Browsing Category

ଆଜିର ଖବର

ପୁଣି ଭୟଙ୍କର ବିମାନ ଦୁର୍ଘଟଣା । ଋଣ କରି ହସ୍ପିଟାଲ ଯାଉଥିବା ବେଳେ ଚାଲିଗଲା ଜୀବନ

ପୁଣି ଭୟଙ୍କର ବିମାନ ଦୁର୍ଘଟଣା । ବିମାନରେ ଥିବା ସମସ୍ତ ଲୋକଙ୍କ ମୃତ୍ୟୁ । ତେବେ ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା ଯେ ୮ ଲକ୍ଷର ଲୋନ୍, ଭଡାରେ ଏୟାର ଆମ୍ବୁଲାନ୍ସ, ହେଲେ କେଇ ସେକେଣ୍ଡରେ ସବୁକିଛି ଛାରଖାର୍‌ । କିଏ ବାପାକୁ ହରାଇଲା ତ କାହା ମୁଣ୍ଡରୁ ଲିଭିଛି ସିନ୍ଦୂର । ନିମିଷକରେ

କୌଣସି ଟୋକେନ୍ ଲାପ୍ସ ହେବନି, ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣିବେ ସରକାର: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ସବୁ ଧାନ କିଣିବେ ସରକାର। କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବାକୁ ସରକାର ନିର୍ବାଚନ ପ୍ରତିଶୃତି ଦେଇଥିଲେ, ସେହି ହିସାବରେ ସରକାର ଧାନ କିଣୁଛନ୍ତି ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର

କେରଳ ହେଲା “କେରଳମ୍‌”: କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ

ମଙ୍ଗଳବାର ଅନୁଷ୍ଠିତ ହୋଇଥିବା ପ୍ରଥମ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ, କେରଳ କୁ କେରଳମ କରିବା ପାଇଁ ସରକାରଙ୍କ ପ୍ରସ୍ତାବକୁ ଅନୁମୋଦନ ମିଳିଛି ।କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, “ଭାଷା ଭିତ୍ତିରେ ରାଜ୍ୟ ସୃଷ୍ଟି

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ପାଇଁ ୨ଟି ଟିମ: ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏସଓପିକୁ ନେଇ ହୋଇଛି ବିସ୍ତୃତ ଆଲୋଚନା । ଏସଓପିକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ମହାପ୍ରଭୁଙ୍କ ନିକଟରେ ସମର୍ପଣ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବନି ପୁନର୍ଗଠନ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି ।୨୦୨୭ ପଞ୍ଚାୟତ ନିର୍ବାଚନ ପୂର୍ବରୁ ହେବ ନାହିଁ ପଞ୍ଚାୟତ କି ବ୍ଲକ ପୁନର୍ଗଠନ । ନୂତନ ସୀମା ନିର୍ଦ୍ଧାରଣ ନ

ଦେଢ ବର୍ଷରେ ମଲେଣି ୧୧୪ ହାତୀ, ୯୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ଥମୁନି ହାତୀ ମଣିଷ ଲଢେଇ।ବିଧାନସଭାରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆଙ୍କ ଲିଖିତ ତଥ୍ୟ ଅନୁଯାୟୀ, ଶିକାରୀଙ୍କ ଦ୍ଵାରା ୬ ଟି ହାତୀଙ୍କୁ ହତ୍ୟା କରାଯାଇଛି। ଲୋକଙ୍କ ପ୍ରତିଶୋଧ ପରାୟଣ ପାଇଁ ୩ଟି ହାତୀ ଓ ରେଳ

ବିଶାଳ ଚାଷୀ ସମାବେଶରେ ଗର୍ଜିଲେ ନବୀନ ; ସରକାରଙ୍କ ନିଦ ହଜାଇଦେବୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଜେଡି ଚାଷୀ ସମାବେଶରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଉଦବୋଧନ। ଏ ସରକାର ସ୍ଲୋଗାନ ଦେଉଛି ଜୟ କିଷାନ, କିନ୍ତୁ କାମରେ ଭାଗୋ କିଷାନ। ସରକାର କାହାଣୀ ରେ ଚାଲେନି,କାମ ଦରକାର। ଲୋକ ସେବା ଚାହାଁନ୍ତି ନେତା ଙ୍କ ପ୍ରବଚନ ନୁହେଁ। ଚାଷୀ ଙ୍କ ସମସ୍ୟା

ସୁନା ଦର ବଢ଼ିଥିବାବେଳେ କମିଛି ରୁପାର ଦର

ଆଜି ସୁନା ଦର ସାମାନ୍ୟ ବୃଦ୍ଧି ଘଟିଥିବାବେଳେ ରୂପା ଦର କମିଛି।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୧,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୮,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୧,୭୮୦

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ !ଆଜି ବି ବର୍ଷା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ବି ବର୍ଷା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ସହ ରାଜ୍ୟକୁ ପ୍ରବେଶ କରୁଛି ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ।ସୁଦୃଶ ଲଘୁଚାପ କ୍ଷେତ୍ରଟି ସମୁଦ୍ର ପତନରୁ ପ୍ରାୟ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ଅଛି

ଲିଭୁନି ଲିଙ୍ଗିପୁର ସୁପରମାର୍ଟ ନିଆଁ, ତରଳିଗଲାଣି ରଡ୍ : ଅଗ୍ନିଶମ ଡିଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ଜଳୁଛି ଭୁବନେଶ୍ଵର ଲିଙ୍ଗିପୁର ନିକଟ ସୁପରମାର୍ଟ। ହୁତୁହୁତୁ ହୋଇ ଜଳୁଛି ବିଲ୍ଡିଂ। ଆଡଭାନ୍ସ ଟେକ୍ନୋଲୋଜି ସହ ୪୦ରୁ ଉର୍ଦ୍ଧ୍ଵ ଦମକଳ ଗାଡି ନିଆଁ ଲିଭାଇବାରେ ଲାଗିଛନ୍ତି। ଆୟତ୍ତକୁ ଆସିନି ରାତିରୁ ଲାଗିଥିବା ନିଆଁ। ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି