Browsing Category

ଆଜିର ଖବର

ଇଡ୍‌କୋର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ

ଭୁବନେଶ୍ୱର ( ରାଜ୍ୟ କାହାଣୀ),ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ,ଆଜି ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (ଇଡ୍‌କୋ)ର ଅଧ୍ୟକ୍ଷା ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ଶ୍ରୀମତୀ ପାଢ଼ୀ ଇଡ୍‌କୋର

ପୁଣି ମହାପ୍ରସାଦକୁ ଅପମାନ: ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ଭାଇରାଲ

ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ବସି ମହାପ୍ରଭୁଙ୍କ ମହାପ୍ରସାଦ ସେବନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ପୁରୀର ଏକ ହୋଟେଲରେ ବଙ୍ଗୀୟ ଯାତ୍ରୀ ଡାଇନିଂ ଟେବୁଲରେ ବସି ମହାପ୍ରସାଦ ସେବନ କରୁଥିବା ଘଟଣା ଜଗନ୍ନାଥ ପ୍ରେମୀଙ୍କୁ ଘୋର ଆଘାତ ଦେଇଛି।ଭକ୍ତି ଭାବର ସହ

୩୦୮୨ ସେଣ୍ଟରରେ ମାଟ୍ରିକ୍ ପରୀକ୍ଷା

ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମେଟ୍ରିକ୍ ପରୀକ୍ଷା ।ଚଳିତବର୍ଷ ରାଜ୍ୟର ୩୦୮୨ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ହେବ। ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ପ୍ରଶ୍ନପତ୍ର ରଖିବା ପାଇଁ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି।ଏଥର ପରୀକ୍ଷା ଦେବା ପାଇଁ ୫ ଲକ୍ଷ ୬୧ ହଜାର ୯୭୯

ବଢ଼ିଲା ସୁନା ଏବଂ ରୁପା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୮୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୮୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୬୦୦

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର (ରାଜ୍ୟକାହାଣୀ )ମଣ୍ଡିରେ ଚାଷୀ ହଇରାଣ ହେବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସମ୍ବନ୍ଧେରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି।ନବୀନ ପଟ୍ଟନାୟକ ନିଜ ଚିଠିରେ ଲେଖିଛନ୍ତି ଯେ, ଧାନ ସଂଗ୍ରହ

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ଭାରତ ଘରୋଇ ମହାକାଶ କ୍ଷେତ୍ରରେ ନିଜର କ୍ଷମତା ବୃଦ୍ଧି କରୁଛି। ଅହମଦାବାଦ ସ୍ଥିତ ଆଜିସ୍ତା ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ୍, ଏହାର ଏରୋସ୍ପେସ୍ ଭର୍ଟିକାଲ୍ ମାଧ୍ୟମରେ ଏକ ଉପଗ୍ରହରୁ କକ୍ଷପଥରେ ଥିବା ବସ୍ତୁଗୁଡ଼ିକର ଚିତ୍ର ଉତ୍ତୋଳନ କରିବାର ସ୍ୱଦେଶୀ କ୍ଷମତା ପ୍ରଦର୍ଶନ କରିଛି।

ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ

ଭୁବନେଶ୍ୱର (ରାଜ୍ୟକାହାଣୀ )ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ। ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବାପା ମାଆ ଦୁହେଁ ସମ୍ପର୍କୀୟଙ୍କ ଘରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଏକୁଟିଆର

ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ସଂସଦକୁ ଉଡ଼ାଇବାକୁ ବୋମା ଧମକ । ଏହାସହିତ ଦିଲ୍ଲୀର ପ୍ରମୁଖ ୯ଟି ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ବୋମା ଧମକ ମିଳିବା ପରେ ସଂସଦ ଏବଂ କୋର୍ଟ ପରସରକୁ ଖାଲି କରାଯାଇଛି । ତେବେ ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ ରେ ଉଲ୍ଲେଖ କରାଯାଇଛି ।

ଉକୁଣୀ ନେଲା କୁନି ଝିଅର ଜୀବନ

ଭୁବନେଶ୍ୱର (ରାଜ୍ୟକାହାଣୀ )ପରିବାର ଲୋକଙ୍କ ଦାୟିତ୍ୱହୀନତା ଯୋଗୁଁ ଉକୁଣୀ ପାଇଁ ଜଣେ ୧୨ ବର୍ଷିୟା ନାବାଳିକାର ଜୀବନ ଚାଲିଯାଇଛି । ଘଟଣା ଘଟିଛି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀର ଛାତ୍ରୀ

ଆଫେବୃଆରୀ ୧୮ ରୁ +୨ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ କେନ୍ଦ୍ରକୁ ପ୍ରବେଶ ସମୟରେ ଦୁଇସ୍ତରୀୟ ଯାଞ୍ଚ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୧୮ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । । ଏହି ପରୀକ୍ଷା ପରିଚାଳନା କିଭଳି ଭାବେ ସ୍ୱଚ୍ଛ ଓ ଶୃଙ୍ଖଳିତ ହେବା ସେଥିଲାଗି ଅଣ୍ଟା ଭିଡ଼ିଛି ପରିଷଦ । ପୁଲିସ ସୁରକ୍ଷାରେ ହବ୍‌ରୁ ପରୀକ୍ଷା