Browsing Category

ଆଜିର ଖବର

ବାରରେ ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ ।। ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ : କ’ଣ କରିବେ ନାହିଁ ଜାଣନ୍ତୁ

ବର୍ଷର ପ୍ରଥମ ସୂର୍ଯ୍ୟଗ୍ରହଣ ଆସନ୍ତାକାଲି ହେବ । ଏହି ଗ୍ରହଣ ଫାଲଗୁନ ମାସର ଅମାବାସ୍ୟା ଦିନ ଅପରାହ୍ନ ୩:୨୬ ରୁ ସନ୍ଧ୍ୟା ୭:୫୭ ପର୍ଯ୍ୟନ୍ତରହିବ। ଏହା ଏକ ବଳୟକାର ସୂର୍ଯ୍ୟ ପରାଗ ହେବ । ଏହି ପରାଗରେ ଚନ୍ଦ୍ର ସୂର୍ଯ୍ୟକୁ ସମ୍ପୂର୍ଣ୍ଣ ଭାବରେ ଆଚ୍ଛାଦିତ କରେ ନାହିଁ; ବରଂ, ସୂର୍ଯ୍ୟର ଧାର

ରତ୍ନଭଣ୍ଡାର ଗଣତି ମଣତି ପାଇଁ ସରକାର ତତ୍ପର : ଆଇନମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବାସଭବନରେ ବସିଲା ଗୁରୁତ୍ବପୂର୍ଣ୍ଣ ବୈଠକ। ବୈଠକ ପରେ ସ୍ପଷ୍ଟତା ଆସିବା ନେଇ ଆଇନ ମନ୍ତ୍ରୀ କହିଛନ୍ତି, ନୂଆ ଏସଓପି ବାବଦରେ ମ୍ୟାନେଜିଂ କମିଟି ଆପ୍ରୁଭ କରିବା ପରେ ସରକାରଙ୍କ ନିକଟକୁ ପଠା ସରିଛି । ବର୍ତ୍ତମାନ ଏ

ଆଜିଠୁ AI ଇମ୍ପାକ୍ଟ ଏକ୍ସପୋ-୨୦୨୬ : ଭାରତ ମଣ୍ଡପମରେ ଉଦଘାଟନ କରିବେ ମୋଦୀ

ଏଆଇ ଇମ୍ପାକ୍ଟ ସମ୍ମିଳନୀକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୋଷ୍ଟ। ଏହି ସମ୍ମିଳନୀ ଯୁବକଙ୍କ ସାମର୍ଥ୍ୟକୁ ଦର୍ଶାଉଛି। ଏହି ଏଆଇ ଇମ୍ପାକ୍ଟ ସମ୍ମିଳନୀ ପାଇଁ ସମଗ୍ର ବିଶ୍ବରୁ ଲୋକ ଭାରତକୁ ଆସୁଛନ୍ତି। ଏହା ଆମ ପାଇଁ ଅତ୍ୟନ୍ତ ଗର୍ବର ବିଷୟ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି

ମହାଶିବରାତ୍ରୀରେ ପ୍ରେମିକାକୁ ପାଇବା ପାଇଁ ୪ କିଲୋମିଟର ଗଡ଼ିଲେ ଯୁବକ

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରେମିକାକୁ ପାଇବା ପାଇଁ ୪ କିଲୋମିଟର ଗଡ଼ିଲେ ଯୁବକ । ମହାଶିବରାତ୍ରୀରେ ଜଣେ ଯୁବକ ନିଜ ପ୍ରେମିକାକୁ ପାଇବା ପାଇଁ ୪ କିଲୋମିଟର ଗଡ଼ି ଗଡ଼ି ମନ୍ଦିରରେ ପଞ୍ଚିଥିଲେ । ରାୟଗଡା ଜିଲ୍ଲା ମୁନିଗୁଡା ବ୍ଲକ ଅମ୍ଳାଭଟା କପିଳେଶ୍ୱର ମନ୍ଦିରରେ ଏଭଳି ଦୃଶ୍ୟ ଦେଖିବାକୁ

