Browsing Category

ଆଜିର ଖବର

ପ୍ରକାଶ ପାଇଲା OTET ରେଜଲ୍ଟ !ମେ’ ରେ ପରବର୍ତ୍ତୀ ଓଟିଇଟି ପରୀକ୍ଷା

ଭୁବନେଶ୍ୱର (ରାଜ୍ୟକାହାଣୀ )ପ୍ରକାଶ ପାଇଲା OTET ରେଜଲ୍ଟ । OTET-୨୦୨୫ ଫଳାଫଳ ପ୍ରକାଶ ପାଇଛି। ୧୭ ଡିସେମ୍ବରରେ ହୋଇଥିବା ପରୀକ୍ଷାର ରେଜଲ୍ଟ ବାହାରିଛି। ପେପର-୧ରେ ୪୫ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩୨ ହଜାର ଉତ୍ତୀର୍ଣ୍ଣ ହୋଇଛନ୍ତି। ପେପର-୨ରେ ୧ ଲକ୍ଷ ୮ ହଜାର ପରୀକ୍ଷାର୍ଥୀଙ୍କ

ସୁନା କମିଥିବାବେଳେ ବଢ଼ିଲା ରୁପାର ଦର

ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୪୦୦ ଟଙ୍କା

ଚଳିତ ମାସ ୧୩ ତାରିଖରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଚଳିତ ମାସ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁରଠାରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନାର ପ୍ରଥମ ପର୍ଯ୍ୟାୟ ଶୁଭାରମ୍ଭ କରିବେ । ୫୦୦ ଶ୍ରଦ୍ଧାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିବେ ।ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ସରୋଜ କୁମାର ସ୍ୱାଇଁ ଏହି ଯୋଜନା ସମ୍ପର୍କରେ ସୂଚନା

ବନ୍ଦକୁ ନେଇ ସମବାୟ ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କଲେ ବିଧାୟକ ଅରୁଣ ସାହୁ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡିଶାରେ ଭାରତ ବନ୍ଦର ପ୍ରଭାବ ବିଶେଷ ପଡି ନାହିଁ ଏଭଳି କିଛି କହିଛନ୍ତି, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।ଆହୁରି କହିଛନ୍ତି, ପ୍ରାୟତଃ ଗାଡି ଘୋଡା ଚାଲୁଛି , ବନ୍ଦର ବିଶଷ ପ୍ରଭାବ ପଡିନାହିଁ । ଟୋକା ପଞ୍ଝାଏ ବୁଲୁଛନ୍ତି, ବନ୍ଦ ପାଇଁ ଯାଉଛନ୍ତି । ତେବେ

ଏୟାର ଇଣ୍ଡିଆ ଫ୍ଲାଇଟ୍-AI17 ର ଦୁର୍ଘଟଣା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଦାବି: ଜାଣିଶୁଣି ବନ୍ଦ କରାଯାଇଥିଲା ଫୁଏଲ…

୧୨ ଜୁନ୍ ୨୦୨୫ରେ, ଅପରାହ୍ନରେ ଗୁଜୁରାଟର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ବୋଇଂ ୭୮୭-୮ ବିମାନ ଉଡ଼ାଣ ଆରମ୍ଭ ହେବାର ମାତ୍ର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନର ପଛ ଭାଗ ମେଡିକାଲ୍ ହଷ୍ଟେଲ୍ କୋଠାରେ ଧକ୍କା ଦେଇଥିଲା। ବିମାନରେ ଥିବା ୨୪୧ ଜଣ ଯାତ୍ରୀ ଓ କ୍ରୁ

ଚାର୍ଜସିଟ୍‌ରୁ ନୂଆ ଟ୍ଵିଷ୍ଟ : ବିକ୍ରମଙ୍କ ଆପତ୍ତିଜନକ ଫଟୋ ପାଇଁ ପୀତବାସଙ୍କୁ ହତ୍ୟା ସନ୍ଦେହ

ଭୁବନେଶ୍ୱର (ରାଜ୍ୟକାହାଣୀ )ପୀତବାସ ପଣ୍ଡା ହତ୍ୟା ଘଟଣା ଚାର୍ଜସିଟ୍‌ରେ ଟ୍ୱିଷ୍ଟ୍ । ହତ୍ୟା ପଛରେ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ରହିଥିବା ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସମୟରେ ଦର୍ଶାଇଥିଲା । ତେବେ ଚାର୍ଜସିଟ୍‌ରେ ଆଉ ଗୋଟିଏ କାରଣ ଯୋଡ଼ାଯାଇଛି ।ପୀତବାସ ପଣ୍ଡା ହତ୍ୟା ମାମଲାରେ

୩ ମାସରେ ସରିବ SIR ପୂରା ପ୍ରକ୍ରିୟା ! ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଭୋଟର ତାଲିକାର ହେବ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍) । ଏପ୍ରିଲରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ୧୨ ରାଜ୍ୟରେ ଏସଆଇଆର୍ ପ୍ରକ୍ରିୟା

ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍, ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦୁର୍ଘଟଣାରୁ ବର୍ତ୍ତିଲେ ଆନ୍ଦୋଳନକାରୀ । ରାୟଗଡା ଶିରିଗୁଡ଼ା ଛକରେ ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍ । ଆଜି ବନ୍ଦ ଡାକରା ଦେଇଥିବା ବେଳେ ଶିରିଗୁଡ଼ା ଛକରେ ଅନେକ ଯାନବାହାନ ଅଟକିଥିଲା।ଶତାଧିକ ଆନ୍ଦୋଳନକାରୀଙ୍କ ସହ ସୁରକ୍ଷା ଦୃଷ୍ଟିରୁ ପୋଲିସ ମଧ୍ୟ ଉପସ୍ଥିତ

ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା

ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା ସହ ଅନ୍ୟ ସଙ୍ଗଠନଗୁଡିକର ସମର୍ଥନ ଲୋଡ଼ିଛନ୍ତି। ଅନ୍ୟପଟେ ଆଜି

ଆଇଏମଏସ୍ ଆଣ୍ଡ ସମ ହସ୍ପିଟାଲ ପକ୍ଷରୁ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର( ରାଜ୍ୟ କାହାଣୀ), ଫେବୃଆରୀ ୧୧: ଦେଶ ବ୍ୟାପୀ କୁଷ୍ଠରୋଗ ନିରାକରଣ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ ଆଣ୍ଡ ସମ ହସ୍ପିଟାଲ୍ ପକ୍ଷରୁ ଏକ ସ୍ପର୍ଶ କୁଷ୍ଠ ସଚେତନତା କାର୍ଯ୍ୟକ୍ରମ ହସ୍ପିଟାଲର