Browsing Category

ଆଜିର ଖବର

‘ଡକାୟତିଠୁ କମ ନୁହେଁ ଡିଜିଟାଲ ଆରେଷ୍ଟ-ସୁପ୍ରିମକୋର୍ଟ

ଡିଜିଟାଲ ଆରେଷ୍ଟକୁ ଡକାୟତି କହିଲେ ସର୍ବୋଚ୍ଚ ନ୍ୟାୟାଳୟ। ଡିଜିଟାଲ ଆରେଷ୍ଟ୍ ଜରିଆରେ ପୀଡ଼ିତମାନେ ୫୪ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହରାଇବା ଘଟଣା ଡକାୟତିଠାରୁ କିଛି କମ୍ ନୁହେଁ। ଏଭଳି ଅପରାଧକୁ ରୋକିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ, ବ୍ୟାଙ୍କ, ଦୂର ସଂଚାର ବିଭାଗ ଓ ଅନ୍ୟ

ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍ !ଶିକ୍ଷକଙ୍କୁ ବିଦ୍ୟାଳୟରୁ ଟେକି ନେଇ ବାହାରେ ଛାଡ଼ିଲେ ଯୁବକ

ଭୁବନେଶ୍ୱର (ରାଜ୍ୟକାହାଣୀ )ମଦ ପିଇ ସ୍କୁଲକୁ ଝୁଲି ଝୁଲି ଆସିଲେ ସାର୍। ଦାରିଙ୍ଗବାଡି ବ୍ଲକ ଗୁମିକିଆ ପଞ୍ଚାୟତର ସୁକାଲାଦା ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ଧନୁଞ୍ଜୟ ଦଣ୍ଡିଆ ସବୁବେଳେ ମଦ ପିଇ ସ୍କୁଲକୁ ଆସୁଛନ୍ତି। ଛାତ୍ରଛାତ୍ରୀମାନଙ୍କୁ ପାଠ ପଢାଇବା ବଦଳରେ ଚୌକିରେ

ନାବାଳିକାର ଜୀବନ ବଞ୍ଚାଇ ଦେଲା ମୃତ କୁକୁର !

ମଲା କୁକୁର ଦେଲା ନୂଆ ଜୀବନ ଦାନ… ଆତ୍ମହତ୍ୟା ଉଦ୍ୟମ କରି ନଦୀକୁ ଡେଇଁ ପଡିଲେ ଛାତ୍ରୀ । ଗଜପତି ଜିଲ୍ଲାରେ ବିଦ୍ୟାଳୟରୁ ଫେରୁଥିବା ସମୟରେ ଜଣେ ନବମ ଶ୍ରେଣୀ ଛାତ୍ରୀ କୌଣସି କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଛାତ୍ରୀ ଜଣକ ନିଜ ୟୁନିଫର୍ମ ଓ ସ୍କୁଲ ବ୍ୟାଗ୍ ସହ ମହେନ୍ଦ୍ରତନୟା ନଦୀ

୧୦୦ ଟଙ୍କାର ଗହମ ଚୋରି ପାଇଁ ୪୫ ବର୍ଷ ପରେ ଧରା ପଡିଲା ଚୋର

ମଧ୍ୟପ୍ରଦେଶର ଖରଗୋନ ଜିଲ୍ଲାର ଜଣେ ୬୫ ବର୍ଷୀୟ ବ୍ୟକ୍ତି ଫେରାର ହେବାର ୪୫ ବର୍ଷ ପରେ ଏକ ଚୋରି ଅଭିଯୋଗରେ ଗିରଫ ହୋଇଛନ୍ତି । ମାମଲା ୧୯୮୦ ମସିହାର । ବାଲକାୱଡ଼ା ଥାନା ଅଧୀନସ୍ଥ ବଲଖଡ଼ ଗାଁ ନିକଟସ୍ଥ ବାଲସମୁନ୍ଦ କାକଡ଼ ଅଞ୍ଚଳରେ ସଲିମଙ୍କ ସମେତ ୭ ଜଣ ଯୁବକ ଦିନେ ରାତିରେ କ୍ଷେତରେ ପଶି

ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ୮୧ ଦିନ ଧରି ବନ୍ଦ ଅଙ୍ଗନବାଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜିର ଡିଜିଟାଲ ଯୁଗରେ ବଞ୍ଚିଛି ଜାତିପ୍ରଥା । ଜାତିପ୍ରଥାର ଏଭଳି କୁତ୍ସିତ ପରମ୍ପରା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରରେ । ଅନୁସୂଚିତ ଜାତିର ଯୁବତୀଙ୍କ ନିଯୁକ୍ତି ପରେ ଅଙ୍ଗନବାଡ଼ିକୁ ଶିଶୁଙ୍କୁ ପଢିବାକୁ ଛାଡୁ ନାହାନ୍ତି ଗ୍ରାମବାସୀ । ଏପରିକି

