Browsing Category

ଆଜିର ଖବର

ସହରାଞ୍ଚଳ ଗୃହନିର୍ମାଣ ମିଶନକୁ ସୁଦୃଢ଼ କରିବ‘ପିଏମଏୱାଇ-ଅର୍ବାନ ବନ୍ଧୁ’

ଭୁବନେଶ୍ୱର, (ରାଜ୍ୟ କାହାଣୀ)ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ବାସହୀନ ଓ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ସୁଲଭ ମୂଲ୍ୟରେ ପକ୍କାଘର ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ର ସଫଳ ରୂପାୟନକୁ

ପୋଷା କୁକୁର ପାଇଁ ଭାଙ୍ଗିଲା ସମ୍ପର୍କ: ବେଦୀ ଛାଡ଼ି ପଳାଇଲା କନ୍ୟା

କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯିବାର ନଜିର ରହିଛି।ଉତ୍ତରପ୍ରଦେଶରେ ଜଣେ ବର କୁକୁରକୁ ବାଡ଼େଇବାରୁ କନିଆଁ ନିଜ ବାହାଘର ଭାଙ୍ଗିଦେଇଛି । କନ୍ୟା ଓ ବରପକ୍ଷ ମଧ୍ୟରେ ବିଭିନ୍ନ କାରଣକୁ ନେଇ ବିବାଦ ହେବା ପରେ ବାହାଘର ଭାଙ୍ଗିଯାଇଥିବା

ନବ ଦାସ ହତ୍ୟା ମାମଲା: ଗୁଳିମାଡ ଦେଖି ନଥିବା କହିଲେ ପିଏସଓ

ଭୁବନେଶ୍ୱର (ରାଜ୍ୟକାହାଣୀ )ନବ ଦାସ ହତ୍ୟା ମାମଲାରେ ପିଏସଓ ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ । ଝାରସୁଗୁଡା ଏଡିଜେରେ ସାକ୍ଷ୍ୟ ପ୍ରଦାନ କଲେ ପିଏସଓ ମିତ୍ରଭାନୁ ଦେଓ । ସେ କହିଛନ୍ତି ମୁଁ ଗୁଳିମାଡ଼ ଦେଖିନି। ନବ ଦାସଙ୍କ ଗାଡ଼ିରେ ବସି ନଥିଲି, ମୁଁ ପଛ ଗାଡ଼ିରେ ବସିଥିଲି। ଯେତେବେଳେ

ଟ୍ରାକ୍ଟରରେ ବୁହାହୋଇ ପରୀକ୍ଷା କେନ୍ଦ୍ରକୁ ଗଲେ ଦଶମ ଶ୍ରେଣୀ ଛାତ୍ର

ଟ୍ରାକ୍ଟରରେ ବୁହାହେଲେ ଛାତ୍ରଛାତ୍ରୀ। ବାଜିରେ ଲାଗିଛି ମାଟ୍ରିକ ପରୀକ୍ଷାର୍ଥୀଙ୍କ ଜୀବନ। ପରୀକ୍ଷା କେନ୍ଦ୍ରକୁ ଟ୍ରାକରରେ ବସି ଯିବାର ଭିଡିଓ ଭାଇରାଲ୍। ଏଭଳି ଘଟଣା ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲା କ.ନୁଆଗାଁ ଅଞ୍ଚଳରୁ। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ପରୀକ୍ଷା

ରାଜ୍ୟ ବଜେଟ୍‌ କୁ ନେଇ ବିଜେଡିର ପ୍ରେସମିଟ୍। ସରକାରଙ୍କ ଉପରେ ବର୍ଷିଲେ ବିଜେଡି ନେତା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟ ବଜେଟ୍‌ କୁ ନେଇ ବିଜେଡିର ପ୍ରେସମିଟ୍। ସରକାରଙ୍କ ଉପରେ ବର୍ଷିଲେ ବିଜେଡି ନେତା। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଏନେଇ କହିଛନ୍ତି ଯେ, ଗୃହ ଚଳାଇବା ପାଇଁ ସରକାରଙ୍କ ମାନସିକତା ନାହିଁ। ଆଲୋଚନା ହେଲେ ସରକାରଙ୍କ ଦୋଷ ପଦାକୁ ଆସିଯିବ। ସରକାର

 ଓଡ଼ିଶାରେ ଏପ୍ରିଲ୍‌ ୧ରୁ ଆରମ୍ଭ ହେବ SIR

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଏପ୍ରିଲ ୧ ତାରିଖରୁ ଆରମ୍ଭ ହେବ ଏସଆଇଆର ପ୍ରକ୍ରିୟା । ଜାରି ରହିଛି ମ୍ୟାପିଂ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର. ସନ୍ଥଗୋପାଳନ ସୂଚନା ଦେଇଛନ୍ତି । ୧୯ ଫେବ୍ରୁଆରୀ ୨୦୨୬ରେ ଜାରି ହୋଇଥିବା ଏକ ସରକାରୀ ଚିଠି ଅନୁଯାୟୀ, SIRର ପରବର୍ତ୍ତୀ

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା

ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ହୁଣ୍ଡିକୁ ଆସୁଛି କେଜି କେଜି ସୁନା । ଭକ୍ତମାନେ ସ୍ବହସ୍ତରେ ଦାନ କରୁଛନ୍ତି ସୁନା ରୁପା । ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ଗତବର୍ଷ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ମିଳିଛି । ମନ୍ତ୍ରୀ କହିଛନ୍ତି ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ

ଆଉ କାଚ ବୋତଲରେ ମିଳିବନି ମଦ । କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାର

ଭୁବନେଶ୍ୱର (ରାଜ୍ୟକାହାଣୀ )କାଚ ବୋତଲ ବଦଳରେ ଫ୍ରୁଟି ଭଳି ମୋଟାକାଗଜ ଖୋଳରେ ମିଳିବ ମଦ । ସନା ମହାକୁଡଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖି କହିଛନ୍ତି,ଯେ କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍‌ ବ୍ୟବହାର କରାଯିବ। ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ

୧୨ ବର୍ଷର ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ,୪ ଶିକ୍ଷକଙ୍କ ସଂପୃକ୍ତି ଅଭିଯୋଗ

କେନ୍ଦ୍ରାପଡ଼ାରେ ଲଜ୍ଜା। ପୁଣି ଗୁରୁ ନାଁରେ କଳଙ୍କ ! ଜଣେ ୧୨ ବର୍ଷର ନାବାଳିକା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଘରୋଇ ସ୍କୁଲରେ ପଢ଼ୁଥିବା ଛାତ୍ରୀଙ୍କୁ ତାଙ୍କ ବିଦ୍ୟାଳୟର ୪ଜଣ ଶିକ୍ଷକ ବିଗତ କିଛି ଦିନ ଧରି ପାଳି କରି ଦୁଷ୍କର୍ମ କରିଥିବା ଓ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଉଠିଛି ।

ରାଜ୍ୟରେ ଅଛନ୍ତି ୩୪୮୬ ପଞ୍ଜୀକୃତ କିନ୍ନର, ବଲାଙ୍ଗୀରରେ ସର୍ବାଧିକ ୪୯୪

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, କିନ୍ନର ସଂପ୍ରଦାୟଙ୍କ ସାମାଜିକ ନିରାପତ୍ତା ପାଇଁ ମଧୁବାବୁ ପେନ୍‌ସନ୍ ଯୋଜନାରେ ମାସିକ ହଜାର ଟଙ୍କା ଭତ୍ତା ଦିଆଯାଉଛି।