Browsing Category
ଆଜିର ଖବର
ବାଂଲାଦେଶରେ ଆଜିଠୁ ତାରିକ ରହମାନଙ୍କ ଶାସନ ଆରମ୍ଭ
ବାଂଲାଦେଶରେ ଆଜିଠୁ ତାରିକ ରହମାନଙ୍କ ଶାସନ ଆରମ୍ଭ । ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ତାରିକ ରହମାନ । ସେ ଦେଶର ୧୧ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ଶାସନ ଭାର ଗ୍ରହଣ କରିଛନ୍ତି । ତାରିକଙ୍କ ସହିତ ନୂତନ ସରକାରଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ଗ୍ରହଣ!-->…
ମାର୍ଚ୍ଚ ୭ରେ ଦିନିକିଆ ଓଡିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା
ଭୁବନେଶ୍ୱର (ରାଜ୍ୟକାହାଣୀ )ମାର୍ଚ୍ଚ ୭ରେ ଦିନିକିଆ ଓଡିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ରାଜ୍ୟରେ ୨ଟି ସରକାରୀ କାର୍ଯ୍ୟରେ ଯୋଗ ଦେବେ ବୋଲି ଜଣାପଡିଛି। କଟକ ମୁଣ୍ଡଳି ଯାଇ ସିଆରପିଏଫ୍ ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଏହାସହିତ ଗୃହମନ୍ତ୍ରୀ ରାଜ୍ୟରେ ଚାଲିଥିବା!-->…
ଚୌଦ୍ବାର ଜେଲରୁ କଏଦୀ ଫେରାର ଘଟଣା: ୬ ଦିନିଆ ରିମାଣ୍ଡରେ ଅପରାଧୀ ମଧୁକାନ୍ତ ରାଣା
ଚୌଦ୍ୱାର ସର୍କଲ୍ ଜେଲ୍ରୁ ଦୁଇ ଦୁର୍ଦ୍ଦାନ୍ତ ବିହାରର ଅପରାଧୀ ଫେରାର ଘଟଣା । ଗିରଫ ପରେ ଦୁର୍ଦ୍ଦାନ୍ତ ଅପରାଧୀ ମଧୁକାନ୍ତ କୁମାର ରାଣାକୁ ରିମାଣ୍ଡରେ ନେଲା ଚୌଦ୍ୱାର ଥାନା ପୁଲିସ। ୨୩ ତାରିଖ ପର୍ଯ୍ୟନ୍ତ ରିମାଣ୍ଡରେ ନେଇ ଖୋଳତାଡ କରିବ ପୋଲିସ । ଚୌଦ୍ବାର ଥାନା ତତଫରୁ କଡ଼ା ସୁରକ୍ଷା!-->…
ମାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ବିଳମ୍ବ ହେଲେ ମିଳିବ ଅଧିକ ୧୫ ମିନିଟ୍
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଗୁରୁବାରରୁ ଆରମ୍ଭ ହେବ। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି।ଆଉ ମାତ୍ର ଦିନକ ପରେ ମାଟ୍ରିକ ପରୀକ୍ଷା।!-->…
ଦକ୍ଷିଣ ଆଫ୍ରିକାରୁ ଓଡିଶା ଆସିବେ ଚିତା
ନନ୍ଦନକାନନକୁ ଆସିବେ ଚିତା ବାଘ । ଚିଡିଆଖାନାରେ ଅଧିକରୁ ଅଧିକ ପର୍ଯ୍ୟଟକଙ୍କ ଆଗମନ ହେବ। ଏବେ ଚିତା ବାଘ ଦେଖିବାକୁ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନକୁ ଯିବାକୁ ପଡିବନି । ବରଂ ଓଡିଶାରେ ସେମାନଙ୍କ ସଫାରୀ କରିହେବ ।ନନ୍ଦନକାନନ ନିର୍ଦ୍ଦେଶକ ସନଥ କୁମାରଙ୍କ କହିବାନୁସାରେ, ଖୁବ୍ ଶୀଘ୍ର!-->…
ଏସ୍ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ ; ଉଠାଉ ନାହାନ୍ତି ଫୋନ୍
ଏସ୍ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।ପୁଣି ସାମ୍ନାକୁ ଆସିଲା SCB ମେଡ଼ିକାଲରେ ଅବ୍ୟବସ୍ଥାର ଚିତ୍ର । ବ୍ୟାଟେରି ଗାଡ଼ି!-->…
ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ବନ୍ଦେ ମାତରମରୁ ଆରମ୍ଭ ହେଲା ଗୃହକାର୍ଯ୍ୟ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଓଡିଶା ହେବ ଗ୍ରୋଥ ଇଞ୍ଜିନ । ୨୦୩୬ରେ ଓଡିଶା ଗଠନକୁ ଶହେ ବର୍ଷ!-->…
ଯାଜପୁରରେ ନାବାଳିକା ବଳାତ୍କାର, ଗର୍ଭପାତ ମାମଲା:ମିଳିଲା ନବଜାତ
ଯାଜପୁର ରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର ମାଲିକ ବୀଣାପାଣି ସାହିର ମନୋଜ କୁମାର ନାୟକଙ୍କୁ ପୋଲିସ ଗିରଫ କରିଛି। ତେବେ ବ୍ୟାସନଗରର ୭୦ ବର୍ଷୀୟ!-->…
ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ।ଅଭିଭାଷଣ ରଖିବେ ରାଜ୍ୟପାଳ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ!-->…
ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ସାରା ରାଜ୍ୟରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି । କଟକ , ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନି ଦୂରତା । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ!-->…