Browsing Category
ଆଜିର ଖବର
ଟ୍ବେଣ୍ଟି-୨୦ ବିଶ୍ବକପରେ ଭାରତ ବିପକ୍ଷ ମ୍ୟାଚକୁ ବର୍ଜନ କରିବାକୁ ପାକିସ୍ତାନର ଘୋଷଣା
ବଢିଲା ଭାରତ- ପାକ୍ କ୍ରିକେଟ ବିବାଦ। ଟି-ଟ୍ବେଣ୍ଟି ବିଶ୍ବକପ ଖେଳିବ କିନ୍ତୁ ଭାରତ ବିପକ୍ଷ ମ୍ୟାଚକୁ ନା। ଆଇସିସି ଟି-ଟ୍ବେଣ୍ଟି ବିଶ୍ବକପରେ ଖେଳିବାକୁ ପିସିବିର ପ୍ରସ୍ତାବକୁ ଅନୁମୋଦନ କରିଛି ପାକିସ୍ତାନ ସରକାର। କିନ୍ତୁ ଫେବୃଆରୀ ୧୫ରେ ହେବାକୁ ଥିବା ଭାରତ ବିପକ୍ଷ ମ୍ୟାଚ ନ ଖେଳିବାକୁ!-->…
ନୂଆ ରୂପ ପାଇବ ମିଶନ ଶକ୍ତି : ଆଇଡି କାର୍ଡ ସହ ମିଳିବ ସ୍ମାର୍ଟ ଫୋନ୍
ଭୁବନେଶ୍ୱର (ରାଜ୍ୟକାହାଣୀ )ନୂଆ ରୂପ ପାଇବ ମିଶନ ଶକ୍ତି । ବଦଳିବ ଡ୍ରେସ କୋଡ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉତ୍କଳ ଦିବସରୁ ଲାଗୁ ହେବ ନୂଆ ଡ୍ରେସ କୋଡ । ମିଶନ ଶକ୍ତି ମହିଳାଙ୍କୁ ଆଇଡି କାର୍ଡ ସହ ସ୍ମାର୍ଟ ଫୋନ ମିଳିବ । ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ!-->…
ହ୍ୟୁମାନ୍ ସାଗର ମୃତ୍ୟୁ: ପୋଲିସ ହାତରେ ଲାଗିଲା ମେଡିକାଲ ରିପୋର୍ଟ
ଫିଟିବ ହ୍ୟୁମାନ୍ ସାଗରଙ୍କ ଅକାଳ ମୃତ୍ୟୁ ରହସ୍ୟ । କଟକ ମର୍କତନଗର ଥାନା ପୋଲିସ ହାତରେ ଲାଗିଲା ମେଡିକାଲ ରିପୋର୍ଟ । ଲିଭର୍ ସିରୋସିସ୍ ହେବା ପରଠୁ ବେସରକାରୀ ହସ୍ପିଟାଲ୍ ରେ ହ୍ୟୁମାନ୍ ଚିକିତ୍ସିତ ହେଉଥିଲେ । ଉକ୍ତ ହସ୍ପିଟାଲ୍ଟି ଲିଭର୍ ରୋଗର ସ୍ୱତନ୍ତ୍ର ଚିକିତ୍ସା ପାଇଁ ରହିଥିବାରୁ!-->…
Grammy Awardରେ ସମ୍ମାନିତ ହେଲେ ଦଲାଇ ଲାମା
ତିବ୍ବତୀୟ ବୌଦ୍ଧ ଧର୍ମର ଶ୍ରେଷ୍ଠ ଆଧ୍ୟାତ୍ମିକ ତଥା ଧର୍ମଗୁରୁ ଦଲାଇ ଲାମା ତାଙ୍କର ପ୍ରଥମସମ୍ମାନଜନକ ଗ୍ରାମୀ ପୁରସ୍କାର ଜିତିଛନ୍ତି । ୬୮ତମ ବାର୍ଷିକ ଗ୍ରାମୀ ପୁରସ୍କାର ଉତ୍ସବରେ, ଦଲାଇ ଲାମା ତାଙ୍କ ଅଡି ଆଲବମ୍ 'ମେଡିଟେସନ୍: ଦି ରିଫ୍ଲେକ୍ସନ୍ସ ଅଫ୍ ହିଜ୍ ହୋଲିନେସ୍ ଦି ଦଲାଇ ଲାମା'!-->…
ଫେବ୍ରୁଆରୀ ୬ ଯାଏ ରାଜ୍ୟରେ କୁହୁଡ଼ି ସମ୍ଭାବନା
ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ରହିବ । ମଙ୍ଗଳବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ପୁରୀ, ଖୋର୍ଦ୍ଧା ଓ କଟକ, ବୁଧବାର କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝର,!-->…
ସୋମବାର ପୁଣି ଖସିଲା ସୁନା, ରୁପା ଦର
ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିବା ପରେ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଉଛି। ରବିବାର ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା ଏବଂ ରୂପା ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ରବିବାର ରୂପା ଲୋୟର ସର୍କିଟରେ ପ୍ରବେଶ କରି 26,273 (9%) ହ୍ରାସ ପାଇ 2,65,652 ପ୍ରତି!-->…
ନିଶାଡିଙ୍କୁ ଟେନସନ୍ ନୂଆ ଟିକସ୍ : ଦୀର୍ଘ ୭ବର୍ଷ ପରେ ପ୍ରଥମ ଥର ସିଗାରେଟ୍ ଉପରେ ଟିକସ୍ ବୃଦ୍ଧି
ବ୍ରୁଆରୀ ୧ ତାରିଖରେ ସଂସଦରେ ଉପସ୍ଥାପନା ହୋଇଛି ବଜେଟ୍-୨୦୨୬। ଏଥିରେ ଅନେକ କିଛି ଜିନିଷ ଶସ୍ତା ହୋଇଛି । ସୋଲାର ପ୍ୟାନେଲଠୁ ଆରମ୍ଭ କରି ବିଦେଶ ଭ୍ରମଣ, ବ୍ୟାଟେରୀ,ଇଭି କାର୍ ଆଦି ଶସ୍ତା ହୋଇଛି । ତେବେ ନିଶାଡି ଏବଂ ମଦ୍ୟପଙ୍କୁ ଝଟକା ଦେଇଛନ୍ତି ସରକାର । ବିଭିନ୍ନ ମଦ ଏବଂ ସିଗାରେଟର!-->…
ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା
ଚୌଦ୍ଵାର ଜେଲରେ ବିଚାରଧୀନ କଏଦୀର ଆତ୍ମହତ୍ୟା । ନିଜ ୱାର୍ଡରେ ଥିବା ବେଳେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା । ଜେଲ ୱାର୍ଡରୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଏସସିବି ମେଡିକାଲକୁ ନିଆଯାଇଥିଲା । ସେଠାରେ ଡାକ୍ତର କଏଦୀଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ବିଚାରଧିନ କଏଦୀ ହେଲେ କଟକ!-->…
୧୦ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର (ରାଜ୍ୟକାହାଣୀ )ସରକାରୀ ଚାକିରିରେ ବଦଳି ଏକ ନିୟମିତ ପ୍ରକ୍ରିୟା। ଯଦି କୌଣସି କର୍ମଚାରୀ ବା ଅଧିକାରୀ ଏହାକୁ ନ ମାନନ୍ତି ତେବେ ତାଙ୍କ ବିରୋଧରେ ଚାକିରି ସର୍ତ୍ତାବଳୀ ଅନୁଯାୟୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ତେବେ ୧୦ଜଣ ଓଡ଼ିଶା ଅର୍ଥ ସେବା!-->…
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମ!-->…