Browsing Category
ଆଜିର ଖବର
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଭାରତ ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡିଶାକୁ ଫାଇଦା । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି, ଓଡିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଦେବେ ଏକ ନୂଆ ପରିଚୟ । ଶୁଳ୍କ ହ୍ରାସ ଯୋଗୁଁ ଆମେରିକା ବଜାରରେ ଓଡିଶା ଖାଦ୍ୟର ଚାହିଦା!-->…
ମାଲକାନଗିରି ପରେ ଏବେ କୋରାପୁଟ ଜିଲ୍ଲା ମାଓ ମୁକ୍ତ
ମାଲକାନଗିରି ପରେ ଏବେ କୋରାପୁଟ ଜିଲ୍ଲା ମାଓ ମୁକ୍ତ। ରାଜ୍ୟ ସରକାରଙ୍କ ନୂତନ ଆତ୍ମସମର୍ପଣ ଯୋଜନାରେ ଅନୁପ୍ରାଣିତ ହୋଇ ଛତିଶଗଡ଼ ରାଜ୍ୟର ବିଜାପୁର ଡିଭିଜନରେ ସାମିଲ ଥିବା ମମତା ପଡ଼ିଆମୀ ଏସଏଲଆର ସହ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ଠାରୁ ଟିଫିନ ବୋମା ସହିତ ଅଫୁଟା ଗୁଳି ଓ ଅନ୍ୟାନ!-->…
ଭାରତକୁ ବିପଦରେ ପକାଇଛି ସୌର ଝଡ଼। ୨୪ ଘଣ୍ଟାରେ ଉଠିଲା ୨୭ଟି ସୌର ଝଡ଼
ସୂର୍ଯ୍ୟରେ ବଡ଼ ହଲଚଲ। ୨୪ ଘଣ୍ଟାରେ ଉଠିଲା ୨୭ଟି ସୌର ଝଡ଼ । ଏହାକୁ ନେଇ ଚିନ୍ତାରେ ଇସ୍ରୋ ସମେତ ସାରା ବିଶ୍ୱର ମହାକାଶ ଗବେଷଣା ସଂସ୍ଥା।ଏହି ଝଡ଼କୁ ନେଇ ରେଡ଼ିଓ ବ୍ଳାକ ଆଉଟ ହେବା ନେଇ ଇସ୍ରୋ ଚେତାବନୀ ଦେଇଛି। ଏହାଫଳରେ ପୃଥିବୀ ବାୟୁମଣ୍ଡଳରେ ଚୁମ୍ବକୀୟ ବିକିରଣ ବୃଦ୍ଧି ପାଇବ ଓ!-->…
ଘରେ ତାଲା ପକାଇ ପ୍ରେମିକ ପରିବାର ଛୁ’; ଘର ଆଗରେ ପ୍ରେମିକାର ଧାରଣା
ରାଜ୍ୟରେ ଚହଳ ପକାଇଥିବା ବ୍ରହ୍ମପୁରର କେ.ଦୀପିକା ଓ ତପସ୍ୱିନୀ ଘଟଣା ଏବେ ବି ଲୋକଙ୍କ ମନରୁ ଲିଭିନାହିଁ । ପୁଣି ଆଉ ଏକ ଘଟଣା ସାମ୍ନାକୁ ଆସିଛି । ଆଉ ନିଜ ହକ ପାଇଁ ପୁଣି ଜଣେ ଯୁବତୀ ନିଜ ପ୍ରେମିକର ଘର ସମ୍ମୁଖରେ ଧାରଣାରେ ବସିଛନ୍ତି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୁଣ୍ଠୁପଡା!-->…
ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ ! ଏବେ ଶୀଘ୍ର ପେମେଣ୍ଟ କରି ହେବ
ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ଏହାକୁ ଧ୍ୟାନରେ ରଖି ସରକାର ଆରବିଆଇ ଏବଂ ଏନପିସିଆଇ ଫେବୃଆରୀ ୨୦୨୬ରୁ ନୂତନ ୟୁପିଆଇ ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି । ନୂତନ ନିୟମ ଅନୁଯାୟୀ, ୟୁପିଆଇ କାରବାର ଏବଂ ଏପିଆଇ ପ୍ରିତିକ୍ରିୟାଗୁଡିକୁ ୧୦!-->…
ଗ୍ରାହକଙ୍କ ପାଇଁ ଖୁସି ଖବର, ପୁଣି କମିଲା ସୁନା ରୂପା ଦର
କ୍ରାଶ୍ କରିଘଲା ସୁନା ଏବଂ ରୁପା । ଆଉ ଥରେ ଦୁଇ ଦାମୀ ଧାତୁର ଦାମ୍ ଖସି ଯାଇଛି । ଏହାସହ ଦୁଇ ଦିନ ଧରି ଉପରକୁ ଉଠୁଥିବା ସେୟାର ବଜାର ମଧ୍ୟ ତଳକୁ ଖସିଛି ।ଆଜି ସକାଳେ ସେୟାର ମାର୍କେଟ ଖୋଲିବା ମାତ୍ରେ ୨୪କ୍ୟାରେଟ ସୁନାର ମୂଲ୍ୟ ୫ହଜାର ହ୍ରାସ ପାଇଛି । ୧୦ଗ୍ରାମ ପିଛା ୨୪କ୍ୟାରେଟ୍ ସୁନାର!-->…
ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା
ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । ଖବର ଅନୁଯାୟୀ, ସୁନୀଲ ସେଠୀଙ୍କ ଘର ନୟାଗଡ଼ ଜିଲ୍ଲା ବାହାଡ଼ାଝୋଲ ଗାଁରେ । ସେ କନେଷ୍ଟବଳ ଭାବେ ନୟାଗଡ଼ ବାରାକରେ କାର୍ଯ୍ୟରତ ଥିଲେ । ନିଜ!-->…
ଆଶାୟୀଙ୍କ ପାଇଁ ନୂଆ ନିୟମ, ଚାକିରି ପାଇଲେ ଆଉ ଦେଇପାରିବେନି IAS ପରୀକ୍ଷା
କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସସି) ବୁଧବାର ଏହାର ନିୟମରେ ବଡ଼ ପରିବର୍ତ୍ତନ କରିଛି । କେଉଁ ପରୀକ୍ଷାର୍ଥୀ କେତେଥର ୟୁପିଏସସି ସିଭିଲ୍ ସର୍ଭିସ୍ ଏଗଜାମ୍ (ସିଏସଇ) ଦେଇପାରିବେ ଏବଂ ସେମାନଙ୍କ ଯୋଗ୍ୟତା କ’ଣ ରହିବ ସେ ବାବଦରେ ଘୋଷଣା କରାଯାଇଛି । ଏଥିସହ ୟୁପିଏସସି-୨୦୨୬ ପରୀକ୍ଷା ଲାଗି!-->…
ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ,ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ ।!-->…
କୋଣାର୍କ ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ ୪ଟି ଅସ୍ଥାୟୀ ପ୍ରଜନନ କେନ୍ଦ୍ରର ସୁରକ୍ଷିତ!-->…