Browsing Category

ଆଜିର ଖବର

ଆତଙ୍କିତ ଦୁଅନ୍ତୁ ନାହିଁ, କେବଳ ଭୟ ସୃଷ୍ଟି ଏଭଳି ଧମକ ମିଳିଛି -ଏଜି ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଭିନ୍ନ କୋର୍ଟକୁ ବୋମା ଧମକକୁ ନେଇ ଏଜି ପୀତାମ୍ବର ଆଚାର୍ଯ୍ୟଙ୍କ ପ୍ରେସ୍‌ମିଟ୍ । ଆତଙ୍କିତ ଦୁଅନ୍ତୁ ନାହିଁ, କେବଳ ଭୟ ସୃଷ୍ଟି ଏଭଳି ଧମକ ମିଳିଛି । ବିଭିନ୍ନ ସମୟରେ ଆତଙ୍କୀ ଭୟ ସୃଷ୍ଟି ପାଇଁ ଏଭଳି କରନ୍ତି ବୋଲି ସେ କହିଛନ୍ତି । ଧମକ ମିଳିଲା ଏହାର ଅର୍ଥ

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ କରିବେ ଓଲା, ଉବର ଏବଂ ରାପିଡୋ

ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ କରିବେ।ଏହି ପ୍ରତିବାଦକୁ ‘ଅଲ ଇଣ୍ଡିଆ ବ୍ରେକଡାଉନ’ ବୋଲି ନାମ ଦିଆଯାଇଛି ଏବଂ ଡ୍ରାଇଭରମାନେ ସେମାନଙ୍କର ରାଇଡ-ହେଲିଂ ଆପଗୁଡ଼ିକୁ ସାମୂହିକ ଭାବରେ ବନ୍ଦ କରିବେ ବୋଲି ଆଶା କରାଯାଉଛି। ତେଲଙ୍ଗାନା

ଫାଇଲେରିଆ ନିରାକରଣ ପାଇଁ ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଫାଇଲେରିଆ ନିରାକରଣ ପାଇଁ ସ୍ୱାସ୍ଥ୍ୟ ବିବାଗର ବଡ ଆକ୍ସନ ପ୍ଲାନ । ଏଣିକି ଘରକୁ ଯାଇ ନିଜ ଉପସ୍ଥିତିରେ ମେଡିସିନ ଖୁଆଇବେ ସ୍ୱାସ୍ଥ୍ୟକର୍ମୀ । ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ମାଗଣା ବଣ୍ଟନ ସତ୍ତ୍ବେ ଲୋକେ ଔଷଧ ସେବନ କରୁ ନ ଥିବାରୁ ସ୍ବାସ୍ଥ୍ୟ ବିଭାଗ

ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜେଡି

ଭୁବନେଶ୍ୱର (ରାଜ୍ୟକାହାଣୀ )ମହାନଦୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଉପରେ ବିଜେଡିର ପ୍ରଶ୍ନ । ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜେଡି ।ସରକାର କେବଳ ବ୍ଲେମ ଗେମ ଖେଳୁଛନ୍ତି । ନିଜେ ଦ୍ବନ୍ଦ୍ବାତ୍ମକ ସ୍ଥିତିରେ ଅଛନ୍ତି । ଟ୍ରିପଲ ଇ଼ଜିନ ସରକାରରେ

ସ୍କୁଲ ପୋଷାକରେ ବିଳମ୍ବ ପାଇଁ କାର୍ଯ୍ୟାନୁଷ୍ଠାନ:ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର (ରାଜ୍ୟକାହାଣୀ )ସ୍କୁଲ ଯୁନିଫର୍ମ ପହଞ୍ଚିବାରେ ବିଳମ୍ବକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଛନ୍ତି ଯେ ଠିକ୍ ସମୟରେ ସ୍କୁଲ ୟୁନିଫର୍ମ କିପରି ପହଞ୍ଚିବ ସେଥିପାଇଁ ପ୍ରୟାସ କରାଯାଇଛି । କିଛି ସ୍ଥାନରେ ଅବ୍ୟବସ୍ଥା ହୋଇଛି, ଆମେ କଠଓର

