବୀନ ସମୟ ଦେଇନାହାନ୍ତି!-->…
ମାର୍ଚ୍ଚ ମାସରେ ୧୮ ଦିନ ବନ୍ଦ ରହିବ ବ୍ୟାଙ୍କ
୨୦୨୬ ମାର୍ଚ୍ଚ ମାସରେ ବିଭିନ୍ନ ପର୍ବପର୍ବାଣୀ ଏବଂ ସାପ୍ତାହିକ ଛୁଟି ଯୋଗୁଁ ମୋଟ୍ ୧୮ ଦିନ ବ୍ୟାଙ୍କ ବନ୍ଦ ରହିବ। ଆସନ୍ତୁ ନଜର ପକାଇବା ମାର୍ଚ୍ଚ ମାସର ବ୍ୟାଙ୍କ ଛୁଟି ତାଲିକା ଉପରେ | ତେବେ ବ୍ୟାଙ୍କ ଶାଖା ବନ୍ଦ ରହିଲେ ମଧ୍ୟ ନେଟ୍ ବ୍ୟାଙ୍କିଙ୍ଗ୍, ମୋବାଇଲ୍ ବ୍ୟାଙ୍କିଙ୍ଗ୍ ଏବଂ ଏଟିଏମ୍!-->…
ସୁପ୍ରିମ୍କୋର୍ଟଙ୍କ ତୀବ୍ର ସମାଲୋଚନା ପରେ NCERT ବହିରୁ ହଟିବ ବିବାଦୀୟ ଅଧ୍ୟାୟ
ସୁପ୍ରିମକୋର୍ଟଙ୍କ କଡା ଆଭିମୁଖ୍ୟ ପରେ ଏନସିଇଆରଟିର ୟୁ ଟର୍ଣ୍ଣ । ସୁପ୍ରିମ୍କୋର୍ଟଙ୍କ ତୀବ୍ର ସମାଲୋଚନା ପରେ କ୍ଷମା ମାଗିଛି ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ(ଏନସିଆରଟି) । ବିବାଦୀୟ ବିଷୟ ‘ନ୍ୟାୟପାଳିକା ଦୁର୍ନୀତି’ ବିଷୟକୁ ନେଇ କ୍ଷମା ପ୍ରାର୍ଥନା କରିଛି ଏନସିଆରଟି ।!-->…
ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ ବେଶ
ଆଜି ଫଗୁ ଦଶମୀ। ଫାଲଗୁନ ଶୁକ୍ଳପକ୍ଷ ଦଶମୀ ତିଥି ଠାରୁ ଫଗୁ ବା ଅବିର ଦେବତାଙ୍କ ସେବାରେ ଲାଗେ। ଏହା ହେଉଛି ହୋଲି ପର୍ବର ପୂର୍ବ ପର୍ବ। ଆଜି ମହାପ୍ରଭୁ ଫଗୁ ଖେଳିବା ସହ ଚାଚେରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ଆଜି ମଧ୍ୟାହ୍ନ ଧୂପ ଶେଷ ହେବା ପରେ!-->…
ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଲା । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ ।ମାର୍ଚ୍ଚ ୫ ତାରିଖରେ!-->…
ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ
ଆରପାରିରେ ଲୋକନୃତ୍ୟ ଗୁରୁ ପଦ୍ମଶ୍ରୀ ଉଛବ ଚରଣ ଦାସ। କଟକ ଚୌଦ୍ବାରସ୍ତିତ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା । ଓଡ଼ିଶାର ପାରମ୍ପରିକ 'ଘୋଡ଼ା ନାଚ'କୁ ବିଶ୍ୱସ୍ତରରେ ପରିଚିତ କରାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏଥାପାଇଁ ତାଙ୍କୁ!-->…