ଚନ୍ଦ୍ରଯାନ-୪: ଲ୍ୟାଣ୍ଡିଂ ପାଇଁ ସ୍ଥାନ ଚିହ୍ନଟ କଲା ଇସ୍ରୋ

ଚନ୍ଦ୍ରଯାନ-୪ ମିଶନ ପାଇଁ ଚନ୍ଦ୍ର ପୃଷ୍ଠରେ ସୁରକ୍ଷିତ ଅବତରଣ ସ୍ଥଳୀ ପାଇଛି ଇସ୍ରୋ । ଚନ୍ଦ୍ରର ଦକ୍ଷିଣ ମେରୁ ନିକଟରେ ଅବତରଣ କରିବ ଚନ୍ଦ୍ରଯାନ-୪ । ଚନ୍ଦ୍ରଯାନ-୨ ଅର୍ବିଟର୍‌ରେ ମିଳିଥିବା ଫଟୋ ଆଧାରରେ ବୈଜ୍ଞାନିକମାନେ ମନ୍ସ ମାଉଣ୍ଟେନ୍ (ଏମ୍‌ଏମ୍-୪) କ୍ଷେତ୍ରକୁ ଅବତରଣ ପାଇଁ ଉପଯୁକ୍ତ

୧୦୦ କୋଟି ସ୍ମାର୍ଟଫୋନ୍ ଉପରେ ସାଇବର ଆଟାକ୍ ବିପଦ

ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ବଡ କଥା | ଗୁଗୁଲ୍ ନିଶ୍ଚିତ କରିଛି ଯେ ୪୦% ରୁ ଅଧିକ ଅର୍ଥାତ ୧୦୦ କୋଟି ଆଣ୍ଡ୍ରଏଡ୍ ଫୋନ୍ ଏବେ ମାଲୱେର୍ ଏବଂ ସ୍ପାଏୱାୟାର ଆକ୍ରମଣର ଶିକାର ହୋଇପାରନ୍ତି । ଆଣ୍ଡ୍ରଏଡ୍ ୧୨ କିମ୍ବା ପୁରୁଣା ଭର୍ସନ ଚଲାଉଥିବା ଆଣ୍ଡ୍ରଏଡ୍

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର। ଅର୍ଡର କଲେ ସିଟ୍‌ରେ ପାଖରେ ମିଳିବ ଖାଦ୍ୟ

ଆଇଆରସିଟିସି ଆରମ୍ଭ କରିଛି ଇ-ପ୍ୟାଣ୍ଟ୍ରି। ଏବେ ଟ୍ରେନ୍ ଯାତ୍ରା ପୂର୍ବରୁ ଅନଲାଇନ୍ ରେ କରିପାରିବେ ଖାଦ୍ୟପେୟ ବୁକିଂ। ଆପଣଙ୍କ ସିଟ୍ ପାଖରେ ପହଞ୍ଚିଯିବ ଗରମା ଗରମ ଖାଦ୍ୟ। ପୂର୍ବରୁ ଏହି ସୁବିଧା କେବଳ ପ୍ରିମିୟମ୍ ଟ୍ରେନ୍ ରେ ଥିଲା। ଏହି ସୁବିଧା ଏବେ ୨୫ ମେଲ୍ ଏକ୍ସପ୍ରେସ୍ ଟ୍ରେନ୍ ରେ

ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା । କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା

ଭୁବନେଶ୍ୱର (ରାଜ୍ୟକାହାଣୀ )ଆଉ ରହିବନି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହଜିବାର ଚିନ୍ତା। ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ଗୁଡ଼ିକରେ କମିବ କାଗଜପତ୍ରରେ କାରବାର। କମିବ ଦୁର୍ନୀତି, ଆସିବ ସ୍ୱଚ୍ଛତା। କାରଣ ରାଜ୍ୟର ସମସ୍ତ ପାକ୍ସଗୁଡ଼ିକ ହେବ ଡିଜିଟାଇଜେସନ୍‌।ଇ-ତଦନ୍ତ ଓ ଇ-ଅଡିଟ୍‌ କରାଯିବ।

ଇଡ୍‌କୋର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ),ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ,ଆଜି ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (ଇଡ୍‌କୋ)ର ଅଧ୍ୟକ୍ଷା ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀମତୀ ପାଢ଼ୀ ଇଡ୍‌କୋର