Browsing Category

ଆଜିର ଖବର

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କେନ୍ଦ୍ର ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ଓଡ଼ିଶାରୁ

ବିଶ୍ୱ ରେଡିଓ ଦିବସ: ଆଜି ରେଡିଓ ଆମ ପାଇଁ ଇତିହାସ

ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬ ମସିହା ଆଜିର ଦିନରେ ଜାତିସଂଘ ରେଡ଼ିଓର ପ୍ରତିଷ୍ଠା ହୋଇଥିଲା । ପରିବର୍ତ୍ତିତ

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର | ହବ୍‌ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।୧୪ଟି ରୁଟରେ ଯିବ ପ୍ରଶ୍ନପତ୍ର।

ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର

ନିଜ ଘରେ ୩୫ ଘଣ୍ଟା ଧରି ଡିଜିଟାଲ ଆରେଷ୍ଟ ହେଲେ ଦମ୍ପତି

ଭୁବନେଶ୍ୱର (ରାଜ୍ୟକାହାଣୀ )ଚାଲାକି କଲେ ବୋଲି ବଞ୍ଚିଗଲେ । ଆଧାରକାର୍ଡରେ ଆତଙ୍କବାଦୀଙ୍କ ଲିଙ୍କ ରହିଥିବା କହି ବରିଷ୍ଠ ନାଗରିକଙ୍କୁ ୩୫ ଘଣ୍ଟା ଡିଜିଟାଲ ଆରେଷ୍ଟ । ରାଜଧାନୀରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି । ନାଲକୋର ଅବସରପ୍ରାପ୍ତ ସେଫଟି ବିଭାଗର ମୁଖ୍ୟ ଥିଲେ ସରୋଜ କୁମାର ପଟ୍ଟନାୟକ

ଦୂରଦର୍ଶନର ବରିଷ୍ଠ ଖବର ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କ ଦେହାନ୍ତ

ଦୂରଦର୍ଶନର ନ୍ୟୁଜ୍ ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କର ଦେହାନ୍ତ ଘଟିଛି। ସେ ତାଙ୍କର ଶାନ୍ତ ସ୍ଵର ଏବଂ ସ୍ଵଭାବ ଏବଂ ଶୁଦ୍ଧ ହିନ୍ଦୀ ଉଚ୍ଚାରଣ ଲାଗି ବେଶ୍ ଜଣାଶୁଣା। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରଳା ଦୂରଦର୍ଶନର ଏକ ପପୁଲାର୍ ଚେହେରା ଥିଲେ। ୧୯୮୦ ଏବଂ ୧୯୯୦ ଦଶକର ଜଣେ

ବିକାଶ ନଗରରେ ସେକ୍ସ ରାକେଟ ଠାବ । ପୁଲିସ ପଞ୍ଝାରେ ୩ ଦେହଜୀବୀ, ୪ ଗ୍ରାହକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖୋର୍ଦ୍ଧା ବିକାଶ ନଗରରୁ ସେକ୍ସ ରାକେଟ୍ ଠାବ ହୋଇଛି । ଏକ ଭଡା ଘରେ ଚାଲିଥିବା ସେକ୍ସ ସ୍କାଣ୍ଡାଲର ପର୍ଦ୍ଦାଫାଶ କରିଛି ପୋଲିସ । କିଙ୍ଗପିନ୍ ସହ ୩ ଦେହଜିବୀ, ୪ ଜଣ ଗ୍ରାହକଙ୍କୁ ଧରିଛି ପୋଲିସ ।ସୂଚନାମୁତାବକ ଗତ କିଛି ଦିନ ଧରି ଏହି ସେକ୍ସ ସ୍କାଣ୍ଡାଲ

ପୁଣି ନିଶାସକ୍ତ ଅବସ୍ଥାରେ ଚେତାଶୂନ୍ୟ ହେଲେ ସପ୍ତମ ଶ୍ରେଣୀର ଦୁଇ ଛାତ୍ର

ନୟାଗଡ଼ ଜିଲା ଦଶପଲ୍ଲା ସହରାଞ୍ଚଳ ଦଶପଲା ବାଳକ ଉଚ୍ଚ ବିଦ୍ୟାଳୟରୁ ଏକ ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି । ସ୍କୁଲକୁ ଶିକ୍ଷାର ମନ୍ଦିର କୁହାଯାଉଥିବା ବେଳେ ସପ୍ତମ ଶ୍ରେଣୀର ଦୁଇ ଛାତ୍ର ମଦ୍ୟପାନ କରି ଆସିଥିବା ବେଳେ ଚେତାଶୂନ୍ୟ ହୋଇପଡିଛନ୍ତି |ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭିଭାବକଙ୍କୁ

୩ ମାସ ଭିତରେ ଶେଷ କର ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି: ହାଇକୋର୍ଟ

ଭୁବନେଶ୍ୱର (ରାଜ୍ୟକାହାଣୀ )୩ ମାସ ଭିତରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ୧୯୭୮ ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ ନିର୍ଦ୍ଦେଶ ରହିଛି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ମଧ୍ୟ

ପ୍ରକାଶ ପାଇଲା OTET ରେଜଲ୍ଟ !ମେ’ ରେ ପରବର୍ତ୍ତୀ ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