Browsing Category

ଆଜିର ଖବର

ରାଜ୍ୟରେ ୪ଟି ନୂତନ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା କରାଯିବା ନେଇ ଘୋଷଣା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ରାଜ୍ୟ ବଜେଟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ ରାଜ୍ୟ ବିଶ୍ବବିଦ୍ୟାଳୟ, ସରକାରୀ କଲେଜ ଏବଂ ବେସରକାରୀ ଅନୁଦାନପ୍ରାପ୍ତ କଲେଜଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୪ ଶହ ୭୦ କୋଟି ଟଙ୍କାର ପ୍ରସ୍ତାବ

Budget2026: ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା

ଭୁବନେଶ୍ୱର (ରାଜ୍ୟକାହାଣୀ )ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରାଯାଉଛି । ୩ ଲକ୍ଷ ୧୦ ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଛି । ବଜେଟ୍ ୨୦୨୬-୨୭ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା

ଶ୍ରୀଜଗନ୍ନାଥ ମନ୍ଦିରକୁ ଦାନ ପାଇଁ ‘ସମର୍ପଣ’ ନାଁରେ ଅନଲାଇନ ଡିଜିଟାଲ ହୁଣ୍ଡି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ ଆରମ୍ଭରେ ହିଁ ପ୍ରଭୁ ଜଗନ୍ନାଥ ଓ ପୁରୀ ସହ ଜଡିତ ବିକାଶ ପ୍ରକଳ୍ପ ବାବଦରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ

ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭।ଜାଣନ୍ତୁ କେଉଁ କ୍ଷେତ୍ରକୁ କଣ ମିଳିଲା?

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭। ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି। ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି।ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ

ବଜେଟ୍ ପୂର୍ବରୁ ଗୃହକୁ ଆସିଲେନି ବିଜେଡି-କଂଗ୍ରେସ ସଦସ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ପୂର୍ବରୁ ଗୁରୁବାର ରାଜ୍ୟ ସରକାର ବିଧାନସଭାରେ ଅର୍ଥନୀତିକ ସର୍ଭ ଉପସ୍ଥାପନ କରିଥିଲେ । ଅର୍ଥନୈତିକ ସର୍ଭରେ ବିକାଶର ଗୋଲାପୀ ଚିତ୍ର ରଖିଥିଲେ

ସ୍କୁଲ ଡ୍ରପ ଆଉଟ ୧୫%କୁ ବୃଦ୍ଧି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ବଡ ଖବର । ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି।ନବମ ଓ ଦଶମ ଶ୍ରେଣୀରେ ୧୨.୫% ଝିଅ, ୧୭.୩ % ପୁଅ ପାଠ ଛାଡିଛନ୍ତି । ଷଷ୍ଠରୁ ଅଷ୍ଟମ ଶ୍ରେଣୀ ମଧ୍ୟରେ ୩.୨% ଡ୍ରପ ଆଉଟ କରିଛନ୍ତି

ଭାରତ- ପାକିସ୍ତାନ ବିବାଦରେ ମଧ୍ୟସ୍ଥତା ନେଇ ପୁଣି ଟ୍ରମ୍ପଙ୍କ ଦାବି

ଆମେରିକା ରା‌ଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତ-ପାକିସ୍ତାନ ମଧ୍ୟରେ ଗତବର୍ଷ ହୋଇଥିବା ଯୁଦ୍ଧ ବନ୍ଦ କରିବାରେ ମଧ୍ୟସ୍ଥତା କରିଥିବା ନେଇ ଦାବି ଦୋହରାଇଛନ୍ତି। ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହା ଅନ୍ତର୍ଜାତୀୟ ଗଣମାଧ୍ୟମରେ

ଚାଷୀଙ୍କ ସମସ୍ୟା ସମାଧାନ ପାଇଁ ୩ ଦାବି ରଖିଲା ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି।ବାରମ୍ବାର ଗୃହ ମୁଲତବୀ ପରେ ମୁଲତବୀ କରୁଛନ୍ତି ବାଚସ୍ପତି ସୁରମା ପାଢୀ । ଚାଷୀ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଏଥିସହ ପ୍ଲାକାର୍ଡ ଧରି

ସାମାନ୍ୟ କମିଲା ସୁନା ଦର ସ୍ଥିର ରହିଛି ରୁପା ଦାମ୍

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି । ପୁଣି କମିଲା ସୁନା କିନ୍ତୁ ଆଜି ରୂପା ଦର ଅପରିବର୍ତ୍ତିତ ରହିଛି । ଆଜି ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୩୨୦ଟଙ୍କା ହ୍ରାସ ପାଇ ୧ଲକ୍ଷ ୫୬ହଜାର ୩୨୦ଟଙ୍କାରେ

ଚାଲୁନି ବିଧାନସଭା, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଲିପାରୁନି ଗୃହ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ଗୃହରେ ଚାଷୀ ସମସ୍ୟା ନେଇ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ ଜାରି ରଖିଛନ୍ତି । ଆଜି ମାତ୍ର ୬ମିନିଟ ଗୃହ ଚାଲିବା ପରେ ଆଜି ପ୍ରଶ୍ନକାଳ ମୁଲତବୀ କରିଥିଲେ ବାଚସ୍ପତି ସୁରମା ପାଢୀ ।