Browsing Category

ଆଜିର ଖବର

ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର

ଗ୍ରାହକଙ୍କ ପାଇଁ ଖୁସି ଖବର । ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର । ଆଜି ପୁଣି କମିଲା ସୁନା ରୁପା ଦର । ଲଗାତାର ଦ୍ବିତୀୟ ଦିନରେ ସୁନା ରୁପା ଖସିଛି। ୨୪ କ୍ୟାରେଟ୍ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଲା । ଗତ କାଲି ସୁନା ଦର ୧୦ ଗ୍ରାମ ପିଛା ୨୪କ୍ୟାରେଟ୍ ସୁନା ଦର ୧

ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI

ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI। ସୁନ୍ଦରଗଡ଼ MCLରେ ଦିଲ୍ଲୀ CBIର ଚଢ଼ଉ ପରେ ନୂଆ ତଥ୍ୟ । ସନ୍ଦେହ ଘେରରେ ସିବିଆଇ ଭୁବନେଶ୍ବର ଶାଖାରେ ASI ପ୍ରଶାନ୍ତ ପଲେଇ ।ବସୁନ୍ଧରା ଅଞ୍ଚଳରେ ଏମ୍ ସିଏଲ୍ ଗର୍ଜନବାହାଲ ଓପନ କା­­­ଷ୍ଟ ପ୍ରୋଜେକ୍ଟର ଡେସ୍ ପାଚ୍ ଅଧିକାରୀ ସାରଦା

ଖଟି କରୁଥିବା ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ରାଜ୍ୟକାହାଣୀ )କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା । ଏନେଇ ବିଭାଗ ପକ୍ଷରୁ ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ହୋଇଛି । ସୂଚନା ଅନୁସାରେ, ଉଚ୍ଚଶିକ୍ଷା

ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର

ଘରୋଇ ଇନ୍ଧନ ଯେଗାଣରେ ଅହେତୁକ ବିଳମ୍ୱ; ଲୋକେ ହନ୍ତସନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଘରୋଇ ରନ୍ଧନ ଗ୍ୟାସ୍‌ (ଏଲ୍‌ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍‌ପି ଗ୍ୟାସ୍‌ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍‌

ଢେଙ୍କାନାଳ ଯୋରନ୍ଦାରେ ଆଜିଠୁ ମହିମା ମେଳା

ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି l ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ମହିମା ଗାଦି । ଲକ୍ଷଲକ୍ଷ ସଂଖ୍ୟାରେ ଜନ ସମାଗମ ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ

ଫେବ୍ରୁଆରୀ ୧୭ରୁ ବିଧାନସଭାର ବଜେଟ୍ ଅଧିବେଶନ,୨୦ରେ ଆସିବ ରାଜ୍ୟ ବଜେଟ୍

ଭୁବନେଶ୍ୱର (ରାଜ୍ୟକାହାଣୀ )ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

ସ୍କୁଲରେ ଛାତ୍ରୀମାନଙ୍କ ପାଇଁ ରହିବ ସାନିଟାରି ପ୍ୟାଡ୍ ଓ ପୃଥକ ଶୌଚାଳୟର ବ୍ୟବସ୍ଥା: ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ

ପାର୍କରେ ସ୍ଥାପିତ କୌଣସି ପ୍ରତିମୂର୍ତ୍ତିର ଅସମ୍ମାନ ସହିବେନି ସରକାର : କୃଷ୍ଣ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ

ଉଷା ପାଢ଼ୀଙ୍କୁ ଆଶ୍ୱସ୍ତି, ନିଃସର୍ତ୍ତ କ୍ଷମା ପ୍ରାର୍ଥନା ପରେ ଅଦାଲତ ଅବମାନନା ମାମଲା ରଦ୍ଦ କଲେ ହାଇକୋର୍ଟ

ରାଜ୍ୟ କାହାଣୀ (ଭୁବନେଶ୍ଵର)ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