୧୭ ଫେବୃଆରୀରୁ CBSE ଦଶମ ଏବଂ ଦ୍ୱାଦଶ ବୋର୍ଡ

CBSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ମଙ୍ଗଳବାର ଅର୍ଥାତ୍ ୨୦୨୬ ଫେବୃଆରୀ ୧୭ରୁ ଆରମ୍ଭ ହେବ । CBSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ସକାଳ ୧୦.୩୦ ରେ ଆରମ୍ଭ ହେବ । ସମସ୍ତ ଛାତ୍ରଛାତ୍ରୀଙ୍କୁ ସକାଳ ୧୦.୦୦ ଟା କିମ୍ବା ତା ପୂର୍ବରୁ ସେମାନଙ୍କ ପରୀକ୍ଷା କେନ୍ଦ୍ରରେ

ମଧୁକାନ୍ତକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଚୌଦ୍ୱାର ପୁଲିସର ଆବେଦନ

ଚୌଦ୍ୱାର ସର୍କଲ୍ ଜେଲ୍‌ରୁ ଫେରାର୍ ହେବାର ପ୍ରାୟ ୧୩୪ ଦିନ ପରେ ପୁଣି ଗିରଫ ବିହାରର ଦୁର୍ଦ୍ଦାନ୍ତ ଅପରାଧୀ ମଧୁକାନ୍ତ କୁମାର ରାଣାକୁ ଚୌଦ୍ୱାର ଥାନା ପୁଲିସ ରିମାଣ୍ଡରେ ଆଣିବ । ୭ ଦିନ ରିମାଣ୍ଡରେ ଆଣିବାକୁ କୋର୍ଟଙ୍କ ପାଖରେ ପ୍ରାର୍ଥନା କରାଯାଇଛି । ଏହି ରିମାଣ୍ଡ ସମୟରେ ଜେଲ୍ ଭାଙ୍ଗି

ଆସନ୍ତା ୨ଦିନ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବ

ରାଜ୍ୟ କାହାଣୀ ( ଭୁବନେଶ୍ଵର)ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ଶୀତ ଧୀରେ ଧୀରେ କମୁଛି। ତେବେ ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାଧାରଣ ତାପମାତ୍ରାଠାରୁ ପ୍ରାୟ ୩ ଡିଗ୍ରୀ କମ୍‌

ଆଜି ବସିବ ସର୍ବଦଳୀୟ ବୈଠକ। ଅଧ୍ୟକ୍ଷତା କରିବେ ବାଚସ୍ପତି

ରାଜ୍ୟ କାହାଣୀ ( ଭୁବନେଶ୍ଵର)କାଲି ଠାରୁ କମ୍ପିବ ବିଧାନସଭା ।  ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ତା ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ ।  ଗୃହ ସୁରଖୁରରେ ଚଲାଇବା ପାଇଁ ସବୁ ଦଳର ସହଯୋଗ ଲୋଡିବେ ବାଚସ୍ପତି ।ବିରୋଧୀ-ଶାସକ

ଲିଙ୍ଗରାଜ ମନ୍ଦିର ମହା ଶିବରାତ୍ରିରେ ଜାଲ୍‌ ପାସ୍‌ ଧରାପଡ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ : ସିପି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାତି ପାହିଲେ ଲିଙ୍ଗରାଜଙ୍କ ଜାଗରଯାତ୍ରା । ୪୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ମହା ଶିବରାତ୍ରିରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଟ୍ରାଫିକ ପରିଚାଳନାକୁ ଗୁରୁତ୍ୱ ଦିଆଯାଇଛି । ଶୃଙ୍ଖଳିତ ଟ୍ରାଫିକ ପରିଚାଳନା ଲାଗି କଟକଣା ଜାରି କରାଯାଇଛି । ଗାଡି ରଖିବା