Browsing Category

ଆଜିର ଖବର

ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର, ଟଙ୍କା ଫେରସ୍ତ ଅବଧି ବଢାଇଲେ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ପୂର୍ବରୁ ଜାନୁଆରୀ ୩୧ ଯାଏଁ ଅବଧି ଥିଲା। ଏବେ ମାର୍ଚ୍ଚ ୩୧ ଯାଏଁ ଜାରି ରହିବ ଟଙ୍କା ଫେରସ୍ତ ହେବ। ଆବେଦନକାରୀ ସମସ୍ତ ପ୍ରମାଣ ପତ୍ର ଦେଇ RIଙ୍କ ନିକଟରେ

ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଗରିବ ଲୋକଙ୍କ ପାଇଁ ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରାଞ୍ଚଳରେ ବସବାସ କରୁଥିବା ସ୍ବଳ୍ପ ଆୟକାରୀ ବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଭଡ଼ା ଘର ମିଳିବ। ବିଭିନ୍ନ ଜିଲାରେ ଖାଲି ପଡ଼ିଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଘରଗୁଡ଼ିକୁ ମରାମତି

ଦଶମ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଭୁବନେଶ୍ୱର (ରାଜ୍ୟକାହାଣୀ )ଦଶମ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ରାଉରକେଲା ପୁଲିସ ଜିଲ୍ଲା ଅଧୀନରେ ଥିବା ବିସ୍ରା ଥାନା ଅନ୍ତର୍ଗତ ଜାମବେର୍ଣ୍ଣା ଗ୍ରାମରେ ଏଭଳି ଘଟଣା ଘଟିଛି।ନାବାଳିକା ଜଣଙ୍କ ଦଶମ ଶ୍ରେଣୀରେ ପଢନ୍ତି। ଗତକାଲି ସକାଳ ସାଢେ ୯ଟାରେ ନାବାଳିକା ସାଇକଲରେ ୮ କିମି

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର (ରାଜ୍ୟକାହାଣୀ )ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି

ରାଜଧାନୀ ରାଜରାସ୍ତାରେ ନିଶାସକ୍ତ ଅଟୋ ଚାଳକଙ୍କ ହାଇଡ୍ରାମା

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜଧାନୀ ରାଜରାସ୍ତାରେ ନିଶାସକ୍ତ ଅଟୋ ଚାଳକଙ୍କ ହାଇଡ୍ରାମା । ନିଜ ଅଟୋକୁ ନିଜେ ଦୁର୍ଘଟଣା ଘଟାଇ ପଥଚାରୀଙ୍କୁ ଗାଳିଗୁଲଜ କଲେ । ଏପରିକି ବାହୁବଳୀ ଭାବେ ଓଲଟିପଡିିଥିବା ନିିଜ ଅଟୋକୁ ନିିଜେ ଶକ୍ତି ଲଗାଇ ପୁଣି ଛିଡା କରିଦେଇଥିଲେ। ଯାହାର ଭିଡିଓ ସୋସିଆଲ

IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଉଷା ପାଢ଼ୀଙ୍କୁ ଇଡ୍‌କୋ (IDCO) ଅଧ୍ୟକ୍ଷା ଭାବେ ଦାୟିତ୍ୱ ମିଳିଛି। ଏହା ସହିତ ସେ ନଗର ଉନ୍ନୟନ ବିଭାଗର ଦାୟିତ୍ୱରେ ମଧ୍ୟ ରହିବେ। ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ

ରାଶନକୁ ନେଇ ବଡ ଖବର-ଏଣିକି ଶସ୍ୟ ବଦଳରେ ମିଳିବ ‘e-RUPI’ କିମ୍ବା ନଗଦ

ପାରମ୍ପରିକ ରାଶନ ବଣ୍ଟନ ବ୍ୟବସ୍ଥା (PDS)କୁ ଆହୁରି ଆଧୁନିକୀକରଣ କରିବା ପାଇଁ ସରକାର e-RUPI (ଡିଜିଟାଲ ଭାଉଚର୍‌) ବ୍ୟବହାର କରିବାକୁ ଯାଉଛନ୍ତି। ଚଣ୍ଡିଗଡ଼ ଭଳି ସହରରେ ସଫଳ ପରୀକ୍ଷଣ ଆରମ୍ଭ ହୋଇଛି। ହିତାଧିକାରୀମାନଙ୍କୁ ଆଉ ଶସ୍ୟ ପାଇଁ ଲମ୍ବା ଧାଡ଼ିରେ ଅପେକ୍ଷା କରିବାକୁ ପଡ଼ିବ ନାହିଁ

ଓଡ଼ିଶାରେ ଖୁବଶୀଘ୍ର ଆସିପାରେ ଭାଗ ଚାଷୀ ଆଇନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଭାଗଚାଷୀଙ୍କ ପାଇଁ ନୂଆ ଆଇନ ଆଣିପାରନ୍ତି ସରକାର । ଏନେଇ ରାଜସ୍ୱ ବିଭାଗ ବିଚାର କରିବାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ହୋଇପାରିଲେ ଭାଗଚାଷୀମାନେ ସରକାରୀ ସୁବିଧା ପାଇ ପାରିବେ । ଭାଗ ଚାଷୀ ପ୍ରସଙ୍ଗରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୁଜାରୀ

ଏଣିକି ହାତ ପାଆନ୍ତରେ ମିଳିବ ରାଜସ୍ବ ସେବା, ‘ଆମ ସାଥୀ ୟୁନିଫାଏଡ୍ ହ୍ବାଟ୍ସଆପ୍ ବଟ୍’ ଉନ୍ମୋଚନ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉନ୍ମୋଚନ କରିଛନ୍ତି ।ରାଜସ୍ବ ବିଭାଗରେ ମଧ୍ୟସ୍ଥି ଯୁଗ ଶେଷ । ରାଜସ୍ବ ସେବା ଓ ଲେକଙ୍କ ମଧ୍ୟରେ ରହିବେନି ତୃତୀୟ ପାର୍ଟି । ଆଉ

ଫେବୃଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା 

ଫେବୃଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା । ଏନେଇ ସୂଚନା ଦେଲେ କଟକ ଜିଲ୍ଲାପାଳ । କହିଛନ୍ତି, ଡିଜିଟାଲ ପ୍ରକ୍ରିୟାରେ ଜନଗଣନା କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ୧୫ ଫେବୃଆରୀରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘର ଗଣନା ହେବ । ଘର ଗଣନା ସରିବା ପରେ ଆରମ୍ଭ ହେବ ଜନ ଗଣନା