Browsing Category

ଆଜିର ଖବର

ହାର୍ଟ ଆଟକ ରୋଗୀଙ୍କୁ ବଞ୍ଚାଇବ ‘ହାର୍ଟ ଗାର୍ଡ’ AI ମାସ୍କ

ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ହୃଦଘାତ ଆସିବା ପୂର୍ବରୁ ମିଳିବ ଆଗୁଆ ସୂଚନା । ହୃଦଘାତରେ ମଣିଷର ଅମୂଲ୍ୟ ଜୀବନ ରକ୍ଷା କରିବ ‘ହାର୍ଟ ଗାର୍ଡ’ AI ମାସ୍କ ।ଏଭଳି ଅଭିନବ ଡିଭାଇସ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି ରେଭେନ୍ସା ବିଶ୍ଵବିଦ୍ୟାଳୟ ଆଇଟିଏମ ବିଭାଗ ତୃତୀୟ ବର୍ଷର ଝିଅ

ସୁପ୍ରିମକୋର୍ଟରେ ଏସଆଇଆର ପ୍ରକ୍ରିୟାରେ ଅନିୟମିତା ଅଭିଯୋଗ ମାମଲାରେ ବର୍ଷିଲେ ଦିଦି

ସୁପ୍ରିମକୋର୍ଟରେ ବୁଧବାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍‌ଆଇଆର୍‌) ନେଇ ଶୁଣାଣି ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିଛନ୍ତି ।ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ

ବନାଗ୍ନି ନିୟନ୍ତ୍ରଣ ପାଇଁ ବନ ବିଭାଗର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆସନ୍ତା ବନାଗ୍ନି ଋତୁକୁ ସଫଳତାର ସହ ମୁକାବିଲା କରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବନାଗ୍ନି ମୁକାବିଲା ପାଇଁ ଏହି ବର୍ଷ ବୈଷୟିକ କୌଶଳ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ଏଆଇ କ୍ୟାମେରା ଓ

୨୦ ଛୁଆଙ୍କ ପାଇଁ ନିଜ ଜୀବନକୁ ବାଜିରେ ଲଗାଇ ଦେଲେ ଅଙ୍ଗନୱାଡ଼ି ରୋଷେୟା

ମଧ୍ୟପ୍ରଦେଶର ନିମଚ୍‌ ଜିଲ୍ଲା ରନପୁର ଗାଁରେ ଜଣେ ଅଙ୍ଗନବାଡି କେନ୍ଦ୍ରର ‌ରୋଷେୟାଙ୍କ ସାହସ ଓ ତ୍ୟାଗ ଯୋଗୁ ପାଖାପାଖି ୨୦ ଜଣ କୋମଳମତି ଶିଶୁଙ୍କ ଜୀବନ ବଞ୍ଚି ଯାଇଛି । ମାଦବାଡା ପଞ୍ଚାୟତରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍‌ ମହୁମାଛି ଦଳ ମାଡ଼ି

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୬ ନାବାଳକ ଗିରଫ

ବଲାଙ୍ଗୀର ଜିଲ୍ଲା ତୁରେକେଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୬ ନାବାଳକ ଗିରଫ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଭିଡିଓ ଭାଇରାଲ ପରେ ପୋଲିସ୬ ଜଣ ନାବାଳକଙ୍କୁ ଗିରଫ କରିଛି । ସୂଚନାଯୋଗ୍ୟ, ଡିସେମ୍ବର ୨୫ ତାରିଖରେ ଗଣଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍ ହୋଇଥିଲା ।

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ ହୋଇଛି।ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ । ବହୁ ଖୋଜାଖୋଜି ପରେ କୌଣସି

ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ

ଭୁବନେଶ୍ୱର (ରାଜ୍ୟକାହାଣୀ )ଓଡ଼ିଶାରେ ଅତ୍ୟାଧୁନିକ କାରା-ଭାନ ଟୁରିଷ୍ଟ ସେବାର ଶୁଭାରମ୍ଭ ହୋଇଛି । ଧଉଳି ପର୍ଯ୍ୟଟନ କ୍ଷେତ୍ରରୁ ୨ୟ ପର୍ଯ୍ୟାୟର ଏହା ଶୁଭାରମ୍ଭ ହୋଇଛି। VGF ଯୋଜନା ଦ୍ୱାରା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି । ପର୍ଯ୍ୟଟନ କ୍ଷେତ୍ରରେ ଅତ୍ୟାଧୁନିକ ଓ

ଶିଶୁବାଟିକା ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ , ୧୫ ଫେବୃଆରୀ ସୁଦ୍ଧା ବଣ୍ଟନ ଶେଷ କରିବାକୁ ଓସେପାର…

ଭୁବନେଶ୍ୱର (ରାଜ୍ୟକାହାଣୀ )ଶିଶୁ ବାଟିକା ପିଲାଙ୍କୁ ମିଳିବ ମାଗଣା ପୋଷାକ । ୧୫ ଫେବୃଆରୀ ସୁଦ୍ଧା ବଣ୍ଟନ ଶେଷ କରିବାକୁ ଓସେପାର ନିର୍ଦ୍ଦେଶ । ଓସେପା ଅତିରିକ୍ତ ନିର୍ଦ୍ଦେଶିକା (ସାଧାରଣ) ସଙ୍ଗୀତା ବେହେରାଙ୍କ ପକ୍ଷରୁ ଜାରି ପତ୍ର ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ

ଏଣିକି ବାରମ୍ଵାର ତହସିଲ ଅଫିସ ଦୌଡ଼ିବେନି ଲୋକେ। ହ୍ଵାଟସଆପରେ ମିଳିବ ରାଜସ୍ୱ ସେବା

ଭୁବନେଶ୍ୱର (ରାଜ୍ୟକାହାଣୀ )ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ହ୍ଵାଟସଆପରେ ରାଜସ୍ଵ ମନ୍ତ୍ରୀଙ୍କୁ ସିଧାସଳଖ କରିପାରିବେ ଅଭିଯୋଗ। ଦୁର୍ନୀତି ଅଭିଯୋଗ ଆସିଲେ ବଡ଼ ଆକ୍ସନ। ଆସନ୍ତାକାଲି

ଅନଲାଇନ ଗେମ ହେଲା କାଳ, ଚାଲିଗଲା ଏକା ସାଙ୍ଗରେ ୩ ଭଉଣୀଙ୍କ ଜୀବନ

ଅନଲାଇନ୍ ଗେମ୍ ପାଇଁ ଜୀବନ ହାରିଲେ ୩ ଭଉଣୀ । ଉତ୍ତର ପ୍ରଦେଶ ଗାଜିଆବାଦରେ ଜୀବନ ହାରିଲେ ୩ ନାବାଳିକା ଭଉଣୀ ।ସମସ୍ତଙ୍କ ବୟସ ୧୨, ୧୪ ଏବଂ ୧୬ ବର୍ଷ । କୋରିଆନ୍ ଲଭ୍ ଗେମ୍ ନାମକ ଅନଲାଇନ୍ ଟାସ୍କରେ ମାତିଥିଲେ ୩ ଭଉଣୀ । ଅନଲାଇନ୍ ଗେମ୍ ପାଇଁ ସବୁଦିନ ସ୍କୁଲ ମଧ୍ୟ ଯାଉ ନଥିଲେ । ଅନଲାଇନ୍