ସହରାଞ୍ଚଳରେ ଖାଲି ପଡିଥିବା ସରକାରୀ ଗୃହକୁ ସୁଲଭ ଭଡ଼ା ଘରେ ପରିଣତ କରିବେ ରାଜ୍ୟ ସରକାର

ଭୁବନେଶ୍ୱର (ରାଜ୍ୟ କାହାଣୀ) ସହରାଞ୍ଚଳର ଗରିବ, ପ୍ରବାସୀ ଶ୍ରମିକ ଓ ଶ୍ରମଜୀବୀ ଜନସାଧାରଣଙ୍କ ପାଇଁ ସୁଲଭ ଆବାସ ସୁବିଧା ବଢ଼ାଇବା ଦିଗରେ ଓଡ଼ିଶା ସରକାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା—ସହରାଞ୍ଚଳ (PMAY-U 2.0) ଅଧୀନରେ ସହରାଞ୍ଚଳରେ ଥିବା କେନ୍ଦ୍ର ଓ

ହୋଲି ପାଇଁ ରେଳ ବିଭାଗ ଚଲାଇବ ୧୪୦୦ ନୁଆ ସ୍ପେଶାଲ ଟ୍ରେନ

ହୋଲି ପାଇଁ ରେଳ ବିଭାଗ ଚଲାଇବ ୧୪୦୦ ନୁଆ ସ୍ପେଶାଲ ଟ୍ରେନ। ଏହି ସଂଖ୍ୟା ୧ ,୫୦୦ କୁ ବୃଦ୍ଧି ପାଇପାରେ । ଏହି ସ୍ୱତନ୍ତ୍ର ସେବାଗୁଡ଼ିକ ପର୍ବ ସମୟରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ଏବଂ ପ୍ରମୁଖ ସ୍ଥାନଗୁଡ଼ିକ ମଧ୍ୟରେ ଉତ୍ତମ ସଂଯୋଗ ସୁନିଶ୍ଚିତ କରିବା ପାଇଁ ଲକ୍ଷ୍ୟ ରଖିଛି। ଏହି

ଆଜି ପୁଣି କମିଗଲା ସୁନା ଓ ରୁପା ଦର

ଗତ କିଛି ଦିନ ହେଲା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ସୁନା ଓ ରୂପା ଦର । ପ୍ରତିଦିନ ଏହାର ଦର ନିର୍ଦ୍ଧାରଣ କରାଯାଇଥାଏ । ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର ।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୨,୩୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର

ପରୀକ୍ଷା ପେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗୁରୁମନ୍ତ୍ର

ପରୀକ୍ଷୀ ପୂର୍ବରୁ ପିଏମ୍ ଦେଲେ ଗୁରୁମନ୍ତ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ 'ପରୀକ୍ଷା ପେ ଚର୍ଚ୍ଚା' ୯ମ ସଂସ୍କରଣ । ପରୀକ୍ଷା ପେ ଚର୍ଚ୍ଚାର ନବମ ତମ ସଂସ୍କରଣରେ ଏକ ମନ୍ତ୍ର ପ୍ରଦାନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟୟନ ବିଷୟରେ କହିଛନ୍ତି, “ପ୍ରଥମେ ତୁମର ମନକୁ ବିକଶିତ

RBI ରେପୋ ହାରରେ କଲାନି କୌଣସି ପରିବର୍ତ୍ତନ

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଚଳିତ ଆର୍ଥିକ ବର୍ଷର ଶେଷ ମୁଦ୍ରାନୀତି ଘୋଷଣା କରିଛି। ଆର୍‌ବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସୁଧ ହାର ବା ରେପୋ ରେଟ୍‌କୁ ୫.୨୫% ରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି।ରେପୋ ହାର ହେଉଛି ସେହି ହାର