Browsing Category
ଆଜିର ଖବର
ପାଠ ପାଇଁ ହତ୍ୟା ! ରାଇଫଲରୁ ଗୁଳି କରି ବାପାକୁ ମାରିଦେଲା ପୁଅ
ବାପାକୁ ମାରିଲା ପୁଅ । ଖଣ୍ଡଖଣ୍ଡ କରି ଡ୍ରମ୍ ଭିତରେ ପୁରାଇଲା । ପାଠପଢାକୁ ନେଇ ପୁଅର ଜଘନ୍ୟ କାଣ୍ଡ । ଉତ୍ତରପ୍ରଦେଶର ଆସିଆନା ଅଞ୍ଚଳରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଆତଙ୍କ ସୃଷ୍ଟି କରିଛି। ଜଣେ ନିଖୋଜ ପାଥୋଲୋଜି ଅପରେଟରଙ୍କ ମୃତଦେହ ତାଙ୍କ ଘର ଭିତରେ ଥିବା ଏକ!-->…
ନବବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା;ଧରାପଡିଲେ ପ୍ରେମିକ ଓ ପ୍ରେମିକା
ବଲାଂଗୀରର ବର ହାତରୁ ନବ ବଧୂକୁ ବନ୍ଧୁକ ମୁନରେ ଅପହରଣ ମାମଲା । ନବବଧୂକୁ ବନ୍ଧୁକ ମୁନରେ ଉଠାଇନେଇଥିବା ପ୍ରେମିକ ସଞ୍ଜୟ ସାହୁ ଗିରଫ । ପ୍ରେମିକା ରଶ୍ମି ସହ ସଞ୍ଜକୁ ସମ୍ବଲପୁର ବୁଢାରାଜା ସ୍ଥିତ ପ୍ରଫେସର କଲୋନୀରୁ ଗିରଫ କଲା ସମ୍ବଳପୁର ପୋଲିସ । ସମ୍ବଲପୁର ପୋଲିସ ଓ ସୁବର୍ଣ୍ଣପୁର ପୋଲିସ!-->…
ମାର୍ଚ୍ଚ ୧୯ ତାରିଖରୁ ମାଟ୍ରିକ୍ ପରୀକ୍ଷା ଖାତା ଦେଖା ଆରମ୍ଭ
ଭୁବନେଶ୍ୱର (ରାଜ୍ୟକାହାଣୀ )ମାଟ୍ରିକ୍ ପରୀକ୍ଷା ଖାତା ଦେଖା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହେବ। ଏହି ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ୍ ୨ ତାରିଖ ସୁଦ୍ଧା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି। ମାଟ୍ରିକ୍ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ (ଏସ୍ଓଏସ୍ସି)ଓ!-->…
ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ବିଜେଡିର ଚାଷୀ ଆନ୍ଦୋଳନ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ!-->…
*ସ୍ମାର୍ଟ ପରିବହନ ଓ ସ୍ଥାୟୀ ଭବିଷ୍ୟତ ଆମର ଲକ୍ଷ୍ୟ : ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର
ରାଜ୍ୟ କାହାଣୀ ( ଭୁବନେଶ୍ଵର)ସହରାଞ୍ଚଳ ପରିବହନ ପାଇଁ ୪୨୧ କୋଟି ଟଙ୍କାର ବ୍ୟୟବରାଦ ହେବାପରେ ଏବେ ଅଧିକରୁ ଅଧିକ ସଂଖ୍ୟକ ପରିବେଶ ଅନୁକୂଳ ଇ-ବସ୍ ଆଣିବାପାଇଁ ସରକାର ଅଣ୍ଟା ଭିଡିଛନ୍ତି । ରାଜ୍ୟରେ ଚାଲୁଥିବା ଇ-ବସ୍ ତାଲିକାରେ ଆଉ ୬୦୦ ଇ-ବସ୍ ଯୋଡାଯିବ ବୋଲି ସୂଚନା ମିଳିଛି ।
ରାଜ୍ୟରେ!-->!-->!-->…
ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତାକାଲି ବିଜେଡିର ବିଶାଳ ଚାଷୀ ସମାବେଶ । ବିଜେପି ସରକାର ବିରୁଦ୍ଧରେ ବିକ୍ଷୋଭ ପ୍ରଦର୍ଶନ କରିବ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିକ୍ଷୋଭକୁ ଓହ୍ଲାଇବେ । ଚାଷୀ ଆଇନ ଶୃଙ୍ଖଳା ଭଳି କିଛି ବୃହତ ସମସ୍ୟା ନେଇ ଆସନ୍ତାକାଲି!-->…
ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କଲା ସ୍ବାମୀ
ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍ କରି ସ୍ବାମୀ ସୋସିଆଲ ମିଡିଆରେ ଭାଇରାଲ କରୁଥିବା ଭରତପୁର ଥାନାରେ ଅଭିଯୋଗ!-->…
ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ
ଭୁବନେଶ୍ୱର (ରାଜ୍ୟକାହାଣୀ )ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ଗ୍ରୁପ ଏ ଠାରୁ ଆରମ୍ଭ କରି ଗ୍ରୁପ ଡି ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି ।ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପାଇଁ ସରକାର!-->…
ପରିସ୍ଥିତି ଗମ୍ଭୀର, ତୁରନ୍ତ ଇରାନ୍ ଛାଡିବାକୁ ଭାରତୀୟ ନାଗରିକଙ୍କୁ ସତର୍କ କଲା ଭାରତୀୟ ଦୂତାବାସ
ତେହେରାନ ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ ଇରାନ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭାରତୀୟ ଦୂତାବାସ ଆଡଭାଇଜରୀ ଜାରି କରିଛି । ଭାରତୀୟ ଦୂତାବାସ ନିଜ ନାଗରିକଙ୍କୁ କହିଛି କି, କୌଣସି ପରିସ୍ଥିତିରେ ହେଉ ଆଜି ଇରାନ ଛାଡିଦିଅନ୍ତୁ । ଆଗାମୀ ୪୮ ଘଣ୍ଟା ମଧ୍ୟରେ କିଛି ବି!-->…
ରାଜ୍ୟରେ ୮୩ଟି ଥାନାରେ କାମ କରୁନି ସିସିଟିଭି
ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ୮୩ଟି ଥାନାରେ କାମ କରୁନି ସିସିଟିଭି । ଏନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୭୦୬ ଥାନା ଅଛି , ୬୨୩ ଥାନାରେ ସିସିଟିଭି ଲାଗିଛି । ଭୁବନେଶ୍ୱରରେ ୨ଟି ଥାନାରେ କାମ କରୁନି ସିସିଟିଭି । କଟକର ୩ ଥାନାରେ ସିସିଟିଭି ଅଚଳ,!-->…