Browsing Category
ଆଜିର ଖବର
ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ
ଭୁବନେଶ୍ୱର (ରାଜ୍ୟକାହାଣୀ )ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ। ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବାପା ମାଆ ଦୁହେଁ ସମ୍ପର୍କୀୟଙ୍କ ଘରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଏକୁଟିଆର!-->…
ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ସଂସଦକୁ ଉଡ଼ାଇବାକୁ ବୋମା ଧମକ । ଏହାସହିତ ଦିଲ୍ଲୀର ପ୍ରମୁଖ ୯ଟି ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ବୋମା ଧମକ ମିଳିବା ପରେ ସଂସଦ ଏବଂ କୋର୍ଟ ପରସରକୁ ଖାଲି କରାଯାଇଛି । ତେବେ ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ ରେ ଉଲ୍ଲେଖ କରାଯାଇଛି ।!-->…
ଉକୁଣୀ ନେଲା କୁନି ଝିଅର ଜୀବନ
ଭୁବନେଶ୍ୱର (ରାଜ୍ୟକାହାଣୀ )ପରିବାର ଲୋକଙ୍କ ଦାୟିତ୍ୱହୀନତା ଯୋଗୁଁ ଉକୁଣୀ ପାଇଁ ଜଣେ ୧୨ ବର୍ଷିୟା ନାବାଳିକାର ଜୀବନ ଚାଲିଯାଇଛି । ଘଟଣା ଘଟିଛି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀର ଛାତ୍ରୀ!-->…
ଆଫେବୃଆରୀ ୧୮ ରୁ +୨ ପରୀକ୍ଷା,ପରୀକ୍ଷାର୍ଥୀଙ୍କୁ କେନ୍ଦ୍ରକୁ ପ୍ରବେଶ ସମୟରେ ଦୁଇସ୍ତରୀୟ ଯାଞ୍ଚ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୧୮ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । । ଏହି ପରୀକ୍ଷା ପରିଚାଳନା କିଭଳି ଭାବେ ସ୍ୱଚ୍ଛ ଓ ଶୃଙ୍ଖଳିତ ହେବା ସେଥିଲାଗି ଅଣ୍ଟା ଭିଡ଼ିଛି ପରିଷଦ । ପୁଲିସ ସୁରକ୍ଷାରେ ହବ୍ରୁ ପରୀକ୍ଷା!-->…
୧୨ ତାରିଖ ସର୍ବଭାରତୀୟ ଧର୍ମଘଟକୁ ପିସିସି ପକ୍ଷରୁ ସମର୍ଥନ ଘୋଷଣା
ଭୁବନେଶ୍ୱର (ରାଜ୍ୟକାହାଣୀ )ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଶ୍ରମିକ ସଂଗଠନ । ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନର ଧର୍ମଘଟ ଡାକରାକୁ ସମର୍ଥନ କରିବ କଂଗ୍ରେସ । କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍ ବାତିଲ ସହିତ ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ!-->…
ଆଜିଠୁ ବଢିବ ରାତି ତାପମାତ୍ରା
ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ ।
ଆଭ୍ୟନ୍ତରୀଣ ଓଡ଼ିଶା ଓ!-->!-->!-->…
ବଢୁଛି ପାରଦ କମୁଛି ଶୀତ । ଆସନ୍ତା 2 ଦିନ ମଧ୍ୟରେ ତାପମାତ୍ରା 2-4 ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବଢୁଛି ପାରଦ କମୁଛି ଶୀତ । ରାଜ୍ୟର 16ଟି ସ୍ଥାନରେ 32 ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ଼ କରାଯାଇଛି । ସେହିପରି ଶୀତର ପ୍ରାଦୁର୍ଭାବ କମ୍ ପଡ଼ିବା ସହିତ ରାଜ୍ୟରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ!-->…
ବିବାହିତା ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପରେ ମାଡ ମାରି ବନ୍ଧା ହେଲେ କନେଷ୍ଟବଳ
ବିବାହିତା ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସ୍ଥାପନ । ଆଉ ପ୍ରତିଶ୍ରୁତି ଦେଇଥିବା ବ୍ୟକ୍ତି ହେଉଛନ୍ତି ଜଣେ ପୋଲିସ କର୍ମଚାରୀ । ସେ ବି ବିବାହିତ ଓ ଦୁଇଟି ଛୁଆର ବାପା । କିନ୍ତୁ ପୁରୁଷ ବନ୍ଧୁ ଜଣଙ୍କ ବି ବିବାହିତ ବୋଲି ମହିଳା ଜଣଙ୍କ ଜାଣିବା ପରେ ପ୍ରେମ!-->…
ମାଲେସିଆରେ ଖୁବ୍ଶୀଘ୍ର ଲଞ୍ଚ ହେବ ୟୁପିଆଇ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଲେସିଆ ଗସ୍ତ କରିଛନ୍ତି। ତାଙ୍କର ଗସ୍ତ ଦୁଇ ଦିନ ଧରି ଚାଲିବ। ଏହି ଗସ୍ତ ପୂର୍ବରୁ, ପ୍ରଧାନମନ୍ତ୍ରୀ ମୋଦି ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଭାରତ ଏବେ ପ୍ରତିରକ୍ଷା, ସୁରକ୍ଷା, ଅର୍ଥନୀତି ଏବଂ ନବସୃଜନ ଭଳି ପ୍ରମୁଖ କ୍ଷେତ୍ରରେ ମାଲେସିଆ ସହିତ!-->…
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି : ଔଷଧ, ହୀରା ଏବଂ ଅନେକ କୃଷି ଉତ୍ପାଦ ଉପରେ ଶୂନ୍ୟ ପ୍ରତିଶତ ଶୁଳ୍କ
ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଏହାକୁ ଉଭୟ ଦେଶର ସ୍ବାର୍ଥ ପାଇଁ ଏକ ପ୍ରମୁଖ ଚୁକ୍ତି ବୋଲି ବର୍ଣ୍ଣନା କରିଛନ୍ତି। ଗୋୟଲ କହିଛନ୍ତି ଯେ ଏହି ଡିଲ୍!-->…