Browsing Category

ଆଜିର ଖବର

ପିଏମ ମୋଦୀଙ୍କୁ ଇସ୍ରାଏଲରେ ଗ୍ରାଣ୍ଡ ଓ୍ଵେଲକମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଯାଇ ତେଲ ଅଭିଭରେ ପହଞ୍ଚିଛନ୍ତି। ଇସ୍ରାଏଲୀ ପ୍ରତିନିଧି ବେଞ୍ଜାମିନ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦୀ ଇସ୍ରାଏଲ ଯାଇଛନ୍ତି।ଇସ୍ରାଏଲ ପ୍ରଧାନମନ୍ତ୍ରୀ ତାଙ୍କ ପତ୍ନୀ ସାରା ନେତାନ୍ୟାହୁଙ୍କ ସହିତ ବେନ୍ ଗୁରିଅନ୍

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ବଢ଼ିବ ଧାନକିଣା ଅବଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ଧାନକିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ଯେ ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ପର୍ଯ୍ୟନ୍ତ ଏହି ଅବଧି ବଢ଼ାଯିବ। ରାଜ୍ୟରେ ସମସ୍ତ ଜିଲାପାଳ ଏହି ଅବଧି ସମୟ ବଢ଼ାଇ ପାରିବେ। ବିଳମ୍ବ କିମ୍ବା ସମସ୍ୟା ଯୋଗୁ ରାଜ୍ୟର ଚାଷୀଙ୍କୁ

NCERTର ୮ମ ଶ୍ରେଣୀ ପୁସ୍ତକକୁ ନେଇ ସୁପ୍ରିମକୋର୍ଟ ଚିନ୍ତିତ

ଗତକାଲି ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ (NCERT) ୮ମ ଶ୍ରେଣୀ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ “ନ୍ୟାୟପାଳିକାରେ ଦୁର୍ନୀତି” ଶୀର୍ଷକ ଏକ ଅଂଶ ଅନ୍ତର୍ଭୁକ୍ତ କରିଛି। ସୁପ୍ରିମକୋର୍ଟ ଏବେ ଏହି ମାମଲାର ସ୍ୱତଃ ତଦନ୍ତ କରିଛନ୍ତି।ସିଜେଆଇ ସୂର୍ଯ୍ୟକାନ୍ତ କହିଛନ୍ତି, “ମୁଁ ଏ

ଆଜି ବର୍ଷା ସହ ହୋଇପାରେ ବିଜୁଳି ଘଡଘଡି ଓ ଝଟକା ପବନ

ରାଜ୍ୟରେ କାଳବୈଶାଖୀ ପ୍ରଭାବ ।ଗତକାଲି କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଟକା ପବନ ବି ଅନୁଭୂତ ହୋଇଥିଲା । ଗୋଟିଏ କି ଦୁଇଟି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି। ଟୁଇନ ସିଟିରେ ପ୍ରବଳ ବର୍ଷା| ଆଜି ବର୍ଷା ସହ ହୋଇପାରେ ବିଜୁଳି ଘଡଘଡି ଓ ଝଟକା ପବନ

କେନ୍ଦ୍ରାପଡା ବ୍ରହ୍ମତାଳଧ୍ୱଜ ରଥ ନିର୍ମାଣ ପାଇଁ ୧ କୋଟି ଟଙ୍କା ଅନୁଦାନ ମଞ୍ଜୁର

ଚଳିତ ବର୍ଷ କେନ୍ଦ୍ରାପଡ଼ାର ନୂତନ ବ୍ରହ୍ମ ତାଳଧ୍ୱଜ ରଥ ନିର୍ମାଣ ପାଇଁ ରାଜ୍ୟ ସରକାର ଏକ କୋଟି ଟଙ୍କାର ବିଶେଷ ଅନୁଦାନ ମଞ୍ଜୁର କରିଛନ୍ତି।ବିଗତ କିଛି ବର୍ଷ ଧରି ରଥର ୧୪ଟି ଚକ ଠିକ ନ ଥିବାରୁ ଅସୁବିଧା ହେଉଥିଲା। ରଥଟଣା ବେଳେ ବିଭିନ୍ନ ପ୍ରକାର ବିଘ୍ନ ସୃଷ୍ଟି ହେଉଥିଲା।ବାହୁଡ଼ା ଯାତ୍ରା

