Browsing Category

ଆଜିର ଖବର

୯ମ ଶ୍ରେଣୀ ଛାତ୍ରକୁ ହାଣିଲା ୧୦ମ ଛାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ

୧୦ ବିଭାଗର ୧୨ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ମୋହର

ଭୁବନେଶ୍ୱର (ରାଜ୍ୟକାହାଣୀ )କ୍ୟାବିନେଟ୍‌ ବୈଠକ ସରିବା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇ କହିଛନ୍ତି, ୧୦ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨ କୋଟି ମଞ୍ଜୁର ହୋଇଛି । ରାଜ୍ୟ ସମବାୟ ନୀତି – ୨୦୨୬କୁ

ମଣିଷ-ଭାଲୁ ଲଢେଇ,ଜୀବନ ବଞ୍ଚାଇଲେ ନବମ ଶ୍ରେଣୀ ଛାତ୍ର

ଭୁବନେଶ୍ୱର (ରାଜ୍ୟକାହାଣୀ )ମଣିଷ-ଭାଲୁ ଲଢେଇ। ଭାଲୁ ସହ ଲଢି ମୃତ୍ୟୁ ମୁଖରୁ ବର୍ତ୍ତିଲେ ନବମ ଶ୍ରେଣୀର ଛାତ୍ର। ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ପୋଡ଼ାଶୂଳା ଗାଁରେ ଅଭାବନୀୟ ଘଟଣା ଘଟିଛି । ରାତିରେ ଖାଦ୍ୟ ଅନ୍ୱେଷଣରେ ସ୍ଵର୍ଣ୍ଣଚୁଡ଼ ଜଙ୍ଗଲରୁ ଆସିଥିଲେ ଦୁଇଟି ଭାଲୁ । ତେବେ ରାସ୍ତା

ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍‌’

ଭୁବନେଶ୍ୱର (ରାଜ୍ୟକାହାଣୀ )ମହିଳା ଯାତ୍ରୀଙ୍କ ପାଇଁ ଭୁବନେଶ୍ୱରରେ ଗଡିବ ‘ସୁଭଦ୍ରା ବସ୍‌’ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚଦ୍ର ମହାପାତ୍ର । ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ

ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର

ଗ୍ରାହକଙ୍କ ପାଇଁ ଖୁସି ଖବର । ଲଗାତାର ଦ୍ବିତୀୟ ଦିନରେ କମିଲା ସୁନା, ରୁପା ଦର । ଆଜି ପୁଣି କମିଲା ସୁନା ରୁପା ଦର । ଲଗାତାର ଦ୍ବିତୀୟ ଦିନରେ ସୁନା ରୁପା ଖସିଛି। ୨୪ କ୍ୟାରେଟ୍ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଲା । ଗତ କାଲି ସୁନା ଦର ୧୦ ଗ୍ରାମ ପିଛା ୨୪କ୍ୟାରେଟ୍ ସୁନା ଦର ୧

ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI

ଭୁବନେଶ୍ବର CBI ନାଁରେ ମାମଲା ରୁଜୁ କଲା ଦିଲ୍ଲୀ CBI। ସୁନ୍ଦରଗଡ଼ MCLରେ ଦିଲ୍ଲୀ CBIର ଚଢ଼ଉ ପରେ ନୂଆ ତଥ୍ୟ । ସନ୍ଦେହ ଘେରରେ ସିବିଆଇ ଭୁବନେଶ୍ବର ଶାଖାରେ ASI ପ୍ରଶାନ୍ତ ପଲେଇ ।ବସୁନ୍ଧରା ଅଞ୍ଚଳରେ ଏମ୍ ସିଏଲ୍ ଗର୍ଜନବାହାଲ ଓପନ କା­­­ଷ୍ଟ ପ୍ରୋଜେକ୍ଟର ଡେସ୍ ପାଚ୍ ଅଧିକାରୀ ସାରଦା

ଖଟି କରୁଥିବା ଅଧ୍ୟାପିକାଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର (ରାଜ୍ୟକାହାଣୀ )କଲେଜରେ କ୍ଲାସ ନକରି ଖଟି କରୁଥିଲେ ଆକ୍ସନ୍ ନେବ ଉଚ୍ଚଶିକ୍ଷା ବିଭାଗ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା । ଏନେଇ ବିଭାଗ ପକ୍ଷରୁ ସବୁ ସରକାରୀ ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ଚିଠି ହୋଇଛି । ସୂଚନା ଅନୁସାରେ, ଉଚ୍ଚଶିକ୍ଷା

ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବ

ଭୁବନେଶ୍ୱର (ରାଜ୍ୟକାହାଣୀ )ଆସନ୍ତା ୪ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ବଢ଼ିବା ସହ ଶୀତ କମ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କିନ୍ତୁ ଆସନ୍ତା ୨ ତାରିଖ ଯାଏଁ ରାଜ୍ୟରେ କୁହୁଡ଼ି ରହିବ । ଶନିବାର ଉପକୂଳ ଓଡ଼ିଶାରେ ଶୀତ ପ୍ରାୟତଃ କମ ରହିବ ।ରବିବାର

ଘରୋଇ ଇନ୍ଧନ ଯେଗାଣରେ ଅହେତୁକ ବିଳମ୍ୱ; ଲୋକେ ହନ୍ତସନ୍ତ

ଭୁବନେଶ୍ୱର (ରାଜ୍ୟକାହାଣୀ )ଘରୋଇ ରନ୍ଧନ ଗ୍ୟାସ୍‌ (ଏଲ୍‌ପିଜି) ମିଳିବାରେ ଏବେ ବଡ ସମସ୍ୟା ହେଉଛି । ତିନିରୁ ଚାରିଦିନ ମଧ୍ୟରେ ମିଳୁଥିବା ଏହି ସିଲିଣ୍ଡର ଏବେ ବୁକିଂ ହେବାର ୨୦ ଦିନ ପରେ ବି ମିଳୁନି । ଏଚ୍‌ପି ଗ୍ୟାସ୍‌ରେ ଏହି ସମସ୍ୟା ୧ ମାସେ ହେଲା ଲାଗିଥିବା ବେଳେ ଏବେ ଇଣ୍ଡେନ୍‌

ଢେଙ୍କାନାଳ ଯୋରନ୍ଦାରେ ଆଜିଠୁ ମହିମା ମେଳା

ମହିମା ଧର୍ମୀଙ୍କ ମୁଖ୍ୟ ଧର୍ମସ୍ଥଳୀ ଯୋରନ୍ଦା ଠାରେ ଆଜି ଠାରୁ ୭ ଫେବୃଆରୀ ଯାଏଁ ମେଳା ଅନୁଷ୍ଠିତ ହେଉଛି l ବିଶ୍ବପ୍ରସିଦ୍ଧ ଯୋରନ୍ଦା ମାଘ ମେଳା ପାଇଁ ଚଳଚଞ୍ଚଳ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ମହିମା ଗାଦି । ଲକ୍ଷଲକ୍ଷ ସଂଖ୍ୟାରେ ଜନ ସମାଗମ ସାଙ୍ଗକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