Browsing Category

ଆଜିର ଖବର

ନିଟ୍ ଆନ୍ଦୋଳନ : ‘ଯାଞ୍ଚ୍ କରାଯାଉ,କାର୍ଯ୍ୟାନୁଷ୍ଠାନ ନହେଉ ବୋଲି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଅଟକ ନାବାଳକଙ୍କୁ ତୁରନ୍ତ ମୁକ୍ତ କରିବାକୁ ଆଦେଶ ଦେଇଛନ୍ତି କୋର୍ଟ । କକରୋଚ୍ ଜନତା ପାର୍ଟି (CJP) ନେତୃତ୍ୱରେ ହୋଇଥିବା ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି । କୋର୍ଟ

ମଧ୍ୟାହ୍ନ ଭୋଜନରେ ଝିଟିପିଟି,୩୦ ଛାତ୍ର ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୩୦ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତିl ଦ୍ଵିତୀକୃଷ୍ଣ ପଟ୍ଟନାୟକ ଡେଲାଙ୍ଗ ଅରାଗଡ଼ ଅପର ପ୍ରାଇମେରୀ ସ୍କୁଲରୁ ଏଭଳି ଘଟଣା ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡ଼ିଥିବା ଯୋଗୁଁ ପିଲାମାନେ ଅସୁସ୍ଥ ହେଇଥିବା

ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ତଦନ୍ତ କମିସନ୍ ଫାଇଲ୍ ଗାଏବ ଘଟଣା । ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ରାଜ୍ୟ କାହାଣୀ )ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟା ତଦନ୍ତ କମିସନ୍ ଫାଇଲ୍ ଗାଏବ ଘଟଣା । ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ମାମଲାକୁ ପୁନଃ ରୁଜୁ କରାଯାଇ ‘ସିଆଇଡି ସିବି ପିଏସ୍‌

ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍

ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । ଭାରତୀୟ ଆର୍ଥିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଭାରତୀୟ କେନ୍ଦ୍ରୀୟ ବ୍ୟାଙ୍କ (RBI) ପକ୍ଷରୁ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ବା ପଲିମର ନୋଟ୍ ପ୍ରଚଳନ ପାଇଁ କ୍ଷେତ୍ରୀୟ ପରୀକ୍ଷା କରାଯିବ I ଏନେଇ

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇ କ୍ଷମା ମାଗିଲା ମେଟା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ଏକ ସେଲ୍ଫି ମୋଡରେ ଭିଡିଓ ରେକର୍ଡ କରି ଯୁବପିଢ଼ିଙ୍କୁ ସମ୍ବୋଧନ କରିଥିଲେ। ତେବେ ଆଜି କିଛି ସମୟ ପାଇଁ

ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ପାରିବାରିକ କଳହ ଯୋଗୁ ହତ୍ୟା କାଣ୍ଡ ହୋଇଥିବା ସନ୍ଦେହ। ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରୁ ବାପାଙ୍କ ରକ୍ତାକ୍ତ ମୃତଦେହ ଜବତ

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର (ରାଜ୍ୟ କାହାଣୀ )ସେପ୍ଟେମ୍ବର ୩୦ରେ ହେବ OSSTET ପରୀକ୍ଷା । ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ ତାରିଖ ଘୋଷଣା କରିଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ । ସେପ୍ଟେମ୍ବର ୩୦ ତାରିଖରେ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ହେବ । ଗୋଟିଏ ସିଟିଂରେ ହେବ

ରତ୍ନ ସିଂହାସନରେ ମହାପ୍ରଭୁ ।  ଆଜିଠୁ ମିଳିବ ନୀଳାଚଳ ଅବଢା

ଭୁବନେଶ୍ୱର (ରାଜ୍ୟ କାହାଣୀ )ଲକ୍ଷାଧିକ ଭକ୍ତଙ୍କୁ ଛାଡ଼ି ବିଧିବିଧାନକୁ ମହତ୍ତ୍ୱ ଦେଇ ମହାପ୍ରଭୁ ବାହୁଡ଼ିଗଲେ । ନୀଳାଚଳରେ ବିଜେ କଲେ ନୀଳାଦ୍ରିନାଥ । ଆର ବର୍ଷକୁ ଅପେକ୍ଷା କରି ବଡ଼ଦାଣ୍ଡରେ ରହିଗଲେ ତାଙ୍କର ଅସଂଖ୍ୟ ଭକ୍ତ । ୧୨ ଦିନ ଧରି ଶ୍ରୀକ୍ଷେତ୍ରରେ ଚାଲିଥିବା କାଳିଆ ସାଆନ୍ତଙ୍କ

ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ଗଭୀର ଅବପାତ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ରାଜ୍ୟ କାହାଣୀ )ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ବର୍ଷା ଯୋଗୁଁ ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବାବେଳେ ବିଭିନ୍ନ ସ୍ଥାନରେ

ବର୍ଷା ମୁକାବିଲା ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟରେ ବର୍ଷା ବିତ୍ପାତକୁ ନେଇ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ବୈଠକ। ଲୋକସେବା ଭବନରେ ସମୀକ୍ଷା କରିଛନ୍ତି ମନ୍ତ୍ରୀ। ଜିଲ୍ଲା ପ୍ରଶାସନ ସମସ୍ତ ପ୍ରସ୍ତୁତି କରିଥିବା ବେଳେ ସ୍ଥିତି ଉପରେ ନଜର ରଖିବା ସହ ଲୋକଙ୍କୁ