Browsing Category

ଆଜିର ଖବର

ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର (ରାଜ୍ୟ କାହାଣୀ) NEET ପ୍ରଶ୍ନପତ୍ର ଲିକ୍ ଓ ଆନ୍ଦୋଳନ ଭିତରେ ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିରୋଧୀ ଦଳ, ଛାତ୍ର ସଂଗଠନ ଓ ସିଜେପିର କ୍ରମାଗତ ବିକ୍ଷୋଭ ଓ ଚାପ ଆଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ଓଡ଼ିଶାରେ ଇଭି ଚାର୍ଜିଂ ଷ୍ଟେସନ୍‌ ପ୍ରତିଷ୍ଠା ପାଇଁ କେନ୍ଦ୍ରରୁ ମିଳିଲା ୪୦ କୋଟିର ଅନୁଦାନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ଭାରତ ସରକାରଙ୍କ ଭାରୀ ଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାରେ ଇଭି ଚାର୍ଜିଂ ଷ୍ଟେସନ୍‌ର ବିକାଶ ପାଇଁ ‘ପିଏମ୍ ଇ-ଡ୍ରାଇଭ୍’ ଯୋଜନାରେ ୪୦ କୋଟି ୫୦ ଲକ୍ଷ ୭୫ ହଜାର ୭୪୦ ଟଙ୍କା ମଞ୍ଜୁର କରାଯାଇଛି।। ଏହି ଅର୍ଥରେ ସାର୍ବଜନୀନ ଇଭି ଚାର୍ଜିଂ ଷ୍ଟେସନ୍ ପ୍ରତିଷ୍ଠା

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ! ଧର୍ମେନ୍ଦ୍ର ପ୍ରଧାନଙ୍କୁ ବହିଷ୍କାର କର

ଶନିବାର ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦାବି କରିଛନ୍ତି ଯେ ନୀଟ୍ ପ୍ରଶ୍ନପତ୍ର ଲିକ୍ ବିବାଦକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଜୋର୍ ଧରିଥିବା ବେଳେ ସରକାର ତାଙ୍କୁ ଅନ୍ୟ କୌଣସି ମନ୍ତ୍ରଣାଳୟକୁ ବଦଳି କରିବା ପାଇଁ ବିଚାର କରୁଛନ୍ତି। ସେ କହିଛନ୍ତି, ମୁଁ

କମର୍ସିଆଲ ଜାହାଜ ଉପରେ ଆକ୍ରମଣ, ଜଣେ ଭାରତୀୟ ନାଗରିକ ମୃତ

ଶୁକ୍ରବାର ଦିନ କମର୍ସିଆଲ ଜାହାଜ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଜଣେ ଭାରତୀୟ ନାଗରିକଙ୍କର ମୃତ୍ୟୁ ହୋଇଥିବା ବିଦେଶ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ।ଜାହାଜରେ ମୋଟ ୧୦ ଜଣ କ୍ରୁ ସଦସ୍ୟ ଥିଲେ, ସେମାନଙ୍କ ମଧ୍ୟରୁ ୩ ଜଣ ଭାରତୀୟ ଥିଲେ ।ଅନ୍ୟ ୨ ଜଣ ସୁରକ୍ଷିତ ଅଛନ୍ତି । କମର୍ସିଆଲ

କ୍ୟାପିଟାଲ ଥାନାରେ ହାଜର ହେବେନି ଭିକେ ପାଣ୍ଡିଆନ

ଭୁବନେଶ୍ୱର (ରାଜ୍ୟ କାହାଣୀ )ରାଜ୍ୟର ପୂର୍ବତନ ପ୍ରଶାସକ ତଥା ବିଜେଡି ନେତା ଭିକେ ପାଣ୍ଡିଆନ କ୍ୟାପିଟାଲ ଥାନାରେ ହାଜର ହୋଇପାରିବେ ନାହିଁ । ଏ ସମ୍ପର୍କରେ ସେ ଇମେଲ୍ ଯୋଗେ କମିସନରେଟ୍ ପୁଲିସକୁ ଅବଗତ କରାଇଛନ୍ତି । ବିଦେଶରେ ଥିବାରୁ ଥାନାରେ ହାଜର ହୋଇପାରିବେ ନାହିଁ । ଭିଡିଓ କନଫେରେନ୍ସ

