Browsing Category

ଆଜିର ଖବର

ପୁଣି ବଦଳିବ ଶାମୁକା ବିଚ୍ ପ୍ରକଳ୍ପ ମାଷ୍ଟରପ୍ଲାନ୍

ପୁରୀର ଶାମୁକା ବିଚ୍ ପ୍ରକଳ୍ପର ମାଷ୍ଟର ପ୍ଲାନ ଏବେ ପୁଣି ଥରେ ବଦଳିବ। ପୁରୀରେ ପ୍ରସ୍ତାବିତ ବିମାନବନ୍ଦର ପାଇଁ ଶାମୁକା ପ୍ରକଳ୍ପର ନୂଆ ଡିଜାଇନ ପ୍ରସ୍ତୁତ କରାଯିବ।ଏଥିପାଇଁ ପର୍ଯ୍ୟଟନ ବିଭାଗ ପ୍ରକ୍ରିୟା ଆରମ୍ଭ କରିଛି। ପୁରୀ ଜିଲା ଶିପସରୁବାଲିସ୍ଥିତ ସମୁଦ୍ର ବେଳାଭୂମିରେ ଶାମୁକା

ସୁଗମ ହେଲା ଲୋକଭବନ ସହ ଯୋଡ଼ି ହେବା ବ୍ୟବସ୍ଥା, e-Lok Bhavan Odisha App ଲଞ୍ଚ କଲେ ରାଜ୍ୟପାଳ

ଭୁବନେଶ୍ୱର (ରାଜ୍ୟକାହାଣୀ )ସୁଗମ ହେଲା ଲୋକଭବନ ସହ ଯୋଡ଼ି ହେବା ବ୍ୟବସ୍ଥା । ସ୍ୱତନ୍ତ୍ର ଆପ୍‌ (Application) ମଧ୍ୟାମରେ ଏବେ ଜନସାଧାରଣ ଲୋକଭବନ ସହ ଯୋଡି ହୋଇପାରିବେ । ଭାରତର ପ୍ରଥମ ରାଜ୍ୟ ଭାବରେ ଓଡ଼ିଶାର ଲୋକଭବନରେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ସାକ୍ଷାତ ବ୍ୟବସ୍ଥା, "ଇ-ଲୋକଭବନ

ଭାରତ ପାଇଁ କଳାଦିନ; ପୁଲୱାମା ଆତଙ୍କୀ ଆକ୍ରମଣକୁ ୭ ବର୍ଷ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣର ବାର୍ଷିକୀରେ ପ୍ରାଣବଳି ଦେଇଥିବା ସାହସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୈନିକଙ୍କ ବଳିଦାନକୁ ମନେ ପକାଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ସେମାନଙ୍କର ଅଦମ୍ୟ ସାହସ, ଦେଶପ୍ରେମ ଏବଂ ସମର୍ପଣ

ଏଣିକି ଲିଙ୍ଗରାଜ ମନ୍ଦିର ପରିସରକୁ ପ୍ଲାଷ୍ଟିକ୍‌; ପତ୍ର, କାଠ, କାଗଜ ସାମଗ୍ରୀ ବ୍ୟବହାର କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର (ରାଜ୍ୟକାହାଣୀ )ଲିଙ୍ଗରାଜ ମନ୍ଦିର ପରିସରକୁ ପ୍ଲାଷ୍ଟିକ୍ ମନା। ପଲିଥିନ୍‌ କିମ୍ବା ପ୍ଲାଷ୍ଟିକ୍‌ରେ ଭୋଗ ନେଇପାରିବେ ନାହିଁ ଶ୍ରଦ୍ଧାଳୁ। ପୂଜା ସାମଗ୍ରୀ, ପ୍ରସାଦସେବନ ତଥା ଖାଦ୍ୟ ସାମଗ୍ରୀ ନେବାକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍‌ ବ୍ୟବହାର ନ କରିବା ଲାଗି ରାଜ୍ୟ ପ୍ରଦୂଷଣ

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ…

ଭୁବନେଶ୍ୱର, ( ରାଜ୍ୟ କାହାଣୀ)ରୋଗୀର ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ଓଡ଼ିଶାରେ ପ୍ରଥମ ଥର ପାଇଁ ଆଣ୍ଠୁର ନିମ୍ନଭାଗକୁ ଅତ୍ୟାଧୁନିକ ଏଣ୍ଡୋଭାସ୍କୁଲାର ଅ।ଥେରେକ୍ଟୋମି ପଦ୍ଧତିରେ ସଦ୍ୟତମ ଜେଟ୍ସଟ୍ରିମ ଟେକ୍ନୋଲଜି ବ୍ୟବହାର କରି ସୁରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ

