Browsing Category
ଆଜିର ଖବର
ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ ସୁବ୍ରତ ବେହେରା
ଭୁବନେଶ୍ୱର (ରାଜ୍ୟକାହାଣୀ )ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁବ୍ରତ ପ୍ରାୟ ୨.୩୮ କୋଟି ଟଙ୍କାର ସରକାରୀ ପାଣ୍ଠି ହରିଲୁଟ କରିଥିବା ଅଭିଯୋଗରେ କଟକ ଭିଜିଲାନ୍ସ ଥାନାରେ କେସ ନଂ ୦୬/୨୦୨୬!-->…
ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜେନ୍ଦ୍ରଙ୍କୁ ଜାମିନ
ଭୁବନେଶ୍ୱର (ରାଜ୍ୟକାହାଣୀ )ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରାଜେନ୍ଦ୍ରଙ୍କୁ ଜାମିନ । ପ୍ରଥମ ଅଭିଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜାମିନ୍ ମଞ୍ଜୁର କରିଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ମୁଚାଲିକାରେ ଜାମିନ୍ ପ୍ରଦାନ!-->…
ଓଡିଶାରେ ୭୬୫ଟି ଡଲଫିନ୍ ଚିହ୍ନଟ
ଭୁବନେଶ୍ୱର (ରାଜ୍ୟକାହାଣୀ )ଡଲଫିନ୍ ସଂରକ୍ଷଣରେ ଓଡ଼ିଶାକୁ ବଡ଼ ସଫଳତା ମିଳିଛି । ୨୦୨୫-୨୬ ଡଲଫିନ୍ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍ ରହିଛନ୍ତି ।ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର,!-->…
୨୦୨୭ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ପାଇପ୍ ପାଣି ଯୋଗାଣ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଗକୁ ଖରାଦିନ ଆସୁଥିବାବେଳେ ଏବେଠୁ ଗାଁଗାଁରେ ପିଇବା ପାଣି ସଙ୍କଟ ଦେଖାଦେଲାଣି। ତେବେ ୨୦୨୭ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ଗ୍ରାମକୁ ପାଇପ୍ ଜଳ ଯୋଗାଣ ସୁବିଧା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ ମିଶନ୍ ମୋଡ୍ରେ କାର୍ଯ୍ୟକାରୀ କରି!-->…
ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । କାର୍ଯ୍ୟସୂଚୀ ଅନୁଯାୟୀ ଦ୍ୱିତୀୟ ଭୋଗମଣ୍ଡପ ନୈବେଦ୍ୟ ସମାପ୍ତ!-->…
ପୁରୀ ସମୁଦ୍ର କୂଳରେ ବିଚରଣ କରୁଛନ୍ତି ହଜାର ହଜାର ସଂଖ୍ୟାରେ ଜୀବନ୍ତ ଶାମୁକା
ପୁରୀ ସମୁଦ୍ର କୂଳରେ ବିଚରଣ କରୁଛନ୍ତି ହଜାର ହଜାର ସଂଖ୍ୟାରେ ଜୀବନ୍ତ ଶାମୁକା। ରାତିରେ ଦଳ ଦଳ ହୋଇ କୂଳକୁ ଆସୁଛନ୍ତି ଓ ବାଲିରେ ବିଚରଣ କରି ସୂର୍ଯ୍ୟ ଉଦୟର ଘଣ୍ଟାଏ କି ଦୁଇ ଘଣ୍ଟା ଭିତରେ ପୁଣି ସମୁଦ୍ର ଭିତରକୁ ଚାଲି ଯାଉଛନ୍ତି।। ତେବେ ଏହାର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଦୃତ!-->…
ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ ! ଭୁଲ ଛାପିଲେ ଦୃଢ କାର୍ଯ୍ୟାନୁଷ୍ଠାନ
ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ ଶେଷ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୫ ଜଣ ପଞ୍ଜିକାର ସେମାନଙ୍କ ପାଣ୍ଡୁଲିପି ଶ୍ରୀମନ୍ଦିର ପ୍ରଶାସନ ନିକଟରେ ଦାଖଲ କରିଥିଲେ ।ଶ୍ରୀମନ୍ଦିର ମୁଖ୍ୟ!-->…
ବଡ ଘୋଷଣା କଲେ ଓମ ବିର୍ଲା। ଯିବେନି ଲୋକସଭା
ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ଆଣିବାକୁ ବିରୋଧୀ ସଜବାଜ ହେଉଛନ୍ତି । ଏନେଇ ଏକ ନୋଟିସ୍ ଲୋକସଭାର ମହାସଚିବଙ୍କୁ ଦିଆଯାଇଛି ।କଂଗ୍ରେସ ସମେତ ୧୧୮ ସାଂସଦ ଆଣିଛନ୍ତି ଅନାସ୍ଥା ପ୍ରସ୍ତାବ ନୋଟିସ । ଲୋକସଭା ମହାସଚିବଙ୍କ ନିକଟରେ ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ!-->…
ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC: ହାଇକୋର୍ଟ
ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ବାର୍ଥ ମାମାଲା ଖାରଜ । ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC । ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ ।ମୋଟର ଯାନ ଆଇନ ଧାରା ୧୬୭, ଉପଧାରା!-->…
ଏସସିବି ଆଇସିୟୁ ବେଡ୍ରୁ ରୋଗୀ ପଡିବା ଘଟଣା । ସେଦିନ ଡ୍ୟୁଟିରେ ଥିବା କର୍ମଚାରୀ ନିଲମ୍ବିତ
ଏସସିବି ଆଇସିୟୁ ବେଡ୍ରୁ ରୋଗୀ ପଡିବା ଘଟଣା । ସେଦିନ ଡ୍ୟୁଟିରେ ଥିବା କର୍ମଚାରୀ ନିଲମ୍ବିତ ହୋଇଛନ୍ତି । କର୍ମଚାରୀଙ୍କ ବିରୋଧରେ ତଦନ୍ତ ଚାଲିବ । ତଦନ୍ତ ନସରିବା ଯାଏଁ କାର୍ଯ୍ୟରୁ ଅନ୍ତର ରହିବେ । ତଦନ୍ତ ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ଏନେଇ ସୂଚନା ଦେଇଛନ୍ତି ଏସ୍ସିବି!-->…