ଐତିହାସିକ ସଂସ୍କାର ମାଧ୍ୟମରେ ଶିଳ୍ପାୟନକୁ ନୂଆ ଗତି: ବ୍ୟବସାୟ କରିବାର ସୁଗମତା ବୃଦ୍ଧି ଦିଗରେ ଇଡିକୋର ବଡ଼ ପଦକ୍ଷେପ

ଭୁବନେଶ୍ୱର, ରାଜ୍ୟ କାହାଣୀ: ଓଡ଼ିଶାରେ ଶିଳ୍ପାୟନକୁ ଅଧିକ ଗତିଶୀଳ କରିବା ଏବଂ ବ୍ୟବସାୟ କରିବାର ସୁଗମତା (Ease of Doing Business)କୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ ପକ୍ଷରୁ ଅଧ୍ୟକ୍ଷା ତଥା ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ

ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା

ଭୁବନେଶ୍ୱର (ରାଜ୍ୟ କାହାଣୀ )କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖରେ ଅପରାହ୍ନ ୩.୩୦ରେ ସମସ୍ତ

ବାହୁଡା଼ ଯାତ୍ରାରେ ଦଳାଚକଟା । ଜଣେ ଶ୍ରଦ୍ଧାଳୁଙ୍କ ପ୍ରାଣହାନୀ ଓ ଅନେକ ଆହତଙ୍କୁ ନେଇ ଶୋକ ପ୍ରକାଶ କଲେ ନବିନ

ଭୁବନେଶ୍ଵର (ରାଜ୍ୟ କାହାଣୀ )ମହାପ୍ରଭୁଙ୍କ ବାହୁଡା଼ ଯାତ୍ରାରେ ଦଳାଚକଟା ଘଟଣା । ଜଣେ ଶ୍ରଦ୍ଧାଳୁଙ୍କ ପ୍ରାଣହାନୀ ଓ ଅନେକ ଆହତ ହୋଇଥିବା ନେ଼ଇ ବିରୋଧୀ ଦଳର ମୁଖ୍ୟ ନବିନଙ୍କ ଶୋକ। ସେ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି ଯେ , ମହାପ୍ରଭୁଙ୍କ ବାହୁଡା଼ ଯାତ୍ରାରେ ଦଳାଚକଟା ଘଟଣା ବିଷୟ

ନିଟ୍ ପ୍ରଶ୍ନପତ୍ର ଲିକ୍ ପାଇଁ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ଟାସ୍କଫୋର୍ସ ଗଠନ !ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନିଟ ପ୍ରଶ୍ନପତ୍ର ପ୍ରଘଟ ଓ ପରୀକ୍ଷା ସଂପର୍କିତ ଅପରାଧର ତଦନ୍ତ ପାଇଁ ଗଠନ ହେଲା ସ୍ୱତନ୍ତ୍ର ଟାସ୍କଫୋର୍ସ । ଏସ୍‌ଟିଏଫ୍ ଗଠନ କଲା ଦିଲ୍ଲୀ ପୁଲିସ୍ କ୍ରାଇମ୍‌ବ୍ରାଞ୍ଚ । NTA, UPSC, SSC, RRBs, IBPS ଆଦି ପରୀକ୍ଷାରେ ପେପର୍ ଲିକ୍ କିମ୍ୱା କୌଣସି ଅପରାଧ ସାମ୍ନାକୁ ଆସିଲା ଏହି ସ୍ୱତନ୍ତ୍ର

ଆଜି ମହଣ ମହଣ ସ୍ବର୍ଣ୍ଣ ଅଙ୍କାରରେ ଭୂଷିତ ହେବେ ଚତୁର୍ଦ୍ଧା ବିଗ୍ରହ

ଜନ୍ମବେଦୀରେ ଲୀଳାଖେଳା ସାରି ଶ୍ରୀଗୁଣ୍ଡିଚା ମନ୍ଦିରରୁ ମେଲାଣି ନେଇଛନ୍ତି ଚତୁର୍ଦ୍ଧା ବିଗ୍ରହ । ରଥାରୂଢ଼ ହୋଇ ରତ୍ନବେଦୀକୁ ବାହୁଡ଼ିଛନ୍ତି ଦାରୁବ୍ରହ୍ମ ଠାକୁର । ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ଦଣ୍ଡାୟମାନ ତାଳଦ୍ବଜ । ଆଜି ଆଷାଢ଼ ଶୁକ୍ଳ ଏକାଦଶୀ, ମହାପ୍ରଭୁଙ୍କ ସୁନାବେଶ । ଏହାକୁ