ମାର୍ଚ୍ଚ ପ୍ରଥମ ସପ୍ତାହରେ ରତ୍ନଭଣ୍ଡାର ଗଣତିମଣତି

ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ପ୍ରଥମ ସପ୍ତାହରେ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ସେ କହିଛନ୍ତି ମ୍ୟାନେଜିଂ କମିଟି ଓ ମନ୍ଦିର ପ୍ରଶାସନକୁ ଦାୟିତ୍ବ ଦିଆଯାଇଛି । ସେମାନେ ଛତିଶା ନିଯୋଗ ସହିତ କଥା ହୋଇ ଠାକୁରଙ୍କ

ଅଶ୍ଳୀଳ କଣ୍ଟେଣ୍ଟ ଷ୍ଟ୍ରିମିଂ ଅଭିଯୋଗରେ ପାଞ୍ଚଟି OTT ପ୍ଲାଟଫର୍ମ ବ୍ୟାନ

‘ଅଶ୍ଳୀଳ’ ବିଷୟବସ୍ତୁ ପ୍ରସାରଣ ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ୫ଟି OTT ପ୍ଲାଟଫର୍ମ ବ୍ୟାନ । ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ‘ଅଶ୍ଳୀଳ’ ବିଷୟବସ୍ତୁ ପ୍ରସାରଣ କରୁଥିବା ୫ଟି OTT ପ୍ଲାଟଫର୍ମକୁ ବନ୍ଦ କରିଛନ୍ତି। ସାର୍ବଜନୀନ ଶାଳୀନତା, ଜାତୀୟ ସ୍ୱାର୍ଥ ଏବଂ ସାମ୍ବାଦିକ ନୀତିକୁ

ଆଜି ପଡିଥାନ୍ତା ହାତଗଣ୍ଠି, ବେଦୀକୁ ଯିବା ପୂର୍ବରୁ ବରକୁ ଟେକିନେଲା ପୋଲିସ

ଭୁବନେଶ୍ୱର (ରାଜ୍ୟକାହାଣୀ )ହାତଗଣ୍ଠି ପୂର୍ବରୁ ହାତକଡି । ଆଜି ପଡିଥାନ୍ତା ହାତଗଣ୍ଠି, ବେଦୀକୁ ଯିବା ପୂର୍ବରୁ ଟେକିନେଲା ପୋଲିସ ।ଗିରଫ ଅଭିଯୁକ୍ତ ସିଦ୍ଧାର୍ଥ ଶଙ୍କର ରଥ । ଭୁବନେଶ୍ୱର ଖଣ୍ଡଗିରି ଥାନାରୁ ଆସିଛି ସାଂଘାତିକ ଅଭିଯୋଗ । ପ୍ରେମିକାକୁ ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଛନ୍ତି

୨ ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ମଲା ପରେ ବି ବାପାଙ୍କୁ ମିଳିଲାନି ଚାରିକାନ୍ଧ

ଭୁବନେଶ୍ୱର (ରାଜ୍ୟକାହାଣୀ )୨ ଝିଅ ଅନ୍ୟ ଜାତିରେ ବିବାହ କରିବାରୁ ମଲା ପରେ ବି ବାପାଙ୍କୁ ମିଳିଲାନି ଚାରିକାନ୍ଧ। ସାହି ଭାଇ ତ ଦୂରର କଥା, ନିଜ ବଡ଼ ପୁଅ ବି କାନ୍ଧ ଦେଲାନି ବାପାଙ୍କୁ। ଅଭିଯୋଗ ଆସିଛି, ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ୍ କଂଗ୍ରା ଗାଁରୁ। ଶେଷରେ ମୃତକଙ୍କ ଭଉଣୀ

ଆସନ୍ତା ୬ ତାରିଖରୁ ଭୁବନେଶ୍ୱରରେ ଆରମ୍ଭ ହେବ ବେଆଇନ ହୋର୍ଡିଂ କଟା କାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ହୋର୍ଡିଂ ପଡ଼ି ଦୁଇଜଣଙ୍କ ମୃତ୍ୟୁ । ଗତକାଲି ହୋଇଥିବା କାଳବୈଶାଖୀରେ ଆଇଗିଣିଆ ଦୁର୍ଗାପୂଜା ମଣ୍ଡପ ପାଖରେ ଲାଗିଥିବା ହୋଡ଼ିଂ ଗଳି ପଡିଥିଲା । ଫଳରେ ଗଂଜାମ ଆସ୍କାର ଟୁନା ଗୌଡ଼ ନାମକ ଯୁବକଙ୍କ ମତ୍ୟୁ ହୋଇଛି । ଅନ୍ୟପଟେ ହୋର୍ଡିଂ ତଳେ ଚାପିହୋଇ ରହି