Browsing Category

ଆଜିର ଖବର

ଯାଜପୁରରେ ନାବାଳିକା ବଳାତ୍କାର, ଗର୍ଭପାତ ମାମଲା:ମିଳିଲା ନବଜାତ

ଯାଜପୁର ରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର ମାଲିକ ବୀଣାପାଣି ସାହିର ମନୋଜ କୁମାର ନାୟକଙ୍କୁ ପୋଲିସ ଗିରଫ କରିଛି। ତେବେ ବ୍ୟାସନଗରର ୭୦ ବର୍ଷୀୟ

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ।ଅଭିଭାଷଣ ରଖିବେ ରାଜ୍ୟପାଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ

ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ସାରା ରାଜ୍ୟରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି । କଟକ , ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନି ଦୂରତା । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ

ଆଜିଠୁ CBSE ପରୀକ୍ଷା, ସକାଳ ୧୦:୩୦ ରୁ ଆରମ୍ଭ

ଆଜିଠୁ CBSE ପରୀକ୍ଷା । ଆଜିଠାରୁ କେନ୍ଦ୍ରୀୟ ମାଧମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ବିଦ୍ୟାଳୟର ଦଶମ ଓ ଦ୍ବାଦଶ ଶ୍ରେଣୀ ଥିଓରି ପରୀକ୍ଷା । ଦଶମରେ ଦୁଇଟି ବୋର୍ଡ ପରୀକ୍ଷା ନେଇ ସିବିଏସଇ ସ୍ପଷ୍ଟୀକରଣ ରଖିଛି । ଆଜିଠୁ ଆରମ୍ଭ ହେବ ପ୍ରଥମ ବୋର୍ଡ ପରୀକ୍ଷା । ପ୍ରଥମ ବୋର୍ଡ ପରୀକ୍ଷା

ବିକ୍ରମଙ୍କୁ ଜବରଦସ୍ତି ଡିସଚାର୍ଜ କରାଯିବାର ଅଭିଯୋଗ ଆଣିଲେ ପରିବାର ଲୋକେ

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଏମକେସିଜି ମେଡିକାଲରୁ ଆଜି ଡିସଚାର୍ଜ କରାଯାଇଛି। ବିକ୍ରମଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିଲେ ମଧ୍ୟ ତାଙ୍କୁ ଜୋର ଜବରଦସ୍ତି ଡିସଚାର୍ଜ କରି ଦିଆଯାଇଥିବା ପରିବାର

JEE-2026 ନାଁରେ ନକଲି ଓ୍ୱେବସାଇଟ୍ : ରେଜଲ୍ଟ ଦେଖିବା ସମୟରେ ରୁହନ୍ତୁ ସତର୍କ

ଖୁବ୍ ଶୀଘ୍ର JEE-2026 ରେଜଲ୍ଟ ପ୍ରକାଶ ହେବ । ଯାହାର ଫାଇଦା ନେବାକୁ ଅନେଇ ବସିଛନ୍ତି ସାଇବର ଠକ । ସରଳ ଏବଂ କମ୍ ବୟସର ଶିଶୁଙ୍କୁ ସେମାନେ ଟାର୍ଗେଟ୍ କରିବାକୁ ପ୍ରସ୍ତୁତ କରିଛନ୍ତି ଫେକ୍ ଓ୍ୱେବସାଇଟ୍ । ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ସତର୍କତା ଜାରି କରିଛି । ଅନେକ ଫର୍ଜି

ରତ୍ନଭଣ୍ଡାର ଗଣତି ମଣତି SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ବିସ୍ତୃତ ଆଲୋଚନା

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ସୁନା ଅଳଙ୍କାର ଓ ମୋତିମାଣିକ୍ୟର ଖୁବ୍ ଶୀଘ୍ର ଗଣତି- ମଣତି ଆରମ୍ଭ ହେବ। ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଗଣତି-ମଣତି ପାଇଁ

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସକ ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ଗୁରୁତର ଅସୁସ୍ଥ ହୋଇଥିବା ଜଣାପଡ଼ିଛି । ସ୍ନାୟୁ ଜନିତ ରୋଗରେ ପୀଡିତ ଅଛନ୍ତି ଡ଼ ରାସେଶ୍ୱରୀ l ତାଙ୍କ ବାସଭବନରେ ଡାକ୍ତର କାଞ୍ଚନ ରାୟ ଓ ଅନ୍ୟ ବିଶେଷଜ୍ଞ ଡାକ୍ତରଙ୍କ ତତ୍ତ୍ୱାବଧାନରେ

ଏହିଦିନ ଖାତାକୁ ଆସିବ ‘ସୁଭଦ୍ରା’ର ଚତୁର୍ଥ କିସ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )'ସୁଭଦ୍ରା’ର ଚତୁର୍ଥ କିସ୍ତି ଆସିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି। କୋଟିଏ ମହିଳାଙ୍କ ଖାତାକୁ ଏକାଥରେ ୫ ହଜାର ଲେଖାଏଁ ଟଙ୍କା ପଠାଇବେ ରାଜ୍ୟ

ବାରରେ ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ ।। ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