Browsing Category
ଆଜିର ଖବର
ମୟୂରଭଞ୍ଜ ମାଟି ତଳେ ଥିବା ସୁନା, ତମ୍ବାର ତଥ୍ୟ ଦେଲେ ସରକାର
ମୟୂରଭଞ୍ଜ ଜିଲ୍ଲାର ୩ଟି ସ୍ଥାନରେ ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ତମ୍ବାର ସନ୍ଧାନ କରିଥିବା ବେଳେ ଗୋଟିଏ ସ୍ଥାନରେ ସୁନା ଓ ନିକେଲ୍ ରହିଛି । ମୟୂରଭଞ୍ଜର କୋଳିଅଣା ବ୍ଲକର ମଦନାସାହି-କାଞ୍ଜିଆ ଅଞ୍ଚଳରେ ରହିଛି ସୁନା ସହ ତମ୍ବା ।ଏନେଇ ବିଧାନସଭାରେ ବାଙ୍ଗିରିପୋଷି ବିଧାୟିକା!-->…
ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳରେ ହେବ ହେଲିପ୍ୟାଡ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ମୟୁରଭଞ୍ଜ ଶିମିଳିପାଳରେ ହେବ ହେଲିପ୍ୟାଡ । ଏନେଇ ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି । ଆବଶ୍ୟକୀୟ ଜମି ନିରୂପଣ ପାଇଁ ଜିଲ୍ଲା ପ୍ରଶାସନକୁ ଅନୁରୋଧ କରାଯାଇଛି । ଭୁବୁନେଶ୍ୱର – ଗୋପାଳପୁର, ଭୁବନେଶ୍ୱର- ଶିମିଳିପାଳକୁ ହେଲିଟ୍ୟାକ୍ସି ସେବା!-->…
ମାଗଣା ଯୋଜନା ନେଇ ରାଜ୍ୟଗୁଡ଼ିକୁ ସୁପ୍ରିମକୋର୍ଟଙ୍କ ତୀବ୍ର ଭର୍ତ୍ସନା
ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା ମାଗଣା ସୁବିଧା ଦେଶର ବିକାଶରେ ବାଧା ସୃଷ୍ଟି କରୁଥିବା କହିଛନ୍ତି ସର୍ବୋଚ୍ଚ ଅଦାଲତ।ସୁପ୍ରିମକୋର୍ଟ ଡିଏମକେ ସରକାର!-->…
ବିନା ଫିଟନେସରେ ଗଡୁଛି ୧୧୭୧ ସ୍କୁଲ ବସ୍,
ଭୁବନେଶ୍ୱର (ରାଜ୍ୟକାହାଣୀ )ବିପଜ୍ଜନକ ସ୍ଥିତିରେ ସ୍କୁଲ କଲେଜ ଯାଉଛନ୍ତି ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କୁ ନେବା ଆଣିବା କରୁଥିବା ୧୧୭୧ ବସରେ ନାହିଁ ଫିଟନେସ । ରାଜ୍ୟରେ ଛାତ୍ରଛାତ୍ରୀଙ୍କୁ ନେବା ଆଣିବା ବ୍ୟବହାର ହେଉଛି ୪୦୪୫ ବସ । ରାଜଧାନୀରେ ଗଡୁଥିବା ୧୭ଟି ବସର ନାହିଁ ଫିଟନେସ!-->…
ମାଟ୍ରିକ ପରୀକ୍ଷା ଚାଲିଥିଲା, ହଲରେ ପହଞ୍ଚିଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ର ଛାତ୍ରୀ ପରୀକ୍ଷା ଦେଉଛନ୍ତି!-->…
ପ୍ରେମିକାକୁ ଲଜ୍ ରେ ରଖି ଦୁଷ୍କର୍ମ କରିବା ଅଭିଯୋଗ, ୪ ଅଟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରେମିକାକୁ ଲଜ୍ ରେ ରଖି ଦୁଷ୍କର୍ମ କରିବା ଅଭିଯୋଗରେ ୪ ଅଟକ। ପ୍ରେମିକ ସମେତ ୪ ଜଣଙ୍କୁ ଅଟକ ରଖିଛି କେନ୍ଦ୍ରାପଡା ସଦର ପୋଲିସ। ଅଭିଯୋଗ ଅନୁଯାୟୀ ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଯୁବତୀଙ୍କର କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା!-->…
ଉପସ୍ଥାପିତ ହେଲା ୨୦୨୫-୨୬ର ଅର୍ଥନୈତିକ ସର୍ଭେ ରିପୋର୍ଟ, ବଢିଛି ମୁଣ୍ଡପିଛା ଆୟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଗୃହରେ ଉପସ୍ଥାପିତ ହୋଇଛି ଅର୍ଥନୈତିକ ସର୍ଭେ ରିପୋର୍ଟ। ବର୍ତ୍ତମାନର ମୂଲ୍ୟରେ ଓଡିଶାର ଅର୍ଥନୀତିର ଆକାର (ଜିଏସଡିପି) ୨୦୨୫-୨୬ରେ ୯.୯ ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଏହା ୨୦୨୪-୨୫ର ୯ ଲକ୍ଷ କୋଟି ଟଙ୍କାଠାରୁ ୯.୫% ବୃଦ୍ଧି ପାଇଛି।!-->…
ବିମାନରେ ହଙ୍ଗାମା କଲେ ୩୦ ଦିନ ଉଡାଣ ନିଷେଧ , ଯାତ୍ରୀ ସୁରକ୍ଷା ପାଇଁ ଡିଜିସିଏର ନୂଆ ନିୟମ
ବିମାନ ଭିତରେ ହଙ୍ଗାମା କଲେ ମହଙ୍ଗା ପଡିବ । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଡିଜିସିଏ ପକ୍ଷରୁ ନୂଆ ନିୟମ କରାଯାଇଛି । ଏଭଳି ଯାତ୍ରୀଙ୍କୁ ୩୦ ଦିନ ପର୍ଯ୍ୟନ୍ତ କୌଣସି ବିମାନରେ ଉଡାଣ ପାଇଁ ମିଳିବନି ଅନୁମତି । DGCA ଅନୁଯାୟୀ, ବିମାନ, ଯାତ୍ରୀ!-->…
୨୦ରେ ରାଜ୍ୟ ବଜେଟ୍। ଆଜି ଗୃହରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭା ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ଆଜି ବିଧାନସଭାରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ତୃତୀୟ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ!-->…
ଗୋଡ଼ରେ ଲେଖି ମାଟ୍ରିକ ପରୀକ୍ଷା ଦେବେ ଲକ୍ଷ୍ମୀ ଖେମୁଡୁ !
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ମାଟ୍ରିକ ପରୀକ୍ଷା ଦେବେ ମାଲକାନଗିରି ଜିଲ୍ଲା ଲକ୍ଷ୍ମୀ ଖେମୁଡୁ । ଜନ୍ମରୁ ସଂପୂର୍ଣ୍ଣ ଦିବ୍ୟାଙ୍ଗ ହୋଇଥିବାରୁ ନା ଉଠି ବସି ପାରୁଛନ୍ତି,ନା ଚାଲି ପାରୁଛନ୍ତି । ପଢିବା ପାଇଁ ଇଛା ଥିବାରୁ ଗୋଡରେ ଲେଖିବା ଅଭ୍ୟାସ ଆରମ୍ଭ କରିଥିଲେ । ଏବେ ମାଟ୍ରିକ!-->…