Browsing Category

ଆଜିର ଖବର

ଦୋଳ ପୂର୍ଣ୍ଣିମାରେ ବର୍ଷର ପ୍ରଥମ ଚନ୍ଦ୍ର ଗ୍ରହଣ , ଭାରତରେ ରକ୍ତଚନ୍ଦ୍ର ଦୃଶ୍ୟମାନ ହେବ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୦୨୬ର ପ୍ରଥମ ଚନ୍ଦ୍ର ଗ୍ରହଣ, ପୁଣି ବଡ଼ ଗ୍ରହଣ |ଏଥର ଦୋଳ ପୂର୍ଣ୍ଣିମା ଫାଲଗୁନ ପୂର୍ଣ୍ଣିମାରେ ପଡ଼ୁଛି ।୨୦୨୬ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୩ ତାରିଖରେ ଘଟିବ, ଏବଂ ଏହା କେବଳ ଏକ ଚମତ୍କାର ଜ୍ୟୋତିର୍ବିଜ୍ଞାନ ଘଟଣା ହେବ ନାହିଁ, ବରଂ ଭାରତ ସମେତ ସାରା

ପ୍ରେମିକା ଆଗରେ ଗଲା ପ୍ରେମିକ ଜୀବନ । ଓୟୋ ହୋଟେଲ ରୁମରେ ମିଳିଲା ପ୍ରେମିକର ମୃତଦେହ

ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ଓୟୋ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା ଏବେ ଫେରାର୍ ଥିବା ସୂଚନା

ଏପ୍ରିଲରୁ ସମଗ୍ର ଦେଶରେ ଏସ୍‌ଆଇଆର୍, ପ୍ରସ୍ତୁତି ସାରିବାକୁ ସମସ୍ତ ରାଜ୍ୟ CEOଙ୍କୁ ନିର୍ଦ୍ଦେଶ

ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ ଏପ୍ରିଲରୁ ସାରା ଦେଶରେ ପର୍ଯ୍ୟାୟକ୍ରମେ

OCS ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପ, ପଞ୍ଜୀକରଣ ଓ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ତୃତୀୟ ଲିଙ୍ଗ ବା କିନ୍ନର ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା (ଓସିଏସ୍ଇ) ଦେଇପାରିବେ । ଏ ସଂକ୍ରାନ୍ତରେ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯଦି ତୃତୀୟ ଲିଙ୍ଗ ମାନ୍ୟତା ପାଇବା ପରେ ପ୍ରାର୍ଥୀଙ୍କ ନାମରେ କୌଣସି ପରିବର୍ତ୍ତନ

ଫରେଷ୍ଟରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ । ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ସେକ୍ସନର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ।ଜବତ ହୋଇଛି ବିଡା ବିଡା ଟଙ୍କା ଓ

ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ ।ବିକଶିତ ଓଡିଶା ଲକ୍ଷ୍ୟକୁ ମିଳିବ ନୂଆ ଦିଗ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆଜି ଆସିବ ଓଡ଼ିଶା ବଜେଟ୍ ୨୦୨୬ । ଆୟ ବ୍ୟୟର ହିସାବ ପେଡ଼ି ଖୋଲିବେ ମୁଖ୍ୟମନ୍ତ୍ରୀ । କେଉଁଠୁ ଆସିବ ଅର୍ଥ, କେମିତି ଖର୍ଚ୍ଚ ହେବ ।ମିଳିଥିବା ସୂଚନା କହୁଛି ବଜେଟ୍ ବ୍ୟୟ ବରାଦ ପାଖାପାଖି ୯ ପ୍ରତିଶତ ବଢ଼ିପାରେ । ବଜେଟ୍ ଆକାର ୩ ଲକ୍ଷ ୧୫ ହଜାର କୋଟି ଛୁଇଁବ ।

ରାଜଧାନୀରେ ନିୟମ ଭାଙ୍ଗୁଛନ୍ତି ବାର ଓ ପବ୍ । ଗ୍ରାହକ ଉଡାଉଛନ୍ତି ଟଙ୍କା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀରେ ନିୟମ ଭାଙ୍ଗୁଛନ୍ତି ବାର ଓ ପବ୍ । ମ୍ୟୁଜିକ ଆଳରେ ଚଲାଉଛନ୍ତି ଡ୍ୟାନସ ବାର। ସାମ୍ନାକୁ ଆସିଛି ବାର ଭିତରେ ନାଚ ଗୀତର ଆସର ସହ ଅସ୍ମିତା କ୍ଷୁର୍ଣ୍ଣ ହେଲା ଭଳି ଦୃଶ୍ୟ । ଯାହାକୁ ନେଇ ଅଭିଯୋଗ ପରେ ଯାଂଚ ଆରମ୍ଭ କରିଛି ଅବକାରୀ ଟିମ୍ ।ରାତି ବଢିବା

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ କଡ଼ା ନିର୍ଦ୍ଦେଶାବଳୀ । ଏବେ କ୍ୟାମ୍ପସରେ ପରିଚୟ ପତ୍ର ବାଧ୍ୟତାମୂଳକ। ନିୟମ ଉଲ୍ଲଂଘନ କଲେ ହେବ ପୋଲିସ କାର୍ଯ୍ୟାନୁଷ୍ଠାନ। ନୂତନ ନିୟମ ଅନୁଯାୟୀ ବିଶ୍ୱବିଦ୍ୟାଳୟର ସୁରକ୍ଷା କର୍ମୀମାନେ ଯେକୌଣସି ସମୟରେ ଛାତ୍ରଛାତ୍ରୀଙ୍କ

୪୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଭିଜିଲାନ୍ସ ଜାଲରେ ସୋର ତହସିଲଦାର

ଲାଞ୍ଚ ନେବା ବେଳେ ବାଲେଶ୍ୱର ଜିଲ୍ଲା ସୋର ତହସିଲଦାର ଦୈତାରୀ ମଲ୍ଲିକଙ୍କୁ ମାଡ଼ି ବସିଲା ଭିଜିଲାନ୍ସ lଜଣେ ଟ୍ରକ୍ ମାଲିକଙ୍କ ଠାରୁ ୪୦,୦୦୦ ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ଏହି ଚଢ଼ାଉ କରାଯାଇଥିଲାତହସିଲଦାର ମଲ୍ଲିକ ଗତ ୧୧ ଫେବୃଆରୀରୁ ପଥର ବୋଝେଇ ୫ଟି ଟ୍ରକକୁ ଅଟକ ରଖିଥିଲେ। ଏହି

ରାଜ୍ୟରେ ଆଉ ୩୧ଟି ନୂଆ ଜିଲ୍ଲା ପାଇଁ ସରକାରଙ୍କ ନିକଟକୁ ଆସିଛି ପ୍ରସ୍ତାବ- ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।ଆଉ ୩୧ଟି ନୂଆ ଜିଲ୍ଲା ପାଇଁ