Browsing Category

ଆଜିର ଖବର

ପୁରୀ ବେଳାଭୂମିରେ ବାଲୁକା କଳାରେ ପାଳିତ ହେଲା ରସଗୋଲା ଦିବସ

ଆଜି ହେଉଛି ରସଗୋଲା ଦିବସ । ପୁରୀ ସମୁଦ୍ର କୂଳରେ ବାଲୁକା କଳା ମାଧ୍ୟମରେ ପାଳିତ ହେଲା ରସଗୋଲା ଦିବସ । ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରାର ଶେଷ ନୀତି ନୀଳାଦ୍ରି ବିଜେ ଅବସରେ ରସଗୋଲା ଦିବସ ପାଳନ କରାଯିବ । ଏହି ଉତ୍ସବ ପୂର୍ବରୁ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବାଲୁକା କଳାକାର

ସୁଶାନ୍ତଙ୍କ ପରଲୋକରେ ଶୋକପ୍ରକାଶ କଲେ ମୋହନ ଓ ନବୀନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ

ଭୁବନେଶ୍ୱର (ରାଜ୍ୟ କାହାଣୀ )ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ

ସୃଷ୍ଟି ହେଲା ଗଭୀର ଅବପାତ, ପୁରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସୃଷ୍ଟି ହେଲା ଗଭୀର ଅବପାତ । ଅବପାତ ଅଧିକ ଘନୀଭୂତ ହୋଇ ଡିପ୍ ଡିପ୍ରେସନରେ ପରିଣତ ହୋଇଛି । ଅପରାହ୍ନ ସୁଦ୍ଧା ଏହି ଗଭୀର ଅବପାତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ମଧ୍ୟରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।

ଆଜି ନୀଳାଦ୍ରିବିଜେ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଆଜି ନୀଳାଦ୍ରୀ ବିଜେ। ୨୭ ଦିନ ଶୂନ୍ୟ ପଡ଼ିଲାଣି ଶ୍ରୀମନ୍ଦିର ରତ୍ନବେଦି । ଶ୍ରୀବିଗ୍ରହଙ୍କ ସ୍ନାନ ଯାତ୍ରା ପରେ ଅଣସର ଘରେ ଗୁପ୍ତ ନୀତି ପରକୁ କାଳିଆସାଆନ୍ତଙ୍କ ଜନ୍ମବେଦି ଲୀଳାଖେଳା ମଧ୍ୟ ଶେଷ ହେଲା । ଏଣିକି ନୀଳକନ୍ଦରକୁ ଫେରିଯିବେ ନୀଳାଦ୍ରିନାଥ । ପ୍ରବେଶ

ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଦିବସ

ଭୁବନେଶ୍ୱର (ରାଜ୍ୟ କାହାଣୀ)୨୦୨୬ ଆଜି ଭୁବନେଶ୍ୱର ସ୍ଥିତ ରବିନ୍ଦ୍ର ମଣ୍ଡପ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀର ୬୯ତମ ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି।ଆଜିର କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ସମ୍ବାଦ ଖବରକାଗଜର ସମ୍ପାଦିକା ଶ୍ରୀମତୀ ତନୟା ପଟ୍ଟନାୟକ, ବିଶିଷ୍ଟ ଶିଶୁ

ପ୍ରତ୍ୟାହାର ହେଲା ସିଜେପି ଆନ୍ଦୋଳନ, ସ୍ୱାଭାବିକ ହେଲା ଜନ୍ତରମନ୍ତର

ଦିଲ୍ଲୀରେ ଜନ୍ତରମନ୍ତରରେ ଚାଲିଥିବା CJP ଆନ୍ଦୋଳନ ପ୍ରତ୍ୟାହାର ଘୋଷଣା କରାଯାଇଛି । CJP ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି, ସରକାର ଆମ ଦାବି ମାନିଛନ୍ତି, ସମସ୍ତ ଛାତ୍ରଛାତ୍ରୀ ନିଜ ନିଜ ଘରକୁ ଫେରିଯାଆନ୍ତୁ । ଆମର ତିନୋଟି ପ୍ରମୁଖ ଦାବି ମଧ୍ୟରୁ ଗୋଟିଏ ପୂରଣ ହୋଇଛି । ଧର୍ମେନ୍ଦ୍ର

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଜାତୀୟ ସ୍ତରରେ ପରୀକ୍ଷା ଅନିୟମିତତା ଏବଂ ବିଶେଷକରି NEET ପ୍ରଶ୍ନପତ୍ର ଲିକ୍ ବିବାଦକୁ କେନ୍ଦ୍ର କରି ଚାଲିଥିବା ଚର୍ଚ୍ଚା ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ସେ

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ୱାଙ୍ଗଚୁକ କହିଲେ– “ଏହା ଗଣତନ୍ତ୍ରର ବିଜୟ”

କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସୋନମ ୱାଙ୍ଗଚୁକ ନିଜ ପ୍ରଥମ ପ୍ରତିକ୍ରିୟାରେ ଏହାକୁ ଗଣତନ୍ତ୍ରର ଏକ ବଡ଼ ବିଜୟ ବୋଲି ବର୍ଣ୍ଣନା କରିଛନ୍ତି । ସେ ନିଜର ସୋସିଆଲ୍ ମିଡିଆ ପୋଷ୍ଟରେ ଲେଖିଛନ୍ତି ଯେ, ଏହା ଲୋକତନ୍ତ୍ରରର ବିଜୟ । ଏହା ଶାନ୍ତି, ଧୈର୍ଯ୍ୟ ଏବଂ

ବହି ତ୍ରୁଟିକୁ ନେଇ ବଡ଼ ଅପଡେଟ୍ ; ଘରୋଇ ଫାର୍ମକୁ ମିଳିବ ସଂଶୋଧନ ଦାୟିତ୍ୱ

ପାଠ୍ୟପୁସ୍ତକରେ ମାଳମାଳ ତ୍ରୁଟି ସାମ୍ନାକୁ ଆସିବା ପରେ ମାନସମନ୍ଥନ ଆରମ୍ଭ ହୋଇଯାଇଛି । ପ୍ରଥମେ ଦକ୍ଷ ବିଶେଷଜ୍ଞମାନଙ୍କୁ ଚୟନ କରାଯାଇ କର୍ମଶାଳା ସରିଛି । ଏବେ ସଂଶୋଧନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ । ସେଥିଲାଗି ଟେଣ୍ଡର ଡାକିଛି ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