Browsing Category

ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା

ଭୁବନେଶ୍ୱର (ରାଜ୍ୟକାହାଣୀ )NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ୫ ବର୍ଷରୁ କମ ସମୟ

ବ୍ରହ୍ମଗିରି ବିଧାୟିକାଙ୍କ ମାଙ୍କଡ଼ ଉପାଖ୍ୟାନ, ସଞ୍ଜୟଙ୍କ ପାଲଟା ଜବାବ 

ଭୁବନେଶ୍ବର (ରାଜ୍ୟ କାହାଣୀ)କୃଷ୍ଣପ୍ରସାଦ ବ୍ଲକ୍ ଅଧ୍ୟକ୍ଷା ବିଜେପିରେ ମିଶିବା ପରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ତେର୍ଚ୍ଛାବାଣ ମାରିଛନ୍ତି। ମାଙ୍କଡ଼ ଉପାଖ୍ୟାନ ରଖି ସେ କହିଛନ୍ତି, ବିଜେପିରେ ଯେମିତି ମିଶ୍ରଣ ଚାଲୁ ରହିଛି, ବିଜେଡିର ସେମିତି ନିଲମ୍ବନ ପ୍ରକ୍ରିୟା ଚାଲୁ

ନବୀନଙ୍କୁ ମନମୋହନଙ୍କ ଜବାବ ‘ଔଷଧ ବିକଳରେ ତାଟିଆ କାମୁଡ଼ି ହେଉଛନ୍ତି’

ଭୁବନେଶ୍ବର(ରାଜ୍ୟ କାହାଣୀ)ମଣ୍ଡି ଅବ୍ୟବସ୍ଥା ଓ ଧାନକିଣା ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ପ୍ରସଙ୍ଗରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପାଲଟା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ଧାନକିଣା ବ୍ୟବସ୍ଥାରେ ବିଭ୍ରାଟ

ଏଥର ବଜେଟରେ ମହାନଦୀ ପ୍ରସଙ୍ଗରେ ଉତ୍ତର ରଖିବେ ଏଜି

ଭୁବନେଶ୍ବର,( ରାଜ୍ୟ କାହାଣୀ) ଆଗକୁ ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନ ରହିଛି । ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳମାନଙ୍କ ମଧ୍ୟରେ ଏବେଠାରୁ ବଳ କଷାକଷି ଆରମ୍ଭ ହେଲାଣି । ତେଣୁ ଏଥର ବିଧାନସଭାର ବଜେଟ ଅଧିବେଶନଟି ଉଭୟ ବିରୋଧୀ ଓ ରାଜ୍ୟରେ ପ୍ରଥମ ଥର କରି ସରକାର ଗଠନ କରିଥିବା ବିଜେପି

ମେଡିକାଲ ଆଇସିୟୁରେ ଅଭାବନୀୟ ଦୃଶ୍ୟ, ବେଡ ବାଡ ଭାଙ୍ଗି ଗଳିପଡିଲେ ରୋଗୀ

କଟକ ଏସସିବି ମେଡିକାଲରୁ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଆଇସିୟୁ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଚିକିତ୍ସା ଚାଲିଥିବା ସମୟରେ ଜଣେ ମହିଳା ରୋଗୀ ବେଡ୍ ରୁ ବାଡା ଭାଙ୍ଗି ତଳକୁ ଖସିପଡିଥିବା ସୂଚନା ରହିଛି ।ଏସସିବି ମେଡିକାଲ ମେଡ଼ିସିନ୍ ବିଭାଗ ପ୍ରଥମ ମହଲା ଆଇସିୟୁର ବୋଲି

ଫେବୃଆରୀ ୧୨ରେ ଭାରତ ବନ୍ଦ, ବ୍ୟାଙ୍କ ବନ୍ଦ ନା ଖୋଲା ?

ଫେବୃଆରୀ ୧୨ ତାରିଖରେ ଭାରତ ବନ୍ଦ ଡାକରା । କେନ୍ଦ୍ରୀୟ ବାଣିଜ୍ୟ ସଂଗଠନ ଏହି ବନ୍ଦ ଡାକରା ଦେଇଥିବା ବେଳେ ୧୦ରୁ ଅଧିକ ସଂଗଠନ ଏହାକୁ ସମର୍ଥନ ଦେଇଛନ୍ତି । ସେହିଭଳି ବ୍ୟାଙ୍କ ଆସୋସିଏସନ୍‌ ମଧ୍ୟ ବନ୍ଦକୁ ପୂର୍ଣ୍ଣ ସମର୍ଥନ ଦେଇଛି । ତେଣୁ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିପାରେ । ନୂଆ

ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା । ଜରୁରୀକାଳୀନ

‘ଡକାୟତିଠୁ କମ ନୁହେଁ ଡିଜିଟାଲ ଆରେଷ୍ଟ-ସୁପ୍ରିମକୋର୍ଟ

ଡିଜିଟାଲ ଆରେଷ୍ଟକୁ ଡକାୟତି କହିଲେ ସର୍ବୋଚ୍ଚ ନ୍ୟାୟାଳୟ। ଡିଜିଟାଲ ଆରେଷ୍ଟ୍ ଜରିଆରେ ପୀଡ଼ିତମାନେ ୫୪ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହରାଇବା ଘଟଣା ଡକାୟତିଠାରୁ କିଛି କମ୍ ନୁହେଁ। ଏଭଳି ଅପରାଧକୁ ରୋକିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ, ବ୍ୟାଙ୍କ, ଦୂର ସଂଚାର ବିଭାଗ ଓ ଅନ୍ୟ

ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍ !ଶିକ୍ଷକଙ୍କୁ ବିଦ୍ୟାଳୟରୁ ଟେକି ନେଇ ବାହାରେ ଛାଡ଼ିଲେ ଯୁବକ

ଭୁବନେଶ୍ୱର (ରାଜ୍ୟକାହାଣୀ )ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍। ଦାରିଙ୍ଗବାଡି ବ୍ଲକ ଗୁମିକିଆ ପଞ୍ଚାୟତର ସୁକାଲାଦା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଧନୁଞ୍ଜୟ ଦଣ୍ଡିଆ ସବୁବେଳେ ମଦ ପିଇ ସ୍କୁଲକୁ ଆସୁଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇବା ବଦଳରେ ଚୌକିରେ

ନାବାଳିକାର ଜୀବନ ବଞ୍ଚାଇ ଦେଲା ମୃତ କୁକୁର !

ମଲା କୁକୁର ଦେଲା ନୂଆ ଜୀବନ ଦାନ… ଆତ୍ମହତ୍ୟା ଉଦ୍ୟମ କରି ନଦୀକୁ ଡେଇଁ ପଡିଲେ ଛାତ୍ରୀ । ଗଜପତି ଜିଲ୍ଲାରେ ବିଦ୍ୟାଳୟରୁ ଫେରୁଥିବା ସମୟରେ ଜଣେ ନବମ ଶ୍ରେଣୀ ଛାତ୍ରୀ କୌଣସି କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଛାତ୍ରୀ ଜଣକ ନିଜ ୟୁନିଫର୍ମ ଓ ସ୍କୁଲ ବ୍ୟାଗ୍ ସହ ମହେନ୍ଦ୍ରତନୟା ନଦୀ