Browsing Category
ଆଜିର ଖବର
‘ବିଷ ଚାଖୁଥିଲେ ୫ ନାବାଳିକା, ଚାଲିଗଲା ୪ ଜୀବନ
ବିହାରର ଔରଙ୍ଗାବାଦ ଜିଲ୍ଲାରେ ୫ ଜଣ ନାବାଳିକା ସାଙ୍ଗ ବିଷର ସ୍ୱାଦ କିପରି ବୋଲି ଚାଖୁଥିଲେ । ଯାହା ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି।ଏବେ ଏହି ଘଟଣା ସାରା ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଳି ଦେଇଛି। ପୋଲିସ ଝିଅଟିର ବୟାନ ରେକର୍ଡ କରିଛି ଏବଂ ଘଟଣାର ତଦନ୍ତ କରୁଛି । ଘଟଣା ଜାନୁଆରୀ ୨୯!-->…
ଜିଲ୍ଲାପାଳଙ୍କ ବିରୋଧରେ ସ୍ବାଧୀକାର ଭଙ୍ଗ ନୋଟିସ ଘଟଣା ; ପ୍ରତିକ୍ରିୟା ରଖିଲେ ସାଂସଦ ଭର୍ତ୍ତୃହରି ଓ ଦେବାଶିଷ
କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ ଘଟଣାରେ ଦେବାଶିଷ ପ୍ରତିକ୍ରିୟା ରଖି କହିଛନ୍ତି, ଏବାବଦରେ ମୁଁ ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲି । ତାଙ୍କ ନିର୍ଦ୍ଦେଶକ୍ରମେ ଡିଓପିଟି ବିଭାଗ ଘଟଣାର ଅନୁଧ୍ୟାନ କରିବ । ପୂର୍ବରୁ ପ୍ରଟୋକଲ ମାନି ମତେ ସରକାରୀ କାର୍ଯ୍ୟକ୍ରମରେ!-->…
ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ଶିଳାନ୍ୟାସ କଲେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କ
କେନ୍ଦୁଝରରେ ଶିଳାନ୍ୟାସ କଲେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ ମଧ୍ୟ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ!-->…
ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ପ୍ରସଙ୍ଗ ଉଠାଇଲା ବିଜେଡି
ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ପ୍ରସଙ୍ଗ ଉଠାଇଲା ବିଜେଡି । ବିଜେଡି ସାଂସଦ ସସ୍ମିତ ପାତ୍ର କହିଛନ୍ତି, ୨୦୧୪ରେ ସ୍ୱତନ୍ତ୍ର ରାଜ୍ୟପାହ୍ୟା କଥା କହୁଥିଲେ । ଦୋମୁହାଁ ନୀତି ଚଳିବ ନାହିଁ । ଓଡିଶାକୁ କିଛି ତ ଦିଅନ୍ତୁ । ଇଣ୍ଡଷ୍ଟ୍ରିଆଲ କିମ୍ବା ହାଇସ୍ପିଡ!-->…
ଧରାପଡ଼ିଲା ଚୌଦ୍ଵାର ମଣ୍ଡଳ କାରାଗାରରୁ ଫେରାର ଆସାମୀ
ଚୌଦ୍ୱାର ଜେଲରୁ ଦୁଇ ବିହାରୀ କଏଦୀ ଚମ୍ପଟ ଘଟଣା । ଓଡିଶା ପୋଲିସକୁ ବଡ ସଫଳତା ମିଳିଛି । ବୃନ୍ଦାବନରୁ ଗିରଫ ହୋଇଛି ଜଣେ କଏଦୀ । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି। ଚମ୍ପଟ ମାରିଥିବା କଏଦୀ ଜଣକ ମଧୁକାନ୍ତ ରାଣା। । ବୃନ୍ଦାବନର ଏକ ମଠରେ ଲୁଚିଥିବା ବେଳେ ଉଠାଇ ଆଣିଛି ପୋଲିସ ।ଅନ୍ୟ ଜଣେ!-->…
