Browsing Category

ଆଜିର ଖବର

କଂଗ୍ରେସ ଗୋଟିଏ ରାଜ୍ୟସଭା ପ୍ରାର୍ଥୀ ଦେବ: କାଡାମ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି ଯେ କଂଗ୍ରେସ ରାଜ୍ୟସଭା ପାଇଁ ଗୋଟିଏ ପ୍ରାର୍ଥୀ ଦେବ । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍‌ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନ

ମୋଦି ପିନ୍ଧିଲେ AI ଦ୍ୱାରା ବିକଶିତ ସର୍ବମ କାଜେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡିଆ AI ଇମ୍ପାକ୍ଟ ସମିଟ୍ 2026 ରେ ଏକ ଅନନ୍ୟ ସ୍ମାର୍ଟ ଚଷମା ପିନ୍ଧିଥିବାର ଦେଖାଯାଇଛି। ଏହି ଚଷମାର ନାଁ ସର୍ବମ କାଜେ । ଯାହାକୁ ଭାରତୀୟ ଷ୍ଟାର୍ଟଅପ୍ ସର୍ବମ AI ଦ୍ୱାରା ବିକଶିତ କରାଯାଇଛି। ଏଗୁଡ଼ିକ ସାଧାରଣ ଚଷମା ନୁହେଁ, ବରଂ ଏକ ସ୍ମାର୍ଟ

ସ୍ବାମୀ ପାଲଟିଲା ରାକ୍ଷାସ। ସ୍ତ୍ରୀକୁ ହତ୍ୟା ପାଇଁ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ।ବାଲେଶ୍ବର ଜଳେଶ୍ବର ବାଲିଆପାଳ ଥାନା ନାରାୟଣପୁର ଗାଁରେ ଘଟିଛି ଅଭାବନୀୟ ଘଟଣା । ନାରାୟଣପୁର ଗାଁର ରାଜେନ୍ଦ୍ର ସାମନ୍ତରାୟଙ୍କ ଝିଅ ମାଳତ୍ରୀ ଗାଁର କରୁଣାକର କବିଙ୍କୁ ୭ ବର୍ଷ ପୂର୍ବେ

ଏପ୍‌‌ଷ୍ଟିନ୍‌-ପୁରୀଙ୍କ ମଧ୍ୟରେ ୬୨ ଇମେଲ ବିନିମୟ ଓ ୧୪ ବୈଠକ ଅଭିଯୋଗ କଲା କଂଗ୍ରେସ

ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ ମଧ୍ୟରେ ୬୨ଟି ଇ-ମେଲ୍‌ ଆଦାନପ୍ରଦାନ ହୋଇଥିଲା ବୋଲି କଂଗ୍ରେସ ମଙ୍ଗଳବାର ଅଭିଯୋଗ କରିଛି। ଏପ୍‌ଷ୍ଟିନ୍‌

ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ହଙ୍ଗାମା , ୧୧.୩୦ ଯାଏଁ ଗୃହ ମୁଲତବି

ଭୁବନେଶ୍ୱର (ରାଜ୍ୟକାହାଣୀ )ବୁଧବାର ଦ୍ୱିତୀୟ ଦିନରେ ଅଚଳ ଅବସ୍ଥାରେ ଗୃହ। ପ୍ରଶ୍ନକାଳରୁ ହିଁ ବିରୋଧୀଙ୍କ ହଙ୍ଗାମା। ଧୋଇଗଲା ପ୍ରଶ୍ନକାଳ। ୧୧.୩୦ ଯାଏଁ ଗୃହ ମୁଲତବି ରଖିଲେ ବାଚସ୍ପତି।ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଧାନମଣ୍ଡି ସମସ୍ୟା ପ୍ରସଙ୍ଗକୁ ନେଇ ବିଜେଡି ଓ କଂଗ୍ରେସ

ଫେବୃଆରୀ ୨୬ରେ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ ହେବା ନେଇ ପ୍ରେସ୍ନୋଟ୍ ଜାରି କଲେ ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ଫେବୃଆରୀ ୨୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ନାମାଙ୍କନ ଦାଖଲର

ଶୃଙ୍ଖଳିତ ରଥଯାତ୍ରା ପାଇଁ ମାଷ୍ଟରପ୍ଲାନ୍ , ଏବେଠୁ ପ୍ରସ୍ତୁତି ଆରମ୍ଭ

ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୨ୟ ସମୀକ୍ଷା ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି । ରଥଯାତ୍ରାରେ ଯେଉଁ ଯେଉଁ କ୍ଷେତ୍ରରେ ବିଭ୍ରାଟ ଦେଖାଯାଉଛି ତାର ଯଥାସମ୍ଭବ ସମାଧାନ କରିବାକୁ ପୁରୀ ଜିଲ୍ଲାପାଳ

ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା : କପି ରୋକିବ ସ୍ଵତନ୍ତ୍ର ସ୍କ୍ୱାଡ୍‌

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବୁଧବାରଠାରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଚାଲିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏହି ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଥମ ଦିନ ବିଜ୍ଞାନ ବର୍ଗ ଛାତ୍ରୀଛାତ୍ରମାନେ

ପ୍ରଣବ ବଳବନ୍ତରାୟଙ୍କ ବିବାଦୀୟ ପନ୍ତୁରି ଫାର୍ମ ହାଉସ୍ ମାପଚୁପ

ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ପନ୍ତୁରି ଫାର୍ମହାଉସରେ ସରକାରୀ ଭାବେ ମାପଚୁପ ।୩ ଜଣ ଅମିନ ଓ ୩ ଜଣ ଆରଆଇ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସରକାରୀ ଜମି ଜବରଦଖଲ କରି ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତ ଅଧିନ ପନ୍ତୁରୀ

୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର (ରାଜ୍ୟକାହାଣୀ )୨୨ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ। ଛତିଶଗଡ଼ ସୁକମା ଏସପିଙ୍କ ନିକଟରେ ୨୨ ହାର୍ଡକୋର ମାଓବାଦୀ ସରେଣ୍ଡର କରିଛନ୍ତି । ଶିର୍ଷ ନେତାଙ୍କ ଏନକାଉଣ୍ଟର ସହ ସରକାରଙ୍କ ମାଓ ଦମନ ନୀତିରେ ଅନୁପ୍ରାଣିତ ହୋଇ ସମାଜରେ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି ମାଓବାଦୀ।