Browsing Category
ଆଜିର ଖବର
ଗ୍ରାହକଙ୍କ ପାଇଁ ବଡ ଆଶ୍ୱସ୍ତି । ଆଜି ପୁଣି ଖସିଲା ସୁନା, ରୁପା ଦର
ପୁଣି ଥରେ ଖସିଲା ସୁନା, ରୂପା ଦର । ଲଗାତାର ପଞ୍ଚମ ଦିନରେ ଖସିଛି ସୁନା, ରୂପା ଦର । ୨୪କ୍ୟାରେଟ୍ ସୁନା ୧୪୨୦ଟଙ୍କା ହ୍ରାସ,୧୦ଗ୍ରାମ ପିଛା ୧,୫୧,୯୦୦ ହୋଇଛି । ଗତକାଲି ୨୪କ୍ୟାରେଟର ଦାମ ୧ଲକ୍ଷ ୫୩ହଜାର ୩୨୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ୍ ସୁନା ୧୩୦୦ ଟଙ୍କା ହ୍ରାସ ପାଇଛି ।!-->…
ଯାଜପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଯାଜପୁରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ଯାଜପୁର ପହଞ୍ଚିବା ପରେ ମାଆ ବିରଜାଙ୍କୁ ଦର୍ଶନ କରିଛନ୍ତି। ନାଭିଗୟାରେ ପିଣ୍ଡଦାନ କରୁଛନ୍ତି । କୁସୁମାଠାରୁ ମାଆ ବିରଜାଙ୍କ ମନ୍ଦିର ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ବରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ!-->…
ଭାରତ ଉପରେ ଟାରିଫ୍ କମାଇଲ ଆମେରିକା, ୨୫ପ୍ରତିଶତରୁ ୧୮ ପ୍ରତିଶତକୁ ଖସିଲା
ଭାରତ ଉପରେ ଟାରିଫ୍ ହ୍ରାସ କଲା ଆମେରିକା । ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କଲେ ଡୋନାଲ୍ଡ ଟ୍ରମ୍ପ । ଆଗକୁ ପୂରା ୨୫ ପ୍ରତିଶତ ହ୍ରାସ ହେବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାବାର୍ତ୍ତା ପରେ ଟାରିଫ ହ୍ରାସ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରୁଥ ସୋସିଆଲ ମିଡିଆରେ ଏହି!-->…
ପୁଅ ଥିଲେ ହୋଇଗଲେ ଝିଅ , ସମୀର ନାୟକ ଏବେ ସମୀରା
ଦିନେ ସେ ପୁଅ ଥିଲେ ଏବେ ହୋଇଯାଇଛନ୍ତି ଝିଅ । ସମୀର ନାୟକରୁ ଏବେ ତାଙ୍କ ପରିଚୟ ସମୀରା ମାଡାମ୍।ଗଞ୍ଜାମ ଖଲ୍ଲିକୋଟରୁ ଦେଖନ୍ତୁ ଜଣେ ଟ୍ରାନ୍ସୱିମେନଙ୍କ ସଂଘର୍ଷ ଆଉ ସଫଳତାର ଭିନ୍ନ କାହାଣୀ।ହାତରେ ରଙ୍ଗତୂଳୀ… ମନରେ ନୂଆ ପରିକଳ୍ପନା… ଯୌବନ ଭିତରେ ନୂଆ ସମ୍ଭାବନାର ସ୍ୱପ୍ନ ସବୁକୁ ସାଉଁଟି!-->…
ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ କାର୍ଯ୍ୟକାରୀ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଏହି ଯୋଜନାର ଘୋଷଣା ପରେ ଏହା ପଥମ ଥର ପାଇଁ ଗଞ୍ଜାମ ପିଠରୁ ଆରମ୍ଭ ହେବାକୁ ଯାଉଛି । ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ ବରର ବୟସସୀମା କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା!-->…