୧୬ରୁ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି
ଭୁବନେଶ୍ୱର (ରାଜ୍ୟକାହାଣୀ )ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ ଆଧାର ସମ୍ବନ୍ଧୀୟ ଅଭିଯୋଗ ଶୁଣାଣି। ଆଧାର ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆସନ୍ତା ସୋମବାର ଠାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବ। । ଏଥିପାଇଁ ଓକାକ ପୋର୍ଟାଲ www.ocac.inରେ ପଞ୍ଜୀକରଣ ପାଇଁ ପରାମର୍ଶ ଦିଆଯାଇଛି ।!-->…
ରାତିରେ ଧୂମ୍ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ହୃତଘାତରେ ଚାଲିଗଲା ଜୀବନ
ଭୁବନେଶ୍ୱର (ରାଜ୍ୟକାହାଣୀ )ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯ ବର୍ଷୀୟ ରାଜେଶ!-->…
ଆଜି ହେଉଛି ଭାଲେଣ୍ଟାଇନ ଡେ’।ଜାଣନ୍ତୁ ଏହାର ଇତିହାସ
ଆଜି ହେଉଛି ଭାଲେଣ୍ଟାଇନ ଡେ'।ଏହି ଦିନକୁ ଉତ୍ସାହର ସହ ଅପେକ୍ଷା କରିଥାଆନ୍ତି ପ୍ରେମୀଯୁଗଳ । ୧୪ ଫେବୃଆରୀରେ ଭାଲେଣ୍ଟାଇନ୍ସ ଡେ ପାଳନ କରାଯାଏ । ବିଶେଷକରି ପ୍ରେମୀଯୁଗଳଙ୍କ ପାଇଁ ଭାଲେଣ୍ଟାଇନ୍ସ ଡେ’ ଅତ୍ୟନ୍ତ ସ୍ୱତନ୍ତ୍ର । କିନ୍ତୁ ଏହା ପୂର୍ବରୁ ଭାଲେଣ୍ଟାଇନ୍ସ ସପ୍ତାହ ୭ଫେବୃଆରୀରୁ!-->…
ଏସ୍ସିବି ଓପିଡିରେ ଏଣିକି ନିର୍ଦ୍ଦିଷ୍ଟ ବାର ବ୍ୟତୀତ ଅନ୍ୟ ଦିନ ଡାକ୍ତରଙ୍କୁ ଭେଟି ପାରିବେ ରୋଗୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏସ୍ସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ୍ରେ ରୋଗୀଙ୍କ ସୁବିଧା ପାଇଁ ବହିର୍ବିଭାଗ (ଓପିଡି) ଚିକିତ୍ସା ସେବାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି । ଏବେ ରୋଗୀମାନେ ନିର୍ଦ୍ଧାରିତ ଦିନ ବ୍ୟତୀତ ଅନ୍ୟ କାର୍ଯ୍ୟ ଦିବସରେ ଚିକିତ୍ସା କରୁଥିବା ସମ୍ପୃକ୍ତ!-->…
ଚାକିରି ଦେବା ନାଁରେ ଠକେଇ; ବନ୍ଧାହେଲେ ମହିଳା ସ୍ବେଚ୍ଛାସେବୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ବନ୍ଧାହେଲେ ମହିଳା ସ୍ବେଚ୍ଛାସେବୀ। ଚାକିରି ଦେବାକୁ କହି ଠକେଇ ମାମଲରେ ଜଣେ ମହିଳାଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ। ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଉଥିବା ସୁରେଶ୍ବରୀ ଜେନାଙ୍କୁ ଗିରଫ କରାଯାଇଛି। ଖଣ୍ଡଗିରି ପୋଲିସର ଏକ ଟିମ କେନ୍ଦୁଝରରୁ ଗିରଫ!-->…