Browsing Category

ଆଜିର ଖବର

ଗୋଟିଏ ବର୍ଷରେ ସର୍ବାଧିକ ୧୮ ଟି ନାଟକ ଲେଖି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ ଓଡ଼ିଆ ନାଟ୍ୟକାର

ଗୋଟିଏ ବର୍ଷରେ ସର୍ବାଧିକ ୧୮ ଟି ନାଟକ ଲେଖି ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଛନ୍ତି ଡ. ଦୀପକ ଜେନା । ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବିତନା ପଞ୍ଚାୟତ ଅନ୍ତର୍ଗତ ନଥିପୁର ଗାଁର ଅଧ୍ୟାପକ ଦୀପକ ଜେନାଙ୍କୁ ଚାରି ଆଡ଼ୁ ଶୁଭେଛାର ସୁଅ ଛୁଟୁଛି ।ଅଧ୍ୟାପନା ସହିତ ଯାତ୍ରା ନାଟକରେ ରୁଚି

ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ଆଗୁଆ ନାମଲେଖା କରାଯିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚଳିତ ବର୍ଷ ନାମଲେଖା ଆଗୁଆ କରାଯିବ। ଜୁଲାଇ ମାସ ଦ୍ୱିତୀୟ ସପ୍ତାହରୁ ଶିକ୍ଷାଦାନ ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରିଛି। ଏହାକୁ ଦୃଷ୍ଟିରେ ରଖି ସ୍ନାତକୋତ୍ତର ନାମଲେଖା ପାଇଁ ଏକକ ପ୍ରବେଶିକା

ସଂସଦ କାର୍ଯ୍ୟ ମାର୍ଚ୍ଚ ୯ପର୍ଯ୍ୟନ୍ତ ମୁଲତବୀ

ବଜେଟ ଅଧିବେଶନର ପ୍ରଥମାର୍ଦ୍ଧ ଶୁକ୍ରବାର ଶେଷ ହୋଇଛି। ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଏବଂ ପୂର୍ବତନ ସେନା ମୁଖ୍ୟ ଏମ୍.ଏମ୍. ନରବଣେଙ୍କ ଅପ୍ରକାଶିତ ଆତ୍ମଜୀବନକୁ ନେଇ ବଜେଟ ଅଧିବେଶନର ପ୍ରଥମ ଭାଗରେ ପ୍ରବଳ ‌ହୋହଲ୍ଲା ଓ ହଟ୍ଟଗୋଳ ଦେଖାଯାଇଥିଲା। ଶୁକ୍ରବାର ଅଧିବେଶନ ଆରମ୍ଭ ହେବା କ୍ଷଣି

ପିଲାଙ୍କୁ ଭାଲେଣ୍ଟାଇନ ଦିବସ ଅଶାଳୀନ ମନ୍ତବ୍ୟ ଦେଇ ଥାନାରେ ରସିକିଆ ବିଜ୍ଞାନ ଶିକ୍ଷକ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଦ୍ୟାଳୟରେ ଶିକ୍ଷକଙ୍କ ଅଭଦ୍ରାମି। ବିଜ୍ଞାନ ପାଠ ବଦଳରେ ଛାତ୍ରୀଙ୍କୁ ପଚାରୁଛନ୍ତି ‘ହଗ୍‌-ଡେ’ ଓ ‘ପ୍ରପୋଜ୍‌-ଡେ’। ଦେବଗଡ଼ ଜିଲା ରିଆମାଳ ବ୍ଲକରୁ ଆସିଛି ଏଭଳି ଏକ ସମ୍ବେଦନଶୀଳ ଖବର।ରସିକିଆ ଶିକ୍ଷକ ହେଉଛନ୍ତି ଦେବଗଡ଼ ଜିଲ୍ଲା ରିଆମାଳ ବ୍ଳକ ଗୁଣ୍ଢେଇଗୋଲା

ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି, କମିଲା ସୁନା ଦର

ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି, କମିଲା ସୁନା ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୫,୭୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୨,୮୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୫,୭୮୦ ଟଙ୍କା ରହିଥିବା

ପାରାଦୀପରେ ବ୍ଲୁ ଫ୍ଲାଗ ବିଚ୍ ସମୀକ୍ଷା କଲେ ମୁଖ୍ୟ ସଚିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଦିନିକିଆ ପାରାଦୀପ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ଏନେଇ ସମୀକ୍ଷା କରିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ପ୍ରକୃତିର ବିରଳ ଅବଦାନ ବଙ୍ଗୋପସାଗର ଉପକୂଳର ପାରାଦୀପ ଠାରୁ ୭

PMO ପାଇଲା ନୂଆ ଠିକଣା, ‘ସେବା ତୀର୍ଥ’ ଓ ‘କର୍ତ୍ତବ୍ୟ ଭବନ’ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ସାଉଥ୍ ବ୍ଲକ୍’ରୁ ବାହାରି ଏବେ ତାର ନୂଆ ଠିକଣା ସେବାତୀର୍ଥକୁ ଯିବ । ତେବେ ସଂଯୋଗର କଥା ୧୯୩୧ ମସିହା ଫେବୃଆରୀ ୧୩ ତାରିଖ ଦିନ ହିଁ ବ୍ରିଟିଶମାନେ ନୂଆଦିଲ୍ଲୀକୁ ଭାରତର ରାଜଧାନୀ ଭାବେ ଘୋଷଣା କରିଥିଲେ । ଆଉ ଆଜି ସମାନ ଦିନରେ ସାଉଥ୍ ବ୍ଲକ୍ ରୁ ବିଦାୟ

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଗୁରୁତର, ମସ୍ତିସ୍କାଘାତ ଯୋଗୁ ଆଇସିୟୁରେ ଭର୍ତ୍ତି

ଭୁବନେଶ୍ୱର (ରାଜ୍ୟକାହାଣୀ )କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ । ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ରହିଛି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲ୍କୁ ସ୍ଥାନାନ୍ତର କରାଯାଇଛି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଆଇସିୟୁରେ ରଖି

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କେନ୍ଦ୍ର ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ଓଡ଼ିଶାରୁ

ବିଶ୍ୱ ରେଡିଓ ଦିବସ: ଆଜି ରେଡିଓ ଆମ ପାଇଁ ଇତିହାସ

ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬ ମସିହା ଆଜିର ଦିନରେ ଜାତିସଂଘ ରେଡ଼ିଓର ପ୍ରତିଷ୍ଠା ହୋଇଥିଲା । ପରିବର୍ତ୍ତିତ