ପ୍ରଧାନମନ୍ତ୍ରୀଙ୍କ ନୂଆ କାର୍ଯ୍ୟକାଳ ସେବା ତୀର୍ଥରେ ପ୍ରଥମ ନିଷ୍ପତ୍ତି! ପ୍ରଥମ ଦିନ ୪ ବଡ଼ ନିଷ୍ପତ୍ତି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କର ନୂତନ କାର୍ଯ୍ୟାଳୟ ‘ସେବା ତୀର୍ଥ’ ଉଦଘାଟନ କରିଛନ୍ତି। ଆଜିଠାରୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ରାଇସିନା ହିଲର ସାଉଥ ବ୍ଲକରୁ ସେବା ତୀର୍ଥକୁ ସ୍ଥାନାନ୍ତରିତ ହୋଇଛି। ସେବା ତୀର୍ଥରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଜାତୀୟ ସୁରକ୍ଷା ପରିଷଦ

ବୋରୱେଲରେ ପଡ଼ି ଚାଲିଗଲା ଦେଢ଼ ବର୍ଷ ଶିଶୁକନ୍ୟାର ଜୀବନ

ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ନୂଆ ବିଲ୍ଡିଂ କାମ ବେଳେ ଅଘଟଣ। ବୋରୱେଲରେ ପଡି ଚାଲିଗଲା ଦେଢ଼ ବର୍ଷ ଶିଶୁ କନ୍ୟାର ଜୀବନ। ମାମୁ ଘରକୁ ବୁଲିବାକୁ ଆସିଥିଲା ଭାଣିଜି । ହେଲେ ମେଡିକାଲରେ ନିର୍ମାଣଧୀନ ନୂଆ ବିଲଡିଂ ନିକଟରେ ଖେଳୁ ଖେଳୁ ବୋରୱେଲରେ ଖସି ପଡିଥିଲା । ମୃତ ଶିଶୁକନ୍ୟା ହେଲା

‘ଶ୍ରୀ ଜଗନ୍ନାଥ’ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ରାଜ୍ୟବାସୀଙ୍କ ପାଇଁ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’କୁ ପତାକା ଦେଖାଇ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟର ନବରଙ୍ଗପୁର, ଭଦ୍ରକ, ବାରିପଦା, ସମ୍ବଲପୁର, ଏବଂ ବ୍ରହ୍ମପୁରଠାରୁ ‘ଶ୍ରୀଜଗନ୍ନାଥ

ଅକ୍ଷୟ ପଟ୍ଟନାୟକଙ୍କ ଇଞ୍ଜିନିୟରିଂ ସଂଗ୍ରହାଳୟ ! ସାଇତିଛନ୍ତି ୩୦ ହଜାର ପୁରୁଣା ସାମଗ୍ରୀ

ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଅଞ୍ଚଳର ଅକ୍ଷୟ ପଟ୍ଟନାୟକ (୮୭) । ୧୯୭୦ ମସିହାରେ ସେ ମାଡ୍ରାସ (ବର୍ତ୍ତମାନର ଚେନ୍ନାଇ) ମ୍ୟୁନସିପାଲ କର୍ପୋରେସନରେ ମେକାନିକାଲ ଇଞ୍ଜିନିଅର ଭାବରେ କାମ କରୁଥିଲେ । ସେତେବେଳେ ଆରମ୍ଭ ହୋଇଥିଲା ବିଭିନ୍ନ ମେକାନିକାଲ ଯନ୍ତ୍ରପାତି ସହ ପୁରୁଣା ସାମଗ୍ରୀ ସାଇତି

ଗୋଟିଏ ବର୍ଷରେ ସର୍ବାଧିକ ୧୮ ଟି ନାଟକ ଲେଖି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଓଡ଼ିଆ ନାଟ୍ୟକାର

ଗୋଟିଏ ବର୍ଷରେ ସର୍ବାଧିକ ୧୮ ଟି ନାଟକ ଲେଖି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛନ୍ତି ଡ. ଦୀପକ ଜେନା । ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବିତନା ପଞ୍ଚାୟତ ଅନ୍ତର୍ଗତ ନଥିପୁର ଗାଁର ଅଧ୍ୟାପକ ଦୀପକ ଜେନାଙ୍କୁ ଚାରି ଆଡ଼ୁ ଶୁଭେଛାର ସୁଅ ଛୁଟୁଛି ।ଅଧ୍ୟାପନା ସହିତ ଯାତ୍ରା ନାଟକରେ ରୁଚି