ଅଜିତ ପାୱାରଙ୍କ ଅନ୍ତିମ ସଂସ୍କାରରେ ୩୦ ଲକ୍ଷର ଗହଣା ଚୋରି
ମହାରାଷ୍ଟ୍ରର ବାରାମତୀରେ ଲକ୍ଷ ଲକ୍ଷ ଲୋକ ସେମାନଙ୍କର ପ୍ରିୟ ନେତା ‘ଅଜିତ ଦାଦା’ଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିବା ବେଳେ, ଚୋରମାନେ ଏହି ଦୁଃଖଦ ଘଟଣାର ସୁଯୋଗ ନେଇ ଏକ ବଡ଼ ଅପରାଧ ଘଟାଇଥିଲେ।ଅନ୍ତିମ ସଂସ୍କାର ସମୟରେ ସୁନା ଚେନ୍ ଚୋରି ହୋଇଥିବା ଘଟଣା ସାମ୍ନାକୁ!-->…
ଜିଲ୍ଲାପାଳଙ୍କ ବୟାନକୁ ନେଇ ରାଜନୀତି , ବିଜେଡି କହିଲା ହୁଗୁଳି ଗଲାଣି ଶାସନ ବ୍ୟବସ୍ଥା
ଭୁବନେଶ୍ୱର (ରାଜ୍ୟକାହାଣୀ )ସୁବର୍ଣ୍ଣପୁର ଜିଲ୍ଲାପାଳ ନୃପରାଜ ସାହୁଙ୍କ ରାଜନୈତିକ ବୟାନକୁ ତେଜିଲା ରାଜନୀତି । ତୀବ୍ର ନିନ୍ଦା କରିଛି ବିଜେଡି । ବିଜେଡି କହିଛି ଏହା ମୁଖ୍ୟ ଶାସନ ସଚିବଙ୍କ ବିଫଳତା । ଏପରି ବିବୃତି ଦେଇ ଜିଲ୍ଲାପାଳ ପ୍ରମାଣିତ କରିଛନ୍ତି ଯେ ଶାସନ ହୁଗୁଳା ହୋଇଗଲାଣି ।!-->…
ବାଲୁକା ଆନିମେସନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ
ଆଜିଠୁ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କୁ ସ୍ବାଗତ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମଙ୍ଗଳବାର ପୁରୀରେ ସେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ୱେତଗଙ୍ଗାରେ ଶ୍ରାଦ୍ଧ ଅର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ!-->…
ଆଇନଜୀବୀ ପୀତବାସ ହତ୍ୟା ମାମଲା: କୋର୍ଟରେ ହାଜର ହେଲେ ବିକ୍ରମଙ୍କ ସମେତ ୧୫ ଅଭିଯୁକ୍ତ
ରାଜ୍ୟ କାହାଣୀ (ଭୁବନେଶ୍ଵର)ପୀତବାସ ପଣ୍ଡା ହତ୍ୟା ମାମଲାର ଶୁଣାଣି ଥିବାରୁ ବିକ୍ରମ ପଣ୍ଡା ସମେତ ୧୫ ଅଭିଯୁକ୍ତ ହାଜର ହୋଇଛନ୍ତି। ଅଭିଯୁକ୍ତ ମଦନ ଦଳାଇଙ୍କ ସ୍ୱାସ୍ଥ୍ୟ ଭଲ ନଥିବାରୁ ହାଜର ହୋଇ ନାହାନ୍ତି। କଡା ସୁରକ୍ଷା ଭିତରେ ହାଜର କଲା ବ୍ରହ୍ମପୁର ପୋଲିସ। ଗତ ବର୍ଷ ଅକ୍ଟୋବର ୬ ତାରିଖ!-->…
ମୋମୋ ଖାଇବା ପାଇଁ ଘରୁ ୮୬ ଲକ୍ଷର ଗହଣା ଚୋରୀ କଲା ପୁଅ
ଆଜିକାଲିକା ପିଲାମାନେ ମୋମୋ ପାଗଳ। ମୋମୋ ନାଁ ଶୁଣିଲେ ଖାଇବା ଭୁଲି ଯାଉଛନ୍ତି । ଏବେ ଏଭଳି ଏକ ଖବର ସାମ୍ନାକୁ ଆସିଛି ଯାହାକୁ ଶୁଣିଲା ପରେ ଆପଣି ବି ଆଶ୍ଚର୍ଯ୍ୟ ହୋଇଯିବେ ।କିଛି ମୋମୋ ବିକ୍ରେତାଙ୍କ ବିରୋଧରେ ଜଣେ ପିଲାକୁ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ସୁନା ଏବଂ ରୂପା ଅଳଙ୍କାର ଚୋରି!-->…