Browsing Category

ଆଜିର ଖବର

ଆସୁଛି ଲଘୁଚାପ, ପ୍ରବଳ ବର୍ଷିବ! ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ରାଜ୍ୟକାହାଣୀ )ଶୀତର ପ୍ରକୋପ ଧୀରେ ଧୀରେ କମୁଥିବା ବେଳେ, ଲୋକଙ୍କୁ ଏବେ ପୁଣି ଡରାଇବାକୁ ଯାଉଛି ଲଘୁଚାପ ବର୍ଷା । ବିଷୁବୀୟ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି।ଲଘୁଚାପ ସୃଷ୍ଟି ହେବା ପରେ ଏହା

ପୁଣି ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅବଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ପୂର୍ବରୁ ଫେବୃଆରୀ ୫ ତାରିଖ ଯାଏଁ ବଢ଼ାଯାଇଥିଲା। ପରେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଥିଲା। ଏବେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫- ୨୬" ଅଧୀନରେ ସମସ୍ତ ପୁରସ୍କାର ପାଇଁ ଆବେଦନ

ଏପ୍ରିଲ ୧ରେ ଭୁବନେଶ୍ୱରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୬ ଏପ୍ରିଲ ୧ ରୁ ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା ସିଇଓ ଜୁବିନ କର୍କାରିଆ ସୂଚନା

ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ସୋମବାର ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ୧୭ତମ ଓଡ଼ିଶା ବିଧାନସଭାର ଷଷ୍ଠ ଅଧିବେଶନ ଚାଲୁ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ଅଭିଯୋଗ ଶୁଣାଣି (ଜନ ଅଭିଯୋଗ ଶୁଣାଣି) ଫେବୃଆରୀ ୨୩ ତାରିଖ ସୋମବାର ବନ୍ଦ ରହିବ। ସାଧାରଣ ପ୍ରଶାସନ

୧୧ ବର୍ଷ ପରେ ମହାପ୍ରଭୁଙ୍କ ହାଣ୍ଡି ଭଙ୍ଗା ଯାତ୍ରା

ମହାପ୍ରଭୁ ଲିଙ୍ଗରାଜଙ୍କ ହାଣ୍ଡି ଭଙ୍ଗା ଯାତ୍ରା । ୧୧ ବର୍ଷ ପରେ ଆଜି ହେବ ହାଣ୍ଡିଭଙ୍ଗା ଯାତ। ଆଜି ଏକାଠି ହେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ, ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର। ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା।ଦୀର୍ଘ ବର୍ଷ ଧରି ଖୁଣ୍ଟିଆ

ଅନ୍ତର୍ଜାତୀୟ ମାତୃଭାଷା ଦିବସ: ବିକାଶ ଓ ଏକତାର ସେତୁ ମାତୃଭାଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୧ ଫେବୃୟାରୀରେ ପାଳନ କରାଯାଉଛି। ୟୁନେସ୍କୋ ୧୭ ନଭେମ୍ବର ୧୯୯୯ ରେ ଏହି ଦିବସ ଘୋଷଣା କରିଥିଲା। ପରେ ୨୧ ଫେବୃୟାରୀ,୨୦୦୦ରେ ପ୍ରଥମେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଇଥିଲା। ବିଶ୍ଵରେ ଭାଷା ଓ ସାଂସ୍କୃତିକ ବିବିଧତାକୁ

୮ ଶହ କୋଟି ଟଙ୍କା ବ୍ୟୟରେ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ସଂଗ୍ରହାଳୟ ପ୍ରତିଷ୍ଠା ହେବ

ରାଜ୍ୟ କାହାଣୀ (ଭୁବନେଶ୍ଵର)ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ଏଥରେ ୮ ଶହ କୋଟି ଟଙ୍କା ବ୍ୟୟରେ ଭୁବନେଶ୍ବରରେ ଏକ ଅତ୍ୟାଧୁନିକ ସଂଗ୍ରହାଳୟ ପ୍ରତିଷ୍ଠା କରାଯିବ ଯାହା ଓଡିଶାେ ଐତିହାସିକ, ପ୍ରତ୍ନତାତ୍ତ୍ୱିକ ଏବଂ

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପାଇଁ ବଜେଟ୍‌ରେ ୨୩,୧୮୨ କୋଟି ଟଙ୍କା ବ୍ୟବବରାଦ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ

ସମୃଦ୍ଧ କୃଷକ ଯୋଜନା ପାଇଁ ୬,୦୮୮ କୋଟି ବ୍ୟୟବରାଦ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ କୃଷି ଓ କୃଷକଙ୍କ ସର୍ବାଙ୍ଗୀନ

ଆଉ ୬ ଲକ୍ଷ ହିତାଧିକାରୀ ପାଇବେ ମଧୁବାବୁ ପେନସନ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ।ବାର୍ଦ୍ଧକ୍ୟ ବିଧବା ଭତ୍ତା ପାଇଁ କାହାକୁ ଅପେକ୍ଷା କରିବାକୁ ପଡିବନି । ମଧୁବାବୁ ପେନସନ ଯୋଜନାରେ ସମସ୍ତ ଯୋଗ୍ୟଙ୍କୁ ସାମିଲ କରାଯିବ । ହିତାଧିକାରୀ