Browsing Category
ଆଜିର ଖବର
Budget 2026: ଅର୍ଥମନ୍ତ୍ରୀଙ୍କ ବଜେଟ ଅଭିଭାଷଣ ମୁଖ୍ୟାଂଶ
୧- ଭାରତ ହେବ ବାୟୋଫାର୍ମା ହବ୍, ୧୦ ହଜାର କୋଟିର ‘ବାୟୋଫାର୍ମା ଶକ୍ତି’ ଯୋଜନା
୨- ଓଡ଼ିଶା ଭଳି ଖଣିଜ ସଂପଦ ସଂପନ୍ନ ରାଜ୍ୟଗୁଡ଼ିକର ବିକାଶ ପାଇଁ ସ୍ବତନ୍ତ୍ର ବ୍ୟବୟବରାଦ
୩- ଦେଶରେ ପ୍ରମୁଖ ସହରଗୁଡ଼ିକୁ ଯୋଡ଼ିବ ୭ଟି ‘ହାଇସ୍ପିଡ୍ ରେଳ କରିଡର୍’
୪- ହସ୍ତତନ୍ତର ବିକାଶ!-->!-->!-->!-->!-->!-->!-->…
Budget 2026: କଣ ହେବ ଶସ୍ତା ଆଉ କଣ ହେବ ମହଙ୍ଗା
ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା ସୀତାରମଣ । ବଜେଟରେ ୭ଟି ଦୁଲର୍ଭ ଔଷଧ, ୧୭ଟି କ୍ୟାନସର ଔଷଧ, ମୋବାଇଲ, ବ୍ୟାଟେରୀ, ମାଇକ୍ରୋ ଓଭେନ, ସୋଲାର ସାମଗ୍ରୀ, କପଡା, ଇଭି ବ୍ୟାଟେରୀ, ବିଦେଶରେ ପଢିବା, ଜୋତା ଓ ଚମଡ଼ା, ବାୟୋ ସିଏନଜି ଗ୍ୟାସ୍, ଇତ୍ୟାଦି । ଶସ୍ତା ହେବ ବୋଲି ଘୋଷଣା କରାଯାଇଛି!-->…
ଅସ୍ତରଙ୍ଗ ସମୁଦ୍ରରେ କୁମ୍ଭୀର
ଅସ୍ତରଙ୍ଗ ସମୁଦ୍ରରେ କୁମ୍ଭୀର ।ପୁରୀଜିଲ୍ଲା ଅସ୍ତରଙ୍ଗର ଯାହାନିଆ ନିକଟ ସମୁଦ୍ର ଅଞ୍ଚଳରେ ଦେଖିବାକୁ ମିଳିଛି କୁମ୍ଭୀର । ଏହି କୁମ୍ଭୀରଟି ପ୍ରଥମେ ଦେବୀନଦୀର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଥିଲା । ଯାହା ପରେ ନଦୀ କୂଳିଆ ଲୋକଙ୍କ ମଧ୍ୟରେ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି ।!-->…
ରାଜ୍ୟରେ କେବଳ ନିକୋଟିନ୍ ନଥିବା ପାନ ମସଲା ବିକ୍ରି ହୋଇପାରିବ- ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟରେ ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଥିଲେ । କିନ୍ତୁ ଏହାରି ମଧ୍ୟରେ ଆଉ ଏକ କଟକଣା ଲଗାଇଛି ସ୍ୱାସ୍ଥ୍ୟ ବିଭାଗ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ!-->…
୧୧୨କୁ ଫୋନ୍ କରି ସହାୟତା ନିଅ: ଅଗ୍ନିଶମ ଡିଜି
ଓଡିଶା ଅଗ୍ନିଶମ ବିଭାଗ ପକ୍ଷରୁ ସଚେତନତା ସୃଷ୍ଟି ପାଇଁ ନିଆରା ପ୍ରୟାସ । ଅଗ୍ନିଶମ ଡିଜି ସୁଧାଂଶୁ ଷଡଙ୍ଗୀଙ୍କ ଉପସ୍ଥିତିରେ ଡେମୋ ପ୍ରଦର୍ଶନ ହୋଇଛି । ଲୋକଙ୍କ ଜୀବନ ବଞ୍ଚାଇବାର କୌଶଳ ଦେଖାଇଛନ୍ତି ଫାୟାର ଫାଇଟର । କେବଳ ନିଆଁ ଲିଭା ନୁହେଁ ଅନ୍ୟାନ୍ୟ କ୍ଷେତ୍ରର କାର୍ଯ୍ୟ ନେଇ ଡେମୋ!-->…
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ (Reference Book) ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (ରାଜ୍ୟକାହାଣୀ )ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି!-->…
୯ମ ଶ୍ରେଣୀ ଛାତ୍ରକୁ ହାଣିଲା ୧୦ମ ଛାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ!-->…
୧୦ ବିଭାଗର ୧୨ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ର ମୋହର
ଭୁବନେଶ୍ୱର (ରାଜ୍ୟକାହାଣୀ )କ୍ୟାବିନେଟ୍ ବୈଠକ ସରିବା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି । ରାଜ୍ୟ ସମବାୟ ନୀତି – ୨୦୨୬କୁ!-->…
ମଣିଷ-ଭାଲୁ ଲଢେଇ,ଜୀବନ ବଞ୍ଚାଇଲେ ନବମ ଶ୍ରେଣୀ ଛାତ୍ର
ଭୁବନେଶ୍ୱର (ରାଜ୍ୟକାହାଣୀ )ମଣିଷ-ଭାଲୁ ଲଢେଇ। ଭାଲୁ ସହ ଲଢି ମୃତ୍ୟୁ ମୁଖରୁ ବର୍ତ୍ତିଲେ ନବମ ଶ୍ରେଣୀର ଛାତ୍ର। ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ପୋଡ଼ାଶୂଳା ଗାଁରେ ଅଭାବନୀୟ ଘଟଣା ଘଟିଛି । ରାତିରେ ଖାଦ୍ୟ ଅନ୍ୱେଷଣରେ ସ୍ଵର୍ଣ୍ଣଚୁଡ଼ ଜଙ୍ଗଲରୁ ଆସିଥିଲେ ଦୁଇଟି ଭାଲୁ । ତେବେ ରାସ୍ତା!-->…
ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍’
ଭୁବନେଶ୍ୱର (ରାଜ୍ୟକାହାଣୀ )ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍’ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚଦ୍ର ମହାପାତ୍ର । ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ!-->…