Browsing Category

ଆଜିର ଖବର

ମହାନଦୀ ପ୍ରସଙ୍ଗ: ବିଜେପି ସରକାରଙ୍କୁ ନବୀନଙ୍କ ଟାର୍ଗେଟ

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ବିଜେପି ସରକାରଙ୍କ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ।ନବୀନ କହିଛନ୍ତି ଯେ ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ’ଣ ଆନ୍ତରିକତା? ଟ୍ରିବ୍ୟୁନାଲରେ ମହାନଦୀ ବିବାଦ ନେଇ ଆଜି

ଆଉ ନିର୍ବାଚନ ଲଢିବିନି: ବିଭୂତି ଜେନା

ଭୁବନେଶ୍ୱର (ରାଜ୍ୟକାହାଣୀ )ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ ନିଷ୍ପତ୍ତି । ଆଉ ନିର୍ବାଚନ ଲଢିବିନାହିଁ କହିଲେ ମନ୍ତ୍ରୀ । ଯୁବବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି କହିଛନ୍ତି। ଆସନ୍ତା ବର୍ଷ ମୋତେ ୬୦ ବର୍ଷ ହେବ । ୪୫ ବର୍ଷୀୟ ଯୁବକ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଯୁବକମାନେ ଆଗକୁ ଆସିବା

ମାର୍ଚ୍ଚ ୧୪ରେ ମହାନଦୀ ଜଳ ବିବାଦ ଶୁଣାଣି

ରାଜ୍ୟ କାହାଣୀ ( ଭୁବନେଶ୍ଵର)ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ । ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ । ଏପ୍ରିଲ ୧୩

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ ।ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପ ଵିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପର ଶୁଭାରମ୍ଭ କରିବେ

ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବାକୁ ଯାଉଛି । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ ।ଅବୈଧ ନିଶା କାରବାର ରୋକିବା ପାଇଁ ବି

ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ଆଉ ଜଣେ ଦଲାଲ ଗିରଫ

ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ଆଉ ଜଣେ ଦଲାଲ ଗିରଫ। ବ୍ରହ୍ମପୁରରୁ ଇପିଲି ସୀତାରାମଙ୍କୁ ଗିରଫ କରିଛି CBI। ଦଲାଲ ଜଣକ ହେଲେ ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ଶାନ୍ତି ନଗର ଇପିଲି.ସୀତାରାମ । ସୀତାରାମ ପୋଲିସ ଏସଆଇ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ଥିବା ସିବିଆଇ ତଦନ୍ତରେ

ମହିଳା ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ସରକାରୀ ଡ୍ୟୁଟିରେ ଥିବା ଜଣେ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ । ଜଣେ ପଞ୍ଚାୟତ ନିର୍ବାହୀ ଅଧକାରୀଙ୍କ ନାଁରେ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ଥାନାରେ ମାମଲା ରୁଜୁ ହେବା ଜାଣିବା ପରେ ଅଭିଯୁକ୍ତ ପିଇଓ ବିଷପିଇ

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ସ୍କଲାରଶିପ୍ ପୋର୍ଟାଲ ଖୋଲିଲା

ଛାତ୍ରଛାତ୍ରୀଙ୍କ ପାଇଁ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଗଲା | ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୨୫–୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଯାଇଛି। ଅବଶିଷ୍ଟ ଖାଲି ଆସନ ପାଇଁ ନୂଆ

ଆଜି ଟ୍ରିବ୍ୟୁନାଲରେ ହେବ ମହାନଦୀ ବିବାଦର ୫୦ତମ ଶୁଣାଣି

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଆଜି ୫୦ ତମ ଶୁଣାଣି । ଉଭୟ ଓଡ଼ିଶା ଓ ଛତିଶଗଡ଼ ଟ୍ରିବ୍ୟୁନାଲରେ ନିଜର ପକ୍ଷ ଓ ଆପୋସ ବୁଝାମଣାର ଅଗ୍ରଗତି ବିଷୟରେ ଜଣାଇବେ। ପୂର୍ବରୁ ୪୯ଟି ଶୁଣାଣିରେ କୌଣସି ସମାଧାନ ହୋଇପାରିନାହିଁ । ଟ୍ରିବ୍ୟୁନାଲ୍ ଏପର୍ଯ୍ୟନ୍ତ ଜଳ ବଣ୍ଟନ

ବୌଦ୍ଧ ଜିଲ୍ଲା ହେଲା ମାଓମୁକ୍ତ । ଏନେଇ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି

ଭୁବନେଶ୍ୱର (ରାଜ୍ୟକାହାଣୀ )ଶେଷରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଓଡିଶା ରାଜ୍ୟ କମିଟି ସଦସ୍ୟ ସି. ପି. ଆଇ (ମାଓ ବାଦୀ )ନିଖିଲ (ନିରଞ୍ଜନ ରାଉତ ), ଇନ୍ଦୁ (ଅଙ୍କିତା, ରଶ୍ମିତା ଲେଙ୍କା ) ଆତ୍ମ ସମର୍ପଣ ପରେ ରାୟଗଡ଼ା ଜିଲ୍ଲା ନକ୍ସଲ ମୁକ୍ତ ହୋଇଛି । ବର୍ତ୍ତମାନ ବୌଦ୍ଧ ଜିଲା ମାଓ ମୁକ୍ତ