Browsing Category
ଆଜିର ଖବର
କିଶୋରୀ ଓ ମହିଳାଙ୍କ ପାଇଁ ବଡ଼ ଆଶ୍ୱସ୍ତି । ମାଗଣାରେ ମିଳିବ ‘ଜରାୟୁ କ୍ୟାନସର’ ସୁରକ୍ଷା କବଚ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗର୍ଭାଶୟ ଗ୍ରୀବା କର୍କଟ (ସର୍ଭାଇକାଲ କ୍ୟାନ୍ସର) ହେଉଛି ମହିଳାମାନଙ୍କଠାରେ ଦେଖାଦେଉଥିବା ୪ର୍ଥ ସର୍ବାଧିକ ସାଧାରଣ କ୍ୟାନ୍ସର। ବିଶ୍ୱରେ ଯେତେ ମହିଳା ଏହି ରୋଗରେ ପୀଡ଼ିତ, ତାହାର ଏକ-ତୃତୀୟାଂଶ କେବଳ ଭାରତରେ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ!-->…
ଭିଜିଲାନ୍ସ ଜାଲରେ କଟକ ଖଣି ଉପନିର୍ଦ୍ଦେଶକ ,ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି
ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ ।ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ!-->…
ଲିଫ୍ଟ ଦେବା ବାହାନାରେ ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା
ପାରାଦୀପ ତାରିଣୀଗଡ଼ାରେ ଛାତରୁ ପଡି ମୃତ୍ୟୁ ଘଟଣାରେ ମିଳିଲା ମୃତକଙ୍କ ପରିଚୟ । ମୃତକ ହେଉଛନ୍ତି ଜଗତସିଂହପୁର ଜିଲ୍ଲା କୋଲର ଅଞ୍ଚଳର ଜଣେ ଯୁବତୀ । ସେ ଗତ ଶନିବାର ଠାରୁ ନିଖୋଜ ଥିଲେ । ସାରଳା ରୋଡ ନିକଟରୁ ବିହାରର ଜଣେ ଯୁବକ ବାଇକରେ ଲିଫ୍ଟ ଦେବା ବାହାନାରେ ପାରାଦୀପ ନେଇ ଆସିଥିଲେ ।!-->…
ଟେଟ୍ରା ପ୍ୟାକରେ ମଦ ବିକ୍ରି କରି ବିଜେପି ସରକାର ‘ମଦମୁକ୍ତ ଓଡ଼ିଶା’ ନା ‘ମଦଯୁକ୍ତ…
ଭୁବନେଶ୍ୱର (ରାଜ୍ୟକାହାଣୀ )ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି କଲେ 'ମଦମୁକ୍ତ ଓଡ଼ିଶା' ନା 'ମଦଯୁକ୍ତ ଓଡ଼ିଶା' ହେବ । ଏଭଳି କହି ସରକାରଙ୍କ ଯୋଜନାକୁ କଡ଼ା ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ସରକାର ତୁରନ୍ତ ଏହି ନିଷ୍ପତ୍ତି ପ୍ରତ୍ୟାହାର ନକଲେ ବିଜେଡି ଆନ୍ଦୋଳନକୁ!-->…
ପୁଣି ଭୟଙ୍କର ବିମାନ ଦୁର୍ଘଟଣା । ଋଣ କରି ହସ୍ପିଟାଲ ଯାଉଥିବା ବେଳେ ଚାଲିଗଲା ଜୀବନ
ପୁଣି ଭୟଙ୍କର ବିମାନ ଦୁର୍ଘଟଣା । ବିମାନରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ । ତେବେ ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା ଯେ ୮ ଲକ୍ଷର ଲୋନ୍, ଭଡାରେ ଏୟାର ଆମ୍ବୁଲାନ୍ସ, ହେଲେ କେଇ ସେକେଣ୍ଡରେ ସବୁକିଛି ଛାରଖାର୍ । କିଏ ବାପାକୁ ହରାଇଲା ତ କାହା ମୁଣ୍ଡରୁ ଲିଭିଛି ସିନ୍ଦୂର । ନିମିଷକରେ!-->…
କୌଣସି ଟୋକେନ୍ ଲାପ୍ସ ହେବନି, ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ ସରକାର ନିର୍ବାଚନ ପ୍ରତିଶୃତି ଦେଇଥିଲେ, ସେହି ହିସାବରେ ସରକାର ଧାନ କିଣୁଛନ୍ତି ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର!-->…
କେରଳ ହେଲା “କେରଳମ୍”: କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ
ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ, କେରଳ କୁ କେରଳମ କରିବା ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, “ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ୨ଟି ଟିମ: ମୁଖ୍ୟ ପ୍ରଶାସକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏସଓପିକୁ ନେଇ ହୋଇଛି ବିସ୍ତୃତ ଆଲୋଚନା । ଏସଓପିକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ମହାପ୍ରଭୁଙ୍କ ନିକଟରେ ସମର୍ପଣ!-->…
ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ
ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ।୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ!-->…
ଦେଢ ବର୍ଷରେ ମଲେଣି ୧୧୪ ହାତୀ, ୯୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ
ଭୁବନେଶ୍ୱର (ରାଜ୍ୟକାହାଣୀ )ଥମୁନି ହାତୀ ମଣିଷ ଲଢେଇ।ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଲିଖିତ ତଥ୍ୟ ଅନୁଯାୟୀ, ଶିକାରୀଙ୍କ ଦ୍ଵାରା ୬ ଟି ହାତୀଙ୍କୁ ହତ୍ୟା କରାଯାଇଛି। ଲୋକଙ୍କ ପ୍ରତିଶୋଧ ପରାୟଣ ପାଇଁ ୩ଟି ହାତୀ ଓ ରେଳ!-->…