Browsing Category

ଆଜିର ଖବର

ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି-ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ । ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର, ଛେନା ପାଣି ,ବ୍ରେଡ, ମସଲା , ସୋରିଷ ତେଲ, ସୂର୍ଯ୍ୟମୁଖୀ ତେଲ ଅପମିଶ୍ରିତ ହୋଇ ରହିଛି ।ତେବେ ଚଳିତ ବର୍ଷ ୨୯ ଟି ପାଣି ନମୁନା ପରୀକ୍ଷା ହୋଇଥିବା

ଆକ୍ସନ ମୁଡରେ ଭିଜିଲାନ୍ସ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ।ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏମିତି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ ଆକ୍ସନ ମୋଡରେ ଭିଜିଲାନ୍ସ ବିଭାଗ । ବିଗତ ୫ବର୍ଷ ଠାରୁ ବର୍ତ୍ତମାନ ୩୧୦ଜଣ

ବିଧାନସଭା ଚଳାଇବା ପାଇଁ ସରକାରୀ ଦଳ ଇଚ୍ଛା ପ୍ରକାଶ କରୁନି-ତାରା

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭାରେ ଚାଷୀ ପ୍ରସଙ୍ଗରେ ବିରୋଧୀ ବିଜେଡିର ନାରାବାଜି । 'କହିଥିଲ ଠନ ଠନ.. ଦେଖାଇଦେଲ ଲଣ୍ଠନ..' ଏମିତି ସ୍ଲୋଗାନରେ କଂପିଲା ଗୃହ। ଆଜି ମଧ୍ୟ ବିଧାନସଭା ଆରମ୍ଭରୁ ଧୋଇଗଲା ପ୍ରଶ୍ନକାଳ । ପ୍ରଶ୍ନକାଳ ଆରମ୍ଭରୁ ଉଭୟ ବିଜେଡି, କଂଗ୍ରେସ ବିଧାୟକମାନେ

ନବ ବଧୂକୁ ଅଧବାଟରୁ ଅପହରଣ ଘଟଣାରେ ଟ୍ବିଷ୍ଟ, ପ୍ରେମିକା ରଚିଥିଲା ଷଡଯନ୍ତ୍ର

ରାଜ୍ୟ କାହାଣୀ ( ଭୁବନେଶ୍ଵର)ନବ ବଧୂ ଅପହରଣର ନୂଆ ମୋଡ଼ । ଫିଲ୍ମ ଷ୍ଟାଇଲରେ ନବ ବଧୂକୁ ଅଧବାଟରୁ ଉଠାଇ ନେଇଥିବା ପ୍ରେମିକ ଘଟଣାରେ ଟ୍ବିଷ୍ଟ । ପ୍ରେମିକ ନୁହେଁ ବରଂ ପ୍ରେମିକା ରଚିଥିଲା ଷଡଯନ୍ତ୍ର । ନିଜେ ପ୍ରେମିକକୁ ଡାକି ତାସହ ଫେରାର ମାରିଥିଲା ବୋଲି ପୋଲିସ ଜାଣିବାକୁ ପାଇଛି । ପୂର୍ବ

IRS ବାବୁଙ୍କ ଯୁବତୀଙ୍କୁ ବଳାତ୍କାର ଘଟଣାରେ NHRCରେ ପହଞ୍ଚିଲା ମାମଲା

ଭୁବନେଶ୍ୱର (ରାଜ୍ୟକାହାଣୀ )ଭୁବନେଶ୍ବର ଇନକମ୍ ଟ୍ୟାକ୍ସ ଅଫିସରେ କାର୍ଯ୍ୟରତ IRS ବିରୋଧରେ ଆସିଛି ଦୁଷ୍କର୍ମ ଅଭିଯୋଗ । ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଥିବା ନେଇ ସହୀଦ ନଗର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଆଧାର କରି ସହୀଦ ଥାନାରେ କେସ ନମ୍ବର ୧୦୪/୨୬ରେ ମାମଲା ରୁଜୁ କରି ତନାଘନା

ହସ୍ପିଟାଲରେ ରକ୍ତ ଭଣ୍ଡାର ଖାଲି । କଲବଲ ହେଉଛନ୍ତି ରୋଗୀ ଓ ପରିଜନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ବର୍ଷକୁ ୬ଲକ୍ଷ ୟୁନିଟ୍ ରକ୍ତ ଆବଶ୍ୟକ । ହେଲେ ସଂଗ୍ରହ ହେଉଛି ସାଢେ ୫ଲକ୍ଷ ୟୁନିଟ୍ । ଆହୁରି ଦରକାର ୫୦ହଜାର ୟୁନିଟ୍ । କିନ୍ତୁ ସଂଗ୍ରହ ହୋଇପାରୁନି। କଲବଲ ହେଉଛନ୍ତି ରୋଗୀ ଓ ପରିଜନ । ସୁପର ସ୍ପେସିଆଲ ଚିକିତ୍ସା, ହେପାଟୋଲୋଜି ଚିକିତ୍ସା, ନ୍ୟୁରୋ

ଷଷ୍ଠ ଦିନରେ ବି ଗୃହ ଅଚଳ, ସାଢେ ୧୧ଟା ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭା ବଜେଟ୍ ଅଧିବେଶନ । ଷଷ୍ଠ ଦିନରେ ବି ଗୃହ ଅଚଳ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଏବଂ ହଟ୍ଟଗୋଳ । ଯାହାଫଳରେ ବିଧାନସଭାକୁ ଦିନ ସାଢେ ୧୧ଟା ଯାଏ ମୁଲତବୀ ରଖିଲେ ବାଚସ୍ପତି । ତେବେ ଗୃହରେ ଆଜି ଅର୍ଥ, ସ୍ବରାଷ୍ଟ୍ର, ସାଧାରଣ

ବାହାଘର ଦିନ ଆଖି ବୁଜିଲେ ଦୁଇ ଭଉଣୀ, ବିଷ ପିଇ ହାରିଲେ ଜୀବନ

ବାହାଘର ପ୍ରସ୍ତୁତି ଚାଲିଥିଲା । ସମସ୍ତେ ବାହାଘରକୁ ନେଇ ଉତ୍ସାହିତ ଥିଲେ । ବର ଆସିଥାନ୍ତା ବାହାଘର ପରେ ଶାଶୂଘରକୁ ଯାଇଥାନ୍ତେ । ହେଲେ ନିମିଷକେ ସବୁ କିଛି ସରିଗଲା । ବିବାହ ଉତ୍ସବ ଶୋକରେ ବୁଡିଗଲା । ବିବାହ ଦିନ ଉଠିଲା ଦୁଇ ଭଉଣୀଙ୍କ କୋକେଇ । ରାଜସ୍ଥାନର ଯୋଧପୁର ଜିଲା ଅନ୍ତର୍ଗତ

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ ଟିମ୍ । ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀ, ଟ୍ରିବ୍ୟୁନାଲର ସଦସ୍ୟ ଏବଂ ତାଙ୍କ ପରିବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ

ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ । ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆକାଶ ମେଘୁଆ ରହିବ । ଘଡ଼ଘଡ଼ି ସହ ବର୍ଷା ନେଇ ଆଜି ୮ ଜିଲ୍ଲାକୁ ୟେଲୋ