Browsing Category
ଆଜିର ଖବର
ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା
ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା ରହିଛି । ଖବର ଅନୁଯାୟୀ, ସୁନୀଲ ସେଠୀଙ୍କ ଘର ନୟାଗଡ଼ ଜିଲ୍ଲା ବାହାଡ଼ାଝୋଲ ଗାଁରେ । ସେ କନେଷ୍ଟବଳ ଭାବେ ନୟାଗଡ଼ ବାରାକରେ କାର୍ଯ୍ୟରତ ଥିଲେ । ନିଜ!-->…
ଆଶାୟୀଙ୍କ ପାଇଁ ନୂଆ ନିୟମ, ଚାକିରି ପାଇଲେ ଆଉ ଦେଇପାରିବେନି IAS ପରୀକ୍ଷା
କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସସି) ବୁଧବାର ଏହାର ନିୟମରେ ବଡ଼ ପରିବର୍ତ୍ତନ କରିଛି । କେଉଁ ପରୀକ୍ଷାର୍ଥୀ କେତେଥର ୟୁପିଏସସି ସିଭିଲ୍ ସର୍ଭିସ୍ ଏଗଜାମ୍ (ସିଏସଇ) ଦେଇପାରିବେ ଏବଂ ସେମାନଙ୍କ ଯୋଗ୍ୟତା କ’ଣ ରହିବ ସେ ବାବଦରେ ଘୋଷଣା କରାଯାଇଛି । ଏଥିସହ ୟୁପିଏସସି-୨୦୨୬ ପରୀକ୍ଷା ଲାଗି!-->…
ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ,ଖୋର୍ଦ୍ଧା ନୁହେଁ ଏଣିକି ଖୋରଧା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ ।!-->…
କୋଣାର୍କ ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ ୪ଟି ଅସ୍ଥାୟୀ ପ୍ରଜନନ କେନ୍ଦ୍ରର ସୁରକ୍ଷିତ!-->…
ହାର୍ଟ ଆଟକ ରୋଗୀଙ୍କୁ ବଞ୍ଚାଇବ ‘ହାର୍ଟ ଗାର୍ଡ’ AI ମାସ୍କ
ଭୁବନେଶ୍ୱର (ରାଜ୍ୟକାହାଣୀ )ଏଣିକି ହୃଦଘାତ ଆସିବା ପୂର୍ବରୁ ମିଳିବ ଆଗୁଆ ସୂଚନା । ହୃଦଘାତରେ ମଣିଷର ଅମୂଲ୍ୟ ଜୀବନ ରକ୍ଷା କରିବ ‘ହାର୍ଟ ଗାର୍ଡ’ AI ମାସ୍କ ।ଏଭଳି ଅଭିନବ ଡିଭାଇସ ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି ରେଭେନ୍ସା ବିଶ୍ଵବିଦ୍ୟାଳୟ ଆଇଟିଏମ ବିଭାଗ ତୃତୀୟ ବର୍ଷର ଝିଅ!-->…
ସୁପ୍ରିମକୋର୍ଟରେ ଏସଆଇଆର ପ୍ରକ୍ରିୟାରେ ଅନିୟମିତା ଅଭିଯୋଗ ମାମଲାରେ ବର୍ଷିଲେ ଦିଦି
ସୁପ୍ରିମକୋର୍ଟରେ ବୁଧବାର ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍ଆଇଆର୍) ନେଇ ଶୁଣାଣି ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ଉପସ୍ଥିତ ରହି ପକ୍ଷ ରଖିଛନ୍ତି ।ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ!-->…
ବନାଗ୍ନି ନିୟନ୍ତ୍ରଣ ପାଇଁ ବନ ବିଭାଗର ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ଆସନ୍ତା ବନାଗ୍ନି ଋତୁକୁ ସଫଳତାର ସହ ମୁକାବିଲା କରିବା ପାଇଁ ବନ ବିଭାଗ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବନାଗ୍ନି ମୁକାବିଲା ପାଇଁ ଏହି ବର୍ଷ ବୈଷୟିକ କୌଶଳ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଚଳିତ ବର୍ଷ ଏଆଇ କ୍ୟାମେରା ଓ!-->…
୨୦ ଛୁଆଙ୍କ ପାଇଁ ନିଜ ଜୀବନକୁ ବାଜିରେ ଲଗାଇ ଦେଲେ ଅଙ୍ଗନୱାଡ଼ି ରୋଷେୟା
ମଧ୍ୟପ୍ରଦେଶର ନିମଚ୍ ଜିଲ୍ଲା ରନପୁର ଗାଁରେ ଜଣେ ଅଙ୍ଗନବାଡି କେନ୍ଦ୍ରର ରୋଷେୟାଙ୍କ ସାହସ ଓ ତ୍ୟାଗ ଯୋଗୁ ପାଖାପାଖି ୨୦ ଜଣ କୋମଳମତି ଶିଶୁଙ୍କ ଜୀବନ ବଞ୍ଚି ଯାଇଛି । ମାଦବାଡା ପଞ୍ଚାୟତରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାମାନେ ଖେଳୁଥିବା ସମୟରେ ହଠାତ୍ ମହୁମାଛି ଦଳ ମାଡ଼ି!-->…
ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୬ ନାବାଳକ ଗିରଫ
ବଲାଙ୍ଗୀର ଜିଲ୍ଲା ତୁରେକେଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୬ ନାବାଳକ ଗିରଫ । ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଭିଡିଓ ଭାଇରାଲ ପରେ ପୋଲିସ୬ ଜଣ ନାବାଳକଙ୍କୁ ଗିରଫ କରିଛି । ସୂଚନାଯୋଗ୍ୟ, ଡିସେମ୍ବର ୨୫ ତାରିଖରେ ଗଣଦୁଷ୍କର୍ମ ପରେ ଭିଡିଓ ଭାଇରାଲ୍ ହୋଇଥିଲା ।!-->…
କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ
ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା କରି କୂଅରେ ପେଲି ଦିଆଯାଇଥିବା ଅଭିଯୋଗ ହୋଇଛି।ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ । ବହୁ ଖୋଜାଖୋଜି ପରେ କୌଣସି!-